ଟି-୨୦ ବିଶ୍ୱକପ୍‌‌: ନେଦରଲାଣ୍ଡ୍‌‌ସକୁ ୧୮୦ ରନର ଟାର୍ଗେଟ ଦେଲା ଭାରତ

The Sakala Picture
Published On

ସିଡନୀ: ଅଷ୍ଟ୍ରେଲିଆର ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଭାରତ ଓ ନେଦରଲାଣ୍ଡ୍‌‌ସ ମୁହାଁମୁହିଁ ହୋଇଛନ୍ତି। ଆଜିର ମ୍ୟାଚରେ ଭାରତ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଭାରତ ପ୍ରଥମେ ବ୍ଯାଟିଂ କରି ୧୭୯ ରନ କରିଛି। ଏହି ମ୍ୟାଚକୁ ଜିତିବାକୁ ହେଲେ ନେଦରଲାଣ୍ଡ୍‌‌ସକୁ ୧୮୦  ରନର ଆବଶ୍ୟକତା ରହିଛି। ଭାରତ ପକ୍ଷରୁ କେଏଲ ରାହୁଲ ୧୨ ବଲରେ ୯ ରନ କରି ଆଉଟ ହୋଇଥିଲେ। ପରେ ପାରିକୁ ରୋହିତ ଶର୍ମା ଓ ବିରାଟ କୋହଲି ସମ୍ଭାଳିଥିଲେ। […]

ସିଡନୀ: ଅଷ୍ଟ୍ରେଲିଆର ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଭାରତ ଓ ନେଦରଲାଣ୍ଡ୍‌‌ସ ମୁହାଁମୁହିଁ ହୋଇଛନ୍ତି। ଆଜିର ମ୍ୟାଚରେ ଭାରତ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଭାରତ ପ୍ରଥମେ ବ୍ଯାଟିଂ କରି ୧୭୯ ରନ କରିଛି। ଏହି ମ୍ୟାଚକୁ ଜିତିବାକୁ ହେଲେ ନେଦରଲାଣ୍ଡ୍‌‌ସକୁ ୧୮୦  ରନର ଆବଶ୍ୟକତା ରହିଛି।

ଆହୁରି ପଢ଼ନ୍ତୁ: ଜସପ୍ରୀତ ବୁମରାହଙ୍କ ବିନା ଲର୍ଡ୍ସରେ ଫେଲ୍ ମାରିଲା ଟିମ୍ ଇଣ୍ଡିଆ, ପଦାରେ ପଡ଼ିଲା ବୋଲିଂ ବିଭାଗର ବଡ଼ ଦୁର୍ବଳତା

ଭାରତ ପକ୍ଷରୁ କେଏଲ ରାହୁଲ ୧୨ ବଲରେ ୯ ରନ କରି ଆଉଟ ହୋଇଥିଲେ। ପରେ ପାରିକୁ ରୋହିତ ଶର୍ମା ଓ ବିରାଟ କୋହଲି ସମ୍ଭାଳିଥିଲେ। ରୋହିତ ଶର୍ମା ଏକ ଅର୍ଦ୍ଧ ଶତକୀୟ ଇଂନିସ ଖେଳି ଆଉଟ ହୋଇଥିଲେ। ରୋହିତ ଶର୍ମା ୩୯ ବଲରେ ୫୩ ରନ କରି ଆଉଟ ହୋଇଥିଲେ। ପରେ ବିରାଟଙ୍କ ସାଥ ଦେବା ପାଇଁ ସୂର୍ଯ୍ଯକୁମାର ଯାଦବ ଆସିଥିଲେ। ଉଭୟ ଶେଷ ପର୍ଯ୍ଯନ୍ତ ଅପରାଜିତ ରହି ଅର୍ଦ୍ଧ ଶତକୀୟ ଇଂନିସ ଖେଳିଥିଲେ। ସୂର୍ଯ୍ଯକୁମାର ଯାଦବ ୨୫ ବଲରେ ୫୧ ରନ କରି ଅପରାଜିତ ରହିଥିବା ବେଳେ ବିରାଟ ୪୪  ବଲରେ ୬୪ ରନ କରି ଅପରାଜିତ ରହିଥିଲେ।

ଆହୁରି ପଢ଼ନ୍ତୁ: ସେପ୍ଟେମ୍ବରରେ ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ୍‌: ଦିଲ୍ଲୀରେ ଖେଳାଯିବ ମ୍ୟାଚ୍‌, ଆୟୋଜକ ସାଜିବ ଆଫଗାନିସ୍ତାନ

ନେଦରଲାଣ୍ଡ୍‌‌ସ ପକ୍ଷରୁ ପଲ ଭାନ ମିକରେନ ଓ ଫ୍ରେଡ କ୍ଲାସେନ ଗୋଟିଏ ଲେଖାଏଁ ୱିକେଟ ନେବାରେ ସଫଳ ହୋଇଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୬: ପାରା ପାୱାରଲିଫ୍ଟିଂରେ ଇତିହାସ ରଚିଲେ ଝଣ୍ଡୁ କୁମାର, ଭାରତକୁ ମିଳିଲା ପ୍ରଥମ ପଦକ

27 Oct 2022 By The Sakala

ଟି-୨୦ ବିଶ୍ୱକପ୍‌‌: ନେଦରଲାଣ୍ଡ୍‌‌ସକୁ ୧୮୦ ରନର ଟାର୍ଗେଟ ଦେଲା ଭାରତ

ସିଡନୀ: ଅଷ୍ଟ୍ରେଲିଆର ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଭାରତ ଓ ନେଦରଲାଣ୍ଡ୍‌‌ସ ମୁହାଁମୁହିଁ ହୋଇଛନ୍ତି। ଆଜିର ମ୍ୟାଚରେ ଭାରତ ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଭାରତ ପ୍ରଥମେ ବ୍ଯାଟିଂ କରି ୧୭୯ ରନ କରିଛି। ଏହି ମ୍ୟାଚକୁ ଜିତିବାକୁ ହେଲେ ନେଦରଲାଣ୍ଡ୍‌‌ସକୁ ୧୮୦  ରନର ଆବଶ୍ୟକତା ରହିଛି।

ଭାରତ ପକ୍ଷରୁ କେଏଲ ରାହୁଲ ୧୨ ବଲରେ ୯ ରନ କରି ଆଉଟ ହୋଇଥିଲେ। ପରେ ପାରିକୁ ରୋହିତ ଶର୍ମା ଓ ବିରାଟ କୋହଲି ସମ୍ଭାଳିଥିଲେ। ରୋହିତ ଶର୍ମା ଏକ ଅର୍ଦ୍ଧ ଶତକୀୟ ଇଂନିସ ଖେଳି ଆଉଟ ହୋଇଥିଲେ। ରୋହିତ ଶର୍ମା ୩୯ ବଲରେ ୫୩ ରନ କରି ଆଉଟ ହୋଇଥିଲେ। ପରେ ବିରାଟଙ୍କ ସାଥ ଦେବା ପାଇଁ ସୂର୍ଯ୍ଯକୁମାର ଯାଦବ ଆସିଥିଲେ। ଉଭୟ ଶେଷ ପର୍ଯ୍ଯନ୍ତ ଅପରାଜିତ ରହି ଅର୍ଦ୍ଧ ଶତକୀୟ ଇଂନିସ ଖେଳିଥିଲେ। ସୂର୍ଯ୍ଯକୁମାର ଯାଦବ ୨୫ ବଲରେ ୫୧ ରନ କରି ଅପରାଜିତ ରହିଥିବା ବେଳେ ବିରାଟ ୪୪  ବଲରେ ୬୪ ରନ କରି ଅପରାଜିତ ରହିଥିଲେ।

ନେଦରଲାଣ୍ଡ୍‌‌ସ ପକ୍ଷରୁ ପଲ ଭାନ ମିକରେନ ଓ ଫ୍ରେଡ କ୍ଲାସେନ ଗୋଟିଏ ଲେଖାଏଁ ୱିକେଟ ନେବାରେ ସଫଳ ହୋଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର