ରାଜ୍ଯଗୋଷ୍ଠୀ କ୍ରୀଡ଼ା ୨୦୨୨: ଭାରତକୁ ଭାରୋତ୍ତୋଳନରେ ପୁଣି ସଫଳତା, ଜେରେମି ଲାଲନିରୁଙ୍ଗା ୬୭ କିଗ୍ରା ବର୍ଗରେ ଜିିତିଲେ ସ୍ବର୍ଣ୍ଣ

The Sakala Picture
Published On

ଭୁବନେଶ୍ବର: ରାଜ୍ଯଗୋଷ୍ଠୀ କ୍ରୀଡ଼ାରେ ଭାରତ ଆଉ ଏକ ସ୍ବର୍ଣ୍ଣ ପଦକ ହସଲ କରିଛି। ଭାରୋତ୍ତୋଳକ ଜେରେମି ଲାଲରିନୁଙ୍ଗା ଏହି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୬୭ କିଗ୍ରା ବର୍ଗରେ ଏହି ସଫଳତା ତାଙ୍କୁ ମିଳିଛି। ସ୍ନାଚରେ ୧୪୦, କ୍ଲିନ ଓ ଜର୍କରେ  ୧୬୦ କେଜି ଉଠାଇଛନ୍ତି ଜେରେମି। ଅର୍ଥାତ ସେ ରେକର୍ଡ ପ୍ରତିଷ୍ଠା କରି ମୋଟ୍ ୩୦୦ କିଲୋ ଓଜନ ଉଠାଇ ସ୍ଵର୍ଣ୍ଣ ପଦକ ଜିତିଛନ୍ତି। ଏଥିସହ ଭାରତର ମୋଟ ପଦକ ସଂଖ୍ଯା ୫କୁ ବୃଦ୍ଧି ହୋଇଛି। […]

ଭୁବନେଶ୍ବର: ରାଜ୍ଯଗୋଷ୍ଠୀ କ୍ରୀଡ଼ାରେ ଭାରତ ଆଉ ଏକ ସ୍ବର୍ଣ୍ଣ ପଦକ ହସଲ କରିଛି। ଭାରୋତ୍ତୋଳକ ଜେରେମି ଲାଲରିନୁଙ୍ଗା ଏହି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୬୭ କିଗ୍ରା ବର୍ଗରେ ଏହି ସଫଳତା ତାଙ୍କୁ ମିଳିଛି। ସ୍ନାଚରେ ୧୪୦, କ୍ଲିନ ଓ ଜର୍କରେ  ୧୬୦ କେଜି ଉଠାଇଛନ୍ତି ଜେରେମି। ଅର୍ଥାତ ସେ ରେକର୍ଡ ପ୍ରତିଷ୍ଠା କରି ମୋଟ୍ ୩୦୦ କିଲୋ ଓଜନ ଉଠାଇ ସ୍ଵର୍ଣ୍ଣ ପଦକ ଜିତିଛନ୍ତି। ଏଥିସହ ଭାରତର ମୋଟ ପଦକ ସଂଖ୍ଯା ୫କୁ ବୃଦ୍ଧି ହୋଇଛି।

ଆହୁରି ପଢ଼ନ୍ତୁ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିକଳ୍ପ ସାଜିବାକୁ ନୀତୀଶ ରେଡ୍ଡୀଙ୍କ ଉପରେ ଚାପ! ସ୍କାନରରେ ବିସିସିଆଇ 'CoE'ର କାର୍ଯ୍ୟପ୍ରଣାଳୀ

ସୂଚନା ଅନୁଯାୟୀ, ଟୋକିଓ ଅଲିମ୍ପିକର ରୌପ୍ୟ ପଦକ ବିଜେତା ମୀରାବାଇ ଚାନୁ ୪୯ କିଲୋ ଭାର ବର୍ଗରେ ସ୍ଵର୍ଣ୍ଣ ପଦକ ଜିତିଛନ୍ତି। ସେହିପରି ସଙ୍କେତ ମହାଦେବ ପୁରୁଷ ୫୫ କିଲୋ ଭାରବର୍ଗ ଏବଂ ବିନ୍ଦିୟାରାମୀ ଦେବୀ ମହିଳା ୫୫ କିଲୋ ଭାର ବର୍ଗରେ ରୌପ୍ୟ ପଦକ ଜିତିଛନ୍ତି। ଏହା ବାଦ୍ ଗୁରୁରାଜା ପୂଜାରୀ ୬୧ କିଲୋ ଭାର ବର୍ଗରେ କାଂସ୍ୟ ପଦକ ଜିତିବାରେ ସଫଳ ହୋଇଥିଲେ।

ଆହୁରି ପଢ଼ନ୍ତୁ: ଜିମ୍ବାୱେ ବିପକ୍ଷ ଟି-୨୦ ସିରିଜ୍ ପୂର୍ବରୁ ଅଧିନାୟକ ଶ୍ରେୟସ ଆୟରଙ୍କ ବଡ଼ ବୟାନ, ଦଳକୁ ଦେଲେ 'ନିର୍ଭୀକ' ମନ୍ତ୍ର

ଆହୁରି ପଢ଼ନ୍ତୁ: ଆସନ୍ତା ସେପ୍ଟେମ୍ବର ମାସରେ ଆନ୍ତର୍ଜାତୀୟ ଫୁଟବଲରୁ ଅବସର ନେବେ କ୍ରିଷ୍ଟିଆନୋ ରୋନାଲ୍ଡୋ!

31 Jul 2022 By The Sakala

ରାଜ୍ଯଗୋଷ୍ଠୀ କ୍ରୀଡ଼ା ୨୦୨୨: ଭାରତକୁ ଭାରୋତ୍ତୋଳନରେ ପୁଣି ସଫଳତା, ଜେରେମି ଲାଲନିରୁଙ୍ଗା ୬୭ କିଗ୍ରା ବର୍ଗରେ ଜିିତିଲେ ସ୍ବର୍ଣ୍ଣ

ଭୁବନେଶ୍ବର: ରାଜ୍ଯଗୋଷ୍ଠୀ କ୍ରୀଡ଼ାରେ ଭାରତ ଆଉ ଏକ ସ୍ବର୍ଣ୍ଣ ପଦକ ହସଲ କରିଛି। ଭାରୋତ୍ତୋଳକ ଜେରେମି ଲାଲରିନୁଙ୍ଗା ଏହି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୬୭ କିଗ୍ରା ବର୍ଗରେ ଏହି ସଫଳତା ତାଙ୍କୁ ମିଳିଛି। ସ୍ନାଚରେ ୧୪୦, କ୍ଲିନ ଓ ଜର୍କରେ  ୧୬୦ କେଜି ଉଠାଇଛନ୍ତି ଜେରେମି। ଅର୍ଥାତ ସେ ରେକର୍ଡ ପ୍ରତିଷ୍ଠା କରି ମୋଟ୍ ୩୦୦ କିଲୋ ଓଜନ ଉଠାଇ ସ୍ଵର୍ଣ୍ଣ ପଦକ ଜିତିଛନ୍ତି। ଏଥିସହ ଭାରତର ମୋଟ ପଦକ ସଂଖ୍ଯା ୫କୁ ବୃଦ୍ଧି ହୋଇଛି।

ସୂଚନା ଅନୁଯାୟୀ, ଟୋକିଓ ଅଲିମ୍ପିକର ରୌପ୍ୟ ପଦକ ବିଜେତା ମୀରାବାଇ ଚାନୁ ୪୯ କିଲୋ ଭାର ବର୍ଗରେ ସ୍ଵର୍ଣ୍ଣ ପଦକ ଜିତିଛନ୍ତି। ସେହିପରି ସଙ୍କେତ ମହାଦେବ ପୁରୁଷ ୫୫ କିଲୋ ଭାରବର୍ଗ ଏବଂ ବିନ୍ଦିୟାରାମୀ ଦେବୀ ମହିଳା ୫୫ କିଲୋ ଭାର ବର୍ଗରେ ରୌପ୍ୟ ପଦକ ଜିତିଛନ୍ତି। ଏହା ବାଦ୍ ଗୁରୁରାଜା ପୂଜାରୀ ୬୧ କିଲୋ ଭାର ବର୍ଗରେ କାଂସ୍ୟ ପଦକ ଜିତିବାରେ ସଫଳ ହୋଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର