ଆଇପିଏଲ୍ ୨୦୨୧ର ପ୍ରଥମ ମୁକାବିଲା, ଟସ୍ ଜିତି ବାଙ୍ଗାଲୋରର ବୋଲିଂ ନିଷ୍ପତ୍ତି
ଚେନ୍ନାଇ: ବିଶ୍ୱର ସବୁଠାରୁ ଲୋକପ୍ରିୟ ଟି-୨୦ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ (ଆଇପିଏଲ୍)ର ୧୪ତମ ସଂସ୍କରଣ ଆଜିଠାରୁ ଆରମ୍ଭ ହୋଇଯାଇଛି। ଆଇପିଏଲର ପ୍ରଥମ ମ୍ୟାଚରେ ମୁମ୍ବାଇ-ବାଙ୍ଗାଲୋର ମୁହାଁମୁହିଁ ହୋଇଛନ୍ତି । ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଅଧିନାୟକ ବିରାଟ କୋହଲି ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। କୋଭିଡ୍ କଟକଣା ଅନୁଯାୟୀ ବିନା ଦର୍ଶକରେ ଏହି ଟୁର୍ଣ୍ଣାମେଣ୍ଟ ଖେଳାଯାଉଛି।
ଚେନ୍ନାଇ: ବିଶ୍ୱର ସବୁଠାରୁ ଲୋକପ୍ରିୟ ଟି-୨୦ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ (ଆଇପିଏଲ୍)ର ୧୪ତମ ସଂସ୍କରଣ ଆଜିଠାରୁ ଆରମ୍ଭ ହୋଇଯାଇଛି। ଆଇପିଏଲର ପ୍ରଥମ ମ୍ୟାଚରେ ମୁମ୍ବାଇ-ବାଙ୍ଗାଲୋର ମୁହାଁମୁହିଁ ହୋଇଛନ୍ତି । ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଅଧିନାୟକ ବିରାଟ କୋହଲି ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।
କୋଭିଡ୍ କଟକଣା ଅନୁଯାୟୀ ବିନା ଦର୍ଶକରେ ଏହି ଟୁର୍ଣ୍ଣାମେଣ୍ଟ ଖେଳାଯାଉଛି।
ଆହୁରି ପଢ଼ନ୍ତୁ: ଫେସବୁକ୍ 'ହାଏ'ରୁ ଆରମ୍ଭ ହୋଇଥିଲା ସଞ୍ଜୁ ସାମସନ୍ ଏବଂ ଚାରୁଲତାଙ୍କ ପ୍ରେମ କାହାଣୀ, ଜାଣନ୍ତୁ ଟି-୨୦ ବିଶ୍ୱକପ୍ ୨୦୨୬ ହିରୋଙ୍କ ଲଭ୍ ଷ୍ଟୋରୀ
09 Apr 2021
By The Sakala
ଆଇପିଏଲ୍ ୨୦୨୧ର ପ୍ରଥମ ମୁକାବିଲା, ଟସ୍ ଜିତି ବାଙ୍ଗାଲୋରର ବୋଲିଂ ନିଷ୍ପତ୍ତି
ଚେନ୍ନାଇ: ବିଶ୍ୱର ସବୁଠାରୁ ଲୋକପ୍ରିୟ ଟି-୨୦ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ (ଆଇପିଏଲ୍)ର ୧୪ତମ ସଂସ୍କରଣ ଆଜିଠାରୁ ଆରମ୍ଭ ହୋଇଯାଇଛି। ଆଇପିଏଲର ପ୍ରଥମ ମ୍ୟାଚରେ ମୁମ୍ବାଇ-ବାଙ୍ଗାଲୋର ମୁହାଁମୁହିଁ ହୋଇଛନ୍ତି । ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଅଧିନାୟକ ବିରାଟ କୋହଲି ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।
କୋଭିଡ୍ କଟକଣା ଅନୁଯାୟୀ ବିନା ଦର୍ଶକରେ ଏହି ଟୁର୍ଣ୍ଣାମେଣ୍ଟ ଖେଳାଯାଉଛି।
⊕ https://www.thesakala.in/sports/royal-challengers-bangalore-opt-to-bowl/article-1390