ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଆଇପିଏଲ ୨୦୨୧: ପ୍ରଥମ ବିଜୟ ହାସଲ କଲା ସନରାଇଜର୍ସ ହାଇଦ୍ରାବାଦ

The Sakala Picture
Published On

ଚେନ୍ନାଇ: ଲଗାତାର ତିନୋଟି ମ୍ଯାଚ ହାରିବା ପରେ ଶେଷରେ ଆଜି ବିଜୟର ସ୍ଵାଦ ଚାଖିଛି ସନରାଇଜର୍ସ ହାଇଦ୍ରାବାଦ। ପଞ୍ଜାବ କିଙ୍ଗ୍ସକୁ ୯ ଓ୍ଵିକେଟ୍‌ରେ ପରାସ୍ତ କରି ଆଇପିଏଲର ୧୪ଶ ସଂସ୍କରଣରେ ପ୍ରଥମ ବିଜୟ ହାସଲ କରିଛି ହାଇଦ୍ରାବାଦ। ଅନ୍ୟପଟେ ପଞ୍ଜାବ ହ୍ୟାଟ୍ରିକ ପରାଜୟ ସହ ପଏଣ୍ଟ ଟେବୁଲ୍‌ର ଶେଷ ସ୍ଥାନକୁ ଖସି ଆସିଛି। ପ୍ରଥମେ ବ୍ୟାଟିଂ କରି ପଞ୍ଜାବ ୯ ଓ୍ଵିକେଟ୍ ହରାଇ ୧୨୦ ରନ କରିଥିଲା। ଜବାବରେ ସନରାଇଜର୍ସ ହାଇଦ୍ରାବାଦର ଜୋନି ବେୟାରଷ୍ଟୋଙ୍କ ଅପରାଜିତ ୬୩ […]

ଚେନ୍ନାଇ: ଲଗାତାର ତିନୋଟି ମ୍ଯାଚ ହାରିବା ପରେ ଶେଷରେ ଆଜି ବିଜୟର ସ୍ଵାଦ ଚାଖିଛି ସନରାଇଜର୍ସ ହାଇଦ୍ରାବାଦ। ପଞ୍ଜାବ କିଙ୍ଗ୍ସକୁ ୯ ଓ୍ଵିକେଟ୍‌ରେ ପରାସ୍ତ କରି ଆଇପିଏଲର ୧୪ଶ ସଂସ୍କରଣରେ ପ୍ରଥମ ବିଜୟ ହାସଲ କରିଛି ହାଇଦ୍ରାବାଦ। ଅନ୍ୟପଟେ ପଞ୍ଜାବ ହ୍ୟାଟ୍ରିକ ପରାଜୟ ସହ ପଏଣ୍ଟ ଟେବୁଲ୍‌ର ଶେଷ ସ୍ଥାନକୁ ଖସି ଆସିଛି।

ଆହୁରି ପଢ଼ନ୍ତୁ: ଆଜିଠୁ ଆରମ୍ଭ ହେଉଛି ଫିଫା ବିଶ୍ବକପର ୨୩ତମ ସଂସ୍କରଣ: ମେକ୍ସିକୋ- ଦ.ଆଫ୍ରିକା ମଧ୍ୟରେ ଉଦଘାଟନୀ ମୁକାବିଲା

ପ୍ରଥମେ ବ୍ୟାଟିଂ କରି ପଞ୍ଜାବ ୯ ଓ୍ଵିକେଟ୍ ହରାଇ ୧୨୦ ରନ କରିଥିଲା। ଜବାବରେ ସନରାଇଜର୍ସ ହାଇଦ୍ରାବାଦର ଜୋନି ବେୟାରଷ୍ଟୋଙ୍କ ଅପରାଜିତ ୬୩ ରନ ସହାୟତାରେ ହାଇଦ୍ରାବାଦ ୧ ଓ୍ଵିକେଟ୍ ହରାଇ ୧୮.୪ ଓଭରରେ ବିଜୟ ହାସଲ କରିଛି।

ଆହୁରି ପଢ଼ନ୍ତୁ: ଫିଫା ବିଶ୍ୱକପ୍‌ ୨୦୨୬: ଫୋକସରେ ବିଶ୍ୱର ଏହି ୫ ତାରକା ଡିଫେଣ୍ଡର...

21 Apr 2021 By The Sakala

ଆଇପିଏଲ ୨୦୨୧: ପ୍ରଥମ ବିଜୟ ହାସଲ କଲା ସନରାଇଜର୍ସ ହାଇଦ୍ରାବାଦ

ଚେନ୍ନାଇ: ଲଗାତାର ତିନୋଟି ମ୍ଯାଚ ହାରିବା ପରେ ଶେଷରେ ଆଜି ବିଜୟର ସ୍ଵାଦ ଚାଖିଛି ସନରାଇଜର୍ସ ହାଇଦ୍ରାବାଦ। ପଞ୍ଜାବ କିଙ୍ଗ୍ସକୁ ୯ ଓ୍ଵିକେଟ୍‌ରେ ପରାସ୍ତ କରି ଆଇପିଏଲର ୧୪ଶ ସଂସ୍କରଣରେ ପ୍ରଥମ ବିଜୟ ହାସଲ କରିଛି ହାଇଦ୍ରାବାଦ। ଅନ୍ୟପଟେ ପଞ୍ଜାବ ହ୍ୟାଟ୍ରିକ ପରାଜୟ ସହ ପଏଣ୍ଟ ଟେବୁଲ୍‌ର ଶେଷ ସ୍ଥାନକୁ ଖସି ଆସିଛି।

ପ୍ରଥମେ ବ୍ୟାଟିଂ କରି ପଞ୍ଜାବ ୯ ଓ୍ଵିକେଟ୍ ହରାଇ ୧୨୦ ରନ କରିଥିଲା। ଜବାବରେ ସନରାଇଜର୍ସ ହାଇଦ୍ରାବାଦର ଜୋନି ବେୟାରଷ୍ଟୋଙ୍କ ଅପରାଜିତ ୬୩ ରନ ସହାୟତାରେ ହାଇଦ୍ରାବାଦ ୧ ଓ୍ଵିକେଟ୍ ହରାଇ ୧୮.୪ ଓଭରରେ ବିଜୟ ହାସଲ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର