ଆଜି ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଦିନିକିଆ

The Sakala Picture
Published On

କୋଲକାତା: ଆଜି ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଦିନିକିଆ । ଦିନ ସାଢେ ଗୋଟାଏରୁ କୋଲକାତାର ଇଡେନ ଗାର୍ଡେନରେ ହେବ ଖେଳ । ଆଜି ମ୍ୟାଚ୍ ଜିତି ସିରିଜ ଜିତିବାକୁ ଉଦ୍ୟମ କରିବ ଭାରତ । ୩ ଟିକିଆ ସିରିଜରେ ଏବେ 1-0ରେ ଆଗୁଆ ରହିଛି ମେନ ଇନ୍ ବ୍ଲୁ । ପ୍ରଥମ ମ୍ଯାଚରେ ଦମଦାର ପ୍ରଦର୍ଶନ କରି ବିଜୟ ହାସଲ କରିଛି ରୋହିତ ବାହିନୀ । ପ୍ରାୟ ସମସ୍ତ ଖେଳାଳି ଫର୍ମରେ ରହିଛନ୍ତି । ଲଗାତାର ମ୍ୟାଚ୍ ଜିତି […]

କୋଲକାତା: ଆଜି ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଦିନିକିଆ । ଦିନ ସାଢେ ଗୋଟାଏରୁ କୋଲକାତାର ଇଡେନ ଗାର୍ଡେନରେ ହେବ ଖେଳ । ଆଜି ମ୍ୟାଚ୍ ଜିତି ସିରିଜ ଜିତିବାକୁ ଉଦ୍ୟମ କରିବ ଭାରତ । ୩ ଟିକିଆ ସିରିଜରେ ଏବେ 1-0ରେ ଆଗୁଆ ରହିଛି ମେନ ଇନ୍ ବ୍ଲୁ । ପ୍ରଥମ ମ୍ଯାଚରେ ଦମଦାର ପ୍ରଦର୍ଶନ କରି ବିଜୟ ହାସଲ କରିଛି ରୋହିତ ବାହିନୀ । ପ୍ରାୟ ସମସ୍ତ ଖେଳାଳି ଫର୍ମରେ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ଲଗାତାର ମ୍ୟାଚ୍ ଜିତି ଦଳର ମନୋବଳ ଦୃଢ ଥିବାରୁ ଆଜି ମଧ୍ୟ ମ୍ୟାଚ୍ ଜିତି ସିରିଜ କବଜା କରିବାକୁ ଉଦ୍ୟମ କରିବ ଟିମ୍ ଇଣ୍ଡିଆ । ସେପଟେ ଟି-ଟ୍ବେଣ୍ଟି ସିରିଜ ହାରିବା ପରେ ଦିନିକିଆରେ ସମ୍ମାନ ବଞ୍ଚାଇବାକୁ ଉଦ୍ୟମ କରିବ ଶ୍ରୀଲଙ୍କା । ଆଜି ଭାରତକୁ ଚେକ୍ ଦେଇ ସିରିଜକୁ ଫେରିବାକୁ ଉଦ୍ୟମ କରିବ ଦଳ । ପ୍ରଥମ ଦିନିକିଆରେ ଶ୍ରୀଲଙ୍କାକୁ ୬୭ରନରେ ହରାଇଥିଲା ମେନ ଇନ୍ ବ୍ଲୁ ।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର