ଏସିଆ କପ ୨୦୨୨: ଆଫଗାନିସ୍ତାନ ବିପକ୍ଷରେ ଭାରତର ସହଜ ବିଜୟ

The Sakala Picture
Published On

ଦୁବାଇ:  ଭାରତ ଓ ଆଫଗାନିସ୍ତାନ ଆଜି ନିଜ ନିଜର ଶେଷ ସୁପର ୪ ମ୍ୟାଚ୍‌ରେ ମୁହାଁମୁହିଁ ହୋଇଥିଲା। ଏହି ମ୍ୟାଚ୍‌ରେ ଆଫଗାନିସ୍ତାନ ଅଧିନାୟକ ମହମ୍ମଦ ନବି ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଭାରତ ପ୍ରଥମେ ବ୍ଯାଟିଂ କରି ୨୧୨ ରନ କରିଥିଲା । ଏହି ମ୍ଯାଚକୁ ଜିତିବାକୁ ଆଫଗାନିସ୍ତାନକୁ ୨୧୩ ରନର ଆବଶ୍ୟକତା ରହିଥିଲା। ୨୧୩ ରନର ପିଛା କରି ଆଫଗାନିସ୍ତାନ ୮ ୱିକେଟ ହରାଇ ୧୧୧ ରନ କରିବାକୁ ସଫଳ ହୋଇଥିଲା। ଫଳରେ […]

ଦୁବାଇ:  ଭାରତ ଓ ଆଫଗାନିସ୍ତାନ ଆଜି ନିଜ ନିଜର ଶେଷ ସୁପର ୪ ମ୍ୟାଚ୍‌ରେ ମୁହାଁମୁହିଁ ହୋଇଥିଲା। ଏହି ମ୍ୟାଚ୍‌ରେ ଆଫଗାନିସ୍ତାନ ଅଧିନାୟକ ମହମ୍ମଦ ନବି ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଭାରତ ପ୍ରଥମେ ବ୍ଯାଟିଂ କରି ୨୧୨ ରନ କରିଥିଲା । ଏହି ମ୍ଯାଚକୁ ଜିତିବାକୁ ଆଫଗାନିସ୍ତାନକୁ ୨୧୩ ରନର ଆବଶ୍ୟକତା ରହିଥିଲା। ୨୧୩ ରନର ପିଛା କରି ଆଫଗାନିସ୍ତାନ ୮ ୱିକେଟ ହରାଇ ୧୧୧ ରନ କରିବାକୁ ସଫଳ ହୋଇଥିଲା। ଫଳରେ ଭାରତ ୧୦୧ ରନରେ ମ୍ଯାଚକୁ ସହଜରେ ଜିତି ନେଇଛି।

ଆହୁରି ପଢ଼ନ୍ତୁ: ଗେରୁଆ ଗାମୁଛା ପକାଇଲେ ରାସନ୍‌ କାର୍ଡରେ ଯୋଡ଼ା ଯାଉଛି ନାମ: ବିରୋଧୀ

ଆଫଗାନିସ୍ତାନ ପକ୍ଷରୁ ସର୍ବାଧିକ ଇବ୍ରାହିମ ଜାର୍ଡନ ୬୪ ରନ କରି ଅପରାଜିତ ରହିଥିବା ବେଳେ। ରସିଦ ଖାନ ୧୫ ରନ ଓ ମୁଜିବୁର ରହମାନ ୧୮ ରନ କରି ଆଉଟ ହୋଇଥିଲେ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଠାରୁ ରାଜ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ଦିନ ତାପମାତ୍ରା

ସେହିପରି ଭାରତ ପକ୍ଷରୁ ଭୁବନେଶ୍ବର କୁମାର ସର୍ବାଧିକ ୫ ୱିକେଟ୍ ନେଇଥିଲେ। ଅର୍ଶଦୀପ ସିଂହ, ରବିଚନ୍ଦ୍ର ଅଶ୍ବିନ ଓ ଦୀପକ ହୁଡା ଗୋଟିଏ ଲେଖାଏଁ ୱିକେଟ ନେବାରେ ସଫଳ ହୋଇଥିଲେ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ଭାରତ ପକ୍ଷରୁ ପ୍ରଥମ ଇଂନିସରେ  ଲୋକେସ ରାହୁଲ ଓ ବିରାଟ କୋହଲି ଓପନିଂ କରିଥିଲେ। ଲୋକେସ ରାହୁଲ ୪୧ ବଲରେ ୬୨ ରନ କରି ଆଉଟ ହୋଇଥିଲେ। ଏହାପରେ ସୂର୍ଯ୍ଯକୁମାର ଯାଦବ ୨ ବଲରେ ୬ ରନ କରି ଆଉଟ ହୋଇଥିଲେ। ପରେ ଅପରାଜିତ ଥିବା ବିରାଟ କୋହଲିଙ୍କ ସାଥ ଦେବା ପେଇଁ ଋଷଭ ପନ୍ତ ଆସିଥିଲେ। ପନ୍ତ ୧୬ ବଲରେ ୨୦ ରନ କରି ଅପରାଜିତ ରହିଥିବା ବେଳେ ବିରାଟ କୋହଲି ଦୀର୍ଘ ଦିନପରେ ଆଜି ଏକ ଶତକୀୟ ପାରି ଖେଳିଥିଲ। କୋହଲି ୬୧ ବଲରେ ୧୨୨ ରନ କରି ଅପରାଜିତ ରହିଥିଲେ। ଯେଉଁଥିରେ ୬ ଟି ଛକା ଓ ୧୨ ଟି ଚୌକା ରହିଥିଲା।

08 Sep 2022 By The Sakala

ଏସିଆ କପ ୨୦୨୨: ଆଫଗାନିସ୍ତାନ ବିପକ୍ଷରେ ଭାରତର ସହଜ ବିଜୟ

ଦୁବାଇ:  ଭାରତ ଓ ଆଫଗାନିସ୍ତାନ ଆଜି ନିଜ ନିଜର ଶେଷ ସୁପର ୪ ମ୍ୟାଚ୍‌ରେ ମୁହାଁମୁହିଁ ହୋଇଥିଲା। ଏହି ମ୍ୟାଚ୍‌ରେ ଆଫଗାନିସ୍ତାନ ଅଧିନାୟକ ମହମ୍ମଦ ନବି ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଭାରତ ପ୍ରଥମେ ବ୍ଯାଟିଂ କରି ୨୧୨ ରନ କରିଥିଲା । ଏହି ମ୍ଯାଚକୁ ଜିତିବାକୁ ଆଫଗାନିସ୍ତାନକୁ ୨୧୩ ରନର ଆବଶ୍ୟକତା ରହିଥିଲା। ୨୧୩ ରନର ପିଛା କରି ଆଫଗାନିସ୍ତାନ ୮ ୱିକେଟ ହରାଇ ୧୧୧ ରନ କରିବାକୁ ସଫଳ ହୋଇଥିଲା। ଫଳରେ ଭାରତ ୧୦୧ ରନରେ ମ୍ଯାଚକୁ ସହଜରେ ଜିତି ନେଇଛି।

ଆଫଗାନିସ୍ତାନ ପକ୍ଷରୁ ସର୍ବାଧିକ ଇବ୍ରାହିମ ଜାର୍ଡନ ୬୪ ରନ କରି ଅପରାଜିତ ରହିଥିବା ବେଳେ। ରସିଦ ଖାନ ୧୫ ରନ ଓ ମୁଜିବୁର ରହମାନ ୧୮ ରନ କରି ଆଉଟ ହୋଇଥିଲେ।

ସେହିପରି ଭାରତ ପକ୍ଷରୁ ଭୁବନେଶ୍ବର କୁମାର ସର୍ବାଧିକ ୫ ୱିକେଟ୍ ନେଇଥିଲେ। ଅର୍ଶଦୀପ ସିଂହ, ରବିଚନ୍ଦ୍ର ଅଶ୍ବିନ ଓ ଦୀପକ ହୁଡା ଗୋଟିଏ ଲେଖାଏଁ ୱିକେଟ ନେବାରେ ସଫଳ ହୋଇଥିଲେ।

ଭାରତ ପକ୍ଷରୁ ପ୍ରଥମ ଇଂନିସରେ  ଲୋକେସ ରାହୁଲ ଓ ବିରାଟ କୋହଲି ଓପନିଂ କରିଥିଲେ। ଲୋକେସ ରାହୁଲ ୪୧ ବଲରେ ୬୨ ରନ କରି ଆଉଟ ହୋଇଥିଲେ। ଏହାପରେ ସୂର୍ଯ୍ଯକୁମାର ଯାଦବ ୨ ବଲରେ ୬ ରନ କରି ଆଉଟ ହୋଇଥିଲେ। ପରେ ଅପରାଜିତ ଥିବା ବିରାଟ କୋହଲିଙ୍କ ସାଥ ଦେବା ପେଇଁ ଋଷଭ ପନ୍ତ ଆସିଥିଲେ। ପନ୍ତ ୧୬ ବଲରେ ୨୦ ରନ କରି ଅପରାଜିତ ରହିଥିବା ବେଳେ ବିରାଟ କୋହଲି ଦୀର୍ଘ ଦିନପରେ ଆଜି ଏକ ଶତକୀୟ ପାରି ଖେଳିଥିଲ। କୋହଲି ୬୧ ବଲରେ ୧୨୨ ରନ କରି ଅପରାଜିତ ରହିଥିଲେ। ଯେଉଁଥିରେ ୬ ଟି ଛକା ଓ ୧୨ ଟି ଚୌକା ରହିଥିଲା।

https://www.thesakala.in/sports/asia-cup-2022-india-won-by-101-runs/article-14812
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର