ହକି ବିଶ୍ବକପ ୨୦୨୩: ସ୍ପେନକୁ ହରାଇ ସେମି ଫାଇନାଲରେ ପ୍ରବେଶ କଲା ଅଷ୍ଟ୍ରେଲିଆ

The Sakala Picture
Published On

ଭୁବନେଶ୍ବର: ପୁରୁଷ ହକି ବିଶ୍ବକପ୍‌-୨୦୨୩ର ଅଷ୍ଟ୍ରେଲିଆ ପ୍ରଥମ ଦଳ ଭାବେ ସେମି ଫାଇନାଲ୍‌ରେ ପ୍ରବେଶ କରିଛି। ଭୁବନେଶ୍ବରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆଜି ଅଷ୍ଟ୍ରେଲିଆ ୪-୩ ଗୋଲ୍‌ରେ ସ୍ପେନ୍‌କୁ ପରାସ୍ତ କରି ପ୍ରଥମ ଦଳ ଭାବେ ସେମି ଫାଇନାଲକୁ ପ୍ରବେଶ କରିଛି। ଅଷ୍ଟ୍ରେଲିଆ ଆସନ୍ତା ୨୭ ତାରିଖ‌େ ‌ସେମିଫାଇନାଲ ଖେଳିବ। ଆସନ୍ତାକାଲି ଇଂଲଣ୍ଡ ଓ ଜର୍ମାନି ମଧ୍ୟରେ ଖେଳାଯିବାକୁ ଥିବା କ୍ବାର୍ଟର ଫାଇନାଲର ବିଜେତା ଟିମ୍‌ ଓ ଅଷ୍ଟ୍ରେଲିଆ ମଧ୍ୟରେ ଏହି ମ୍ୟାଚ୍‌ ଅନୁଷ୍ଠିତ ହେବ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଠାରୁ ରାଜ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ଦିନ ତାପମାତ୍ରା

24 Jan 2023 By The Sakala

ହକି ବିଶ୍ବକପ ୨୦୨୩: ସ୍ପେନକୁ ହରାଇ ସେମି ଫାଇନାଲରେ ପ୍ରବେଶ କଲା ଅଷ୍ଟ୍ରେଲିଆ

ଭୁବନେଶ୍ବର: ପୁରୁଷ ହକି ବିଶ୍ବକପ୍‌-୨୦୨୩ର ଅଷ୍ଟ୍ରେଲିଆ ପ୍ରଥମ ଦଳ ଭାବେ ସେମି ଫାଇନାଲ୍‌ରେ ପ୍ରବେଶ କରିଛି। ଭୁବନେଶ୍ବରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆଜି ଅଷ୍ଟ୍ରେଲିଆ ୪-୩ ଗୋଲ୍‌ରେ ସ୍ପେନ୍‌କୁ ପରାସ୍ତ କରି ପ୍ରଥମ ଦଳ ଭାବେ ସେମି ଫାଇନାଲକୁ ପ୍ରବେଶ କରିଛି। ଅଷ୍ଟ୍ରେଲିଆ ଆସନ୍ତା ୨୭ ତାରିଖ‌େ ‌ସେମିଫାଇନାଲ ଖେଳିବ। ଆସନ୍ତାକାଲି ଇଂଲଣ୍ଡ ଓ ଜର୍ମାନି ମଧ୍ୟରେ ଖେଳାଯିବାକୁ ଥିବା କ୍ବାର୍ଟର ଫାଇନାଲର ବିଜେତା ଟିମ୍‌ ଓ ଅଷ୍ଟ୍ରେଲିଆ ମଧ୍ୟରେ ଏହି ମ୍ୟାଚ୍‌ ଅନୁଷ୍ଠିତ ହେବ।

https://www.thesakala.in/sports/australia-is-the-first-team-to-seal-its-berth-in-the-semi-final-of-the-fih-odisha-hockey-mens-world-cup-2023/article-18390
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର