ଆଇପିଏଲ- ୨୦୨୧: ସ୍ଥଗିତ ହେଲା ଚେନ୍ନାଇ ସୁପର କିଙ୍ଗସ ଓ ରାଜସ୍ଥାନ ରୟାଲ୍ସ ମ୍ୟାଚ୍

The Sakala Picture
Published On

ଭୁବନେଶ୍ବର: ଆଇପିଏଲର ୨୦୨୧ ସଂସ୍କରଣରେ କରୋନାର ଆତଙ୍କ। ପୁଣି ସ୍ଥଗିତ ହେଲା ବୁଧବାର ହେବାକୁ ଥିବା ରାଜସ୍ଥାନ ଓ ଚେନ୍ନାଇର ମ୍ୟାଚ। ଚେନ୍ନାଇ ୩ ଜଣ ଷ୍ଟାଫ କରୋନା ପଜିଟିଭ ବାହାରିବା ପରେ ଏବେ ଖେଳାଳିମାନଙ୍କୁ ସଙ୍ଗରୋଧରେ ରଖାଯାଇଛି। ସେପଟେ ବିସିସିଆଇ ପକ୍ଷରୁ ଏହି ମ୍ୟାଚକୁୁ ସ୍ଥଗିତ କରିଦିଆଯାଇଥିବା ସୂଚନା ମିଳିଛି। ଏହି ମ୍ୟାଚ କେବେ ହେବ ସେନେଇ କୌଣସି ନିଷ୍ପତ୍ତି ହୋଇନାହିଁ । ଗତକାଲି ସିଏସକେର ସିଇଓ କାଶି ବିଶ୍ୱନାଥ, ବୋଲିଂ କୋଚ ଏଲ ବାଲାଜୀ […]

ଭୁବନେଶ୍ବର: ଆଇପିଏଲର ୨୦୨୧ ସଂସ୍କରଣରେ କରୋନାର ଆତଙ୍କ। ପୁଣି ସ୍ଥଗିତ ହେଲା ବୁଧବାର ହେବାକୁ ଥିବା ରାଜସ୍ଥାନ ଓ ଚେନ୍ନାଇର ମ୍ୟାଚ। ଚେନ୍ନାଇ ୩ ଜଣ ଷ୍ଟାଫ କରୋନା ପଜିଟିଭ ବାହାରିବା ପରେ ଏବେ ଖେଳାଳିମାନଙ୍କୁ ସଙ୍ଗରୋଧରେ ରଖାଯାଇଛି। ସେପଟେ ବିସିସିଆଇ ପକ୍ଷରୁ ଏହି ମ୍ୟାଚକୁୁ ସ୍ଥଗିତ କରିଦିଆଯାଇଥିବା ସୂଚନା ମିଳିଛି। ଏହି ମ୍ୟାଚ କେବେ ହେବ ସେନେଇ କୌଣସି ନିଷ୍ପତ୍ତି ହୋଇନାହିଁ ।

ଆହୁରି ପଢ଼ନ୍ତୁ: ଫେସବୁକ୍ 'ହାଏ'ରୁ ଆରମ୍ଭ ହୋଇଥିଲା ସଞ୍ଜୁ ସାମସନ୍ ଏବଂ ଚାରୁଲତାଙ୍କ ପ୍ରେମ କାହାଣୀ, ଜାଣନ୍ତୁ ଟି-୨୦ ବିଶ୍ୱକପ୍ ୨୦୨୬ ହିରୋଙ୍କ ଲଭ୍ ଷ୍ଟୋରୀ

ଗତକାଲି ସିଏସକେର ସିଇଓ କାଶି ବିଶ୍ୱନାଥ, ବୋଲିଂ କୋଚ ଏଲ ବାଲାଜୀ ଓ ଜଣେ ବସ କ୍ଲିନର କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରେ ବର୍ତ୍ତମାନ ସମସ୍ତ ଖେଳାଳିଙ୍କୁ ସଙ୍ଗରୋଧରେ ରଖାଯାଇଛି। ତେଣୁ ଏହି ମ୍ୟାଚକୁ ବାତିଲ କରାଯାଇଛି।

ଆହୁରି ପଢ଼ନ୍ତୁ: ଟି-୨୦ ଟିମ୍‌ରୁ ସୂର୍ଯ୍ୟକୁମାର ଯାଦବ ବାଦ୍, ଶ୍ରେୟସ ଆୟର ହେଲେ ନୂଆ ଅଧିନାୟକ: କାରଣ ଖୋଲିଲେ ଅଜିତ ଅଗରକର

04 May 2021 By The Sakala

ଆଇପିଏଲ- ୨୦୨୧: ସ୍ଥଗିତ ହେଲା ଚେନ୍ନାଇ ସୁପର କିଙ୍ଗସ ଓ ରାଜସ୍ଥାନ ରୟାଲ୍ସ ମ୍ୟାଚ୍

ଭୁବନେଶ୍ବର: ଆଇପିଏଲର ୨୦୨୧ ସଂସ୍କରଣରେ କରୋନାର ଆତଙ୍କ। ପୁଣି ସ୍ଥଗିତ ହେଲା ବୁଧବାର ହେବାକୁ ଥିବା ରାଜସ୍ଥାନ ଓ ଚେନ୍ନାଇର ମ୍ୟାଚ। ଚେନ୍ନାଇ ୩ ଜଣ ଷ୍ଟାଫ କରୋନା ପଜିଟିଭ ବାହାରିବା ପରେ ଏବେ ଖେଳାଳିମାନଙ୍କୁ ସଙ୍ଗରୋଧରେ ରଖାଯାଇଛି। ସେପଟେ ବିସିସିଆଇ ପକ୍ଷରୁ ଏହି ମ୍ୟାଚକୁୁ ସ୍ଥଗିତ କରିଦିଆଯାଇଥିବା ସୂଚନା ମିଳିଛି। ଏହି ମ୍ୟାଚ କେବେ ହେବ ସେନେଇ କୌଣସି ନିଷ୍ପତ୍ତି ହୋଇନାହିଁ ।

ଗତକାଲି ସିଏସକେର ସିଇଓ କାଶି ବିଶ୍ୱନାଥ, ବୋଲିଂ କୋଚ ଏଲ ବାଲାଜୀ ଓ ଜଣେ ବସ କ୍ଲିନର କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରେ ବର୍ତ୍ତମାନ ସମସ୍ତ ଖେଳାଳିଙ୍କୁ ସଙ୍ଗରୋଧରେ ରଖାଯାଇଛି। ତେଣୁ ଏହି ମ୍ୟାଚକୁ ବାତିଲ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର