ନ୍ୟୁଜିଲାଣ୍ଡକୁ ୩ୟ ଦିନିକିଆ ହରାଇ ସିରିଜ କ୍ଲିନ ସୁଇପ କଲା ଭାରତ

The Sakala Picture
Published On

ଇନ୍ଦୋର: ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜର ଭାରତ ୩ୟ ଦିନିକିଆ ଜିତି ସିରିଜ କ୍ଲିନ ସୁଇପ କରିଛି । ଆଜିର ମ୍ୟାଚରେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା ନ୍ୟୁଜିଲାଣ୍ଡ। ଭରାତ ପ୍ରଥମେ ବ୍ୟାଟିଂ କରି ୯ ୱିକେଟ ହରାଇ ୩୮୫ ରନ କରିଥିଲା। ଏହି ମ୍ଯାଚକୁ ଜିତିବାକୁ ହେଲେ ନ୍ୟୁଜିଲାଣ୍ଡକୁ ୩୮୬ ରନର ଆବଶ୍ୟକତା ରହିଥିଲା। ହେଲେ ନ୍ୟୁଜିଲାଣ୍ଡ ୪୧. ୨ ଓଭରରେ ୧୦ ୱିକେଟ ହରାଇ ୨୯୫ ରନ କରିବାକୁ ସକ୍ଷମ ହୋଇଥିଲା । ଫଳରେ […]

ଇନ୍ଦୋର: ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜର ଭାରତ ୩ୟ ଦିନିକିଆ ଜିତି ସିରିଜ କ୍ଲିନ ସୁଇପ କରିଛି । ଆଜିର ମ୍ୟାଚରେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା ନ୍ୟୁଜିଲାଣ୍ଡ। ଭରାତ ପ୍ରଥମେ ବ୍ୟାଟିଂ କରି ୯ ୱିକେଟ ହରାଇ ୩୮୫ ରନ କରିଥିଲା। ଏହି ମ୍ଯାଚକୁ ଜିତିବାକୁ ହେଲେ ନ୍ୟୁଜିଲାଣ୍ଡକୁ ୩୮୬ ରନର ଆବଶ୍ୟକତା ରହିଥିଲା। ହେଲେ ନ୍ୟୁଜିଲାଣ୍ଡ ୪୧. ୨ ଓଭରରେ ୧୦ ୱିକେଟ ହରାଇ ୨୯୫ ରନ କରିବାକୁ ସକ୍ଷମ ହୋଇଥିଲା । ଫଳରେ ଭାରତ ଆଜିର ମ୍ୟଚକୁ ୯୦ ରନରେ ଜିତି ନେଇଛି।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ନ୍ୟୁଜିଲାଣ୍ଡ ପକ୍ଷରୁ ଡେଭନ କନୱେ ୧୦୦ ବଲରେ ୧୩୮ ରନ କରି ଆଉଟ ହୋଇଥିଲେ। ହେନରୀ ନିକୋଲ୍ସ  ୪୦ ବଲରେ ୪୨ କରି ଆଉଟ ହୋଇଥିଲେ। ସେହିପରି ଡାରିଲ ମିଚେଲ ୩୧ ବଲରେ ୨୪ ରନ, ମାଇକେଲ ବ୍ରେସୱେଲ୍‌ ୨୨ ବଲରେ ୨୬ ରନ, ମିଚେଲ ସାଣ୍ଟନର ୨୯ ବଲରେ ୩୪ ରନ କରି ଆଉଟ ହୋଇଥିଲେ।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

ଭାରତ ପକ୍ଷରୁ ସର୍ଦୁଲ ଠାକୁର ଓ କୁଲଦୀପ ଯାଦବ ୩ଟି ଲେଖାଏଁ ୱିକେଟ ନେଇଥିବା ବେଳେ ୟୁଝବେନ୍ଦ୍ର ଚହଲ ୨ଟି ନେଇଥିଲେ । ସେହିପରି ହାର୍ଦ୍ଦିକ ପାଣ୍ଡ୍ୟା ଓ ଉମ୍ରାନ ମଲିକ ଗୋଟିଏ ଲେଖାଏଁ ୱିକେଟ ନେଇଥିଲେ।

ଆହୁରି ପଢ଼ନ୍ତୁ: ଏସୀୟ କ୍ରୀଡ଼ା ୨୦୨୬: ଥମିଲା ହୋଟେଲ ବିବାଦ, ଆୟୋଜକଙ୍କ ବ୍ୟବସ୍ଥାରେ ରହିବେ ଭାରତୀୟ କ୍ରିକେଟର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର