ଏସିଆ କପ ୨୦୨୨: ବିରାଟଙ୍କ ଦମଦାର ଶତକୀୟ ଇଂନିସ, ଆଫଗାନିସ୍ତାକୁ ୨୧୩ ରନର ଟାର୍ଗେଟ ଦେଲା ଭାରତ

The Sakala Picture
Published On

ଦୁବାଇ:  ଭାରତ ଓ ଆଫଗାନିସ୍ତାନ ଆଜି ନିଜ ନିଜର ଶେଷ ସୁପର ୪ ମ୍ୟାଚ୍‌ରେ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍‌ରେ ଆଫଗାନିସ୍ତାନ ଅଧିନାୟକ ମହମ୍ମଦ ନବି ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତ ପ୍ରଥମେ ବ୍ଯାଟିଂ କରିଥିଲା। ଭାରତ ପ୍ରଥମେ ବ୍ଯାଟିଂ କରି ୨୧୨ ରନ କରିଛି। ଏହି ମ୍ଯାଚକୁ ଜିତିବାକୁ ଆଫଗାନିସ୍ତାନକୁ ୨୧୩ ରନର ଆବଶ୍ୟକତା ରହିଛି। ଆଜିର ମ୍ଯାଚରେ ଅଧିନାୟକ ରୋହିତ ଶର୍ମା ଖେଳୁ ନାହାନ୍ତି। ତାଙ୍କ ବଦଳରେ କେଏଲ ରାହୁଲ ଅଧିନାୟକ […]

ଦୁବାଇ:  ଭାରତ ଓ ଆଫଗାନିସ୍ତାନ ଆଜି ନିଜ ନିଜର ଶେଷ ସୁପର ୪ ମ୍ୟାଚ୍‌ରେ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍‌ରେ ଆଫଗାନିସ୍ତାନ ଅଧିନାୟକ ମହମ୍ମଦ ନବି ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତ ପ୍ରଥମେ ବ୍ଯାଟିଂ କରିଥିଲା। ଭାରତ ପ୍ରଥମେ ବ୍ଯାଟିଂ କରି ୨୧୨ ରନ କରିଛି। ଏହି ମ୍ଯାଚକୁ ଜିତିବାକୁ ଆଫଗାନିସ୍ତାନକୁ ୨୧୩ ରନର ଆବଶ୍ୟକତା ରହିଛି। ଆଜିର ମ୍ଯାଚରେ ଅଧିନାୟକ ରୋହିତ ଶର୍ମା ଖେଳୁ ନାହାନ୍ତି। ତାଙ୍କ ବଦଳରେ କେଏଲ ରାହୁଲ ଅଧିନାୟକ ଭାର ସମ୍ଭାଳିଛନ୍ତି।

ଆହୁରି ପଢ଼ନ୍ତୁ: ଖରାପ ଫର୍ମ ପାଇଁ ସୂର୍ଯ୍ୟକୁମାରଙ୍କ ସ୍ଥାନ ସଙ୍କଟରେ: ଅଧିନାୟକ ପଦ ହରାଇପାରନ୍ତି 'ମିଷ୍ଟର ୩୬୦'

ଆଜିର ମ୍ଯାଚରେ ଲୋକେସ ରାହୁଲ ଓ ବିରାଟ କୋହଲି ଓପନିଂ କରିଥିଲେ। ଲୋକେସ ରାହୁଲ ୪୧ ବଲରେ ୬୨ ରନ କରି ଆଉଟ ହୋଇଥିଲେ। ଏହାପରେ ସୂର୍ଯ୍ଯକୁମାର ଯାଦବ ୨ ବଲରେ ୬ ରନ କରି ଆଉଟ ହୋଇଥିଲେ। ପରେ ଅପରାଜିତ ଥିବା ବିରାଟ କୋହଲିଙ୍କ ସାଥ ଦେବା ପେଇଁ ଋଷଭ ପନ୍ତ ଆସିଥିଲେ। ପନ୍ତ ୧୬ ବଲରେ ୨୦ ରନ କରି ଅପରାଜିତ ରହିଥିବା ବେଳେ ବିରାଟ କୋହଲି ଦୀର୍ଘ ଦିନପରେ ଆଜି ଏକ ଶତକୀୟ ପାରି ଖେଳିଥିଲ। କୋହଲି ୬୧ ବଲରେ ୧୨୨ ରନ କରି ଅପରାଜିତ ରହିଥିଲେ। ଯେଉଁଥିରେ ୬ ଟି ଛକା ଓ ୧୨ ଟି ଚୌକା ରହିଛି।

ଆହୁରି ପଢ଼ନ୍ତୁ: ଫେସବୁକ୍ 'ହାଏ'ରୁ ଆରମ୍ଭ ହୋଇଥିଲା ସଞ୍ଜୁ ସାମସନ୍ ଏବଂ ଚାରୁଲତାଙ୍କ ପ୍ରେମ କାହାଣୀ, ଜାଣନ୍ତୁ ଟି-୨୦ ବିଶ୍ୱକପ୍ ୨୦୨୬ ହିରୋଙ୍କ ଲଭ୍ ଷ୍ଟୋରୀ

ଆଫଗାନିସ୍ତାନ ପକ୍ଷରୁ ଫରିଦ ଅହମ୍ମଦ ମଲ୍ଲୀକ ୨ଟି ୱିକେଟ ନେଇଥିଲେ।

ଆହୁରି ପଢ଼ନ୍ତୁ: ଅବସର ପ୍ରଶ୍ନ ଉପରେ ସାମ୍ବାଦିକଙ୍କୁ ହରମନପ୍ରୀତ କୌରଙ୍କ କଡ଼ା ଜବାବ: 'ଆପଣ ଭାବୁଛନ୍ତି ମୁଁ ଖେଳିବା ଛାଡ଼ିଦେବା ଉଚିତ?'

08 Sep 2022 By The Sakala

ଏସିଆ କପ ୨୦୨୨: ବିରାଟଙ୍କ ଦମଦାର ଶତକୀୟ ଇଂନିସ, ଆଫଗାନିସ୍ତାକୁ ୨୧୩ ରନର ଟାର୍ଗେଟ ଦେଲା ଭାରତ

ଦୁବାଇ:  ଭାରତ ଓ ଆଫଗାନିସ୍ତାନ ଆଜି ନିଜ ନିଜର ଶେଷ ସୁପର ୪ ମ୍ୟାଚ୍‌ରେ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍‌ରେ ଆଫଗାନିସ୍ତାନ ଅଧିନାୟକ ମହମ୍ମଦ ନବି ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତ ପ୍ରଥମେ ବ୍ଯାଟିଂ କରିଥିଲା। ଭାରତ ପ୍ରଥମେ ବ୍ଯାଟିଂ କରି ୨୧୨ ରନ କରିଛି। ଏହି ମ୍ଯାଚକୁ ଜିତିବାକୁ ଆଫଗାନିସ୍ତାନକୁ ୨୧୩ ରନର ଆବଶ୍ୟକତା ରହିଛି। ଆଜିର ମ୍ଯାଚରେ ଅଧିନାୟକ ରୋହିତ ଶର୍ମା ଖେଳୁ ନାହାନ୍ତି। ତାଙ୍କ ବଦଳରେ କେଏଲ ରାହୁଲ ଅଧିନାୟକ ଭାର ସମ୍ଭାଳିଛନ୍ତି।

ଆଜିର ମ୍ଯାଚରେ ଲୋକେସ ରାହୁଲ ଓ ବିରାଟ କୋହଲି ଓପନିଂ କରିଥିଲେ। ଲୋକେସ ରାହୁଲ ୪୧ ବଲରେ ୬୨ ରନ କରି ଆଉଟ ହୋଇଥିଲେ। ଏହାପରେ ସୂର୍ଯ୍ଯକୁମାର ଯାଦବ ୨ ବଲରେ ୬ ରନ କରି ଆଉଟ ହୋଇଥିଲେ। ପରେ ଅପରାଜିତ ଥିବା ବିରାଟ କୋହଲିଙ୍କ ସାଥ ଦେବା ପେଇଁ ଋଷଭ ପନ୍ତ ଆସିଥିଲେ। ପନ୍ତ ୧୬ ବଲରେ ୨୦ ରନ କରି ଅପରାଜିତ ରହିଥିବା ବେଳେ ବିରାଟ କୋହଲି ଦୀର୍ଘ ଦିନପରେ ଆଜି ଏକ ଶତକୀୟ ପାରି ଖେଳିଥିଲ। କୋହଲି ୬୧ ବଲରେ ୧୨୨ ରନ କରି ଅପରାଜିତ ରହିଥିଲେ। ଯେଉଁଥିରେ ୬ ଟି ଛକା ଓ ୧୨ ଟି ଚୌକା ରହିଛି।

ଆଫଗାନିସ୍ତାନ ପକ୍ଷରୁ ଫରିଦ ଅହମ୍ମଦ ମଲ୍ଲୀକ ୨ଟି ୱିକେଟ ନେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର