ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨: ମହିଳା ହକିରେ ଭାରତକୁ ବ୍ରୋଞ୍ଜ ପଦକ
ବର୍ମିଂହାମ୍ : ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ମହିଳା ହକିରେ ଭାରତ ବ୍ରୋଞ୍ଜ ପଦକ ହାସଲ କରିଛି। ନ୍ୟୁଜିଲାଣ୍ଡକୁ ହରାଇ ଭାରତୀୟ ମହିଳା ଏହି ବ୍ରୋଞ୍ଜ ପଦକ ହାସଲ କରିଛି। ପେନାଲ୍ଟି ସୁଟ୍ ଆଉଟରେ ନ୍ୟୁଜିଲାଣ୍ଡକୁ ହରାଇଛି ଭାରତ। ଫଳରେ ଭାରତ ୨-୧ରେ ବିଜୟୀ ହୋଇଛି । ଫୁଲ ଟାଇମରେ ୧-୧ରେ ମ୍ୟାଚ ଟାଏ ରହିଥିଲା । ପରେ ସୁଟଆଉଟ ଅନୁଷ୍ଠିତ ହୋଇଥିଲା । ଏଥିରେ ଭାରତ ବାଜି ମାରିନେଇଥିଲା ।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ
07 Aug 2022
By The Sakala
ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨: ମହିଳା ହକିରେ ଭାରତକୁ ବ୍ରୋଞ୍ଜ ପଦକ
ବର୍ମିଂହାମ୍ : ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ମହିଳା ହକିରେ ଭାରତ ବ୍ରୋଞ୍ଜ ପଦକ ହାସଲ କରିଛି। ନ୍ୟୁଜିଲାଣ୍ଡକୁ ହରାଇ ଭାରତୀୟ ମହିଳା ଏହି ବ୍ରୋଞ୍ଜ ପଦକ ହାସଲ କରିଛି। ପେନାଲ୍ଟି ସୁଟ୍ ଆଉଟରେ ନ୍ୟୁଜିଲାଣ୍ଡକୁ ହରାଇଛି ଭାରତ। ଫଳରେ ଭାରତ ୨-୧ରେ ବିଜୟୀ ହୋଇଛି । ଫୁଲ ଟାଇମରେ ୧-୧ରେ ମ୍ୟାଚ ଟାଏ ରହିଥିଲା । ପରେ ସୁଟଆଉଟ ଅନୁଷ୍ଠିତ ହୋଇଥିଲା । ଏଥିରେ ଭାରତ ବାଜି ମାରିନେଇଥିଲା ।
⊕ https://www.thesakala.in/sports/commonwealth-games-india-womens-hockey-team-beats-new-zealand-to-win-bronze/article-13942