ଆଇପିଏଲ ୨୦୨୩: ଲକ୍ଷ୍ନୌକୁ ୨୧୩ ରନର ଟାର୍ଗେଟ ଦେଲା ବାଙ୍ଗାଲୋର

The Sakala Picture
Published On

ବେଙ୍ଗାଲୁରୁ: ଚଳିତ ଆଇପିଏଲ୍‌ର ପଞ୍ଚଦଶ ମ୍ୟାଚ୍‌ରେ ସୋମବାର ମୁହାଁମୁହିଁ ହୋଇଛନ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍‌ସ। ଟସ ଜିତି ଲକ୍ଷ୍ନୌ ସୁପର ଜାଏଣ୍ଟ୍‌ସ ପ୍ରଥମେ ବୋଲିଂ ପାଇଁ ନିଷ୍ପତ୍ତି ନେଇଥିଲା ।  ଫଳରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବ୍ୟାଟିଂ କରି ୨୦ ଓଭରରେ ୨ ୱିକେଟ ହରାଇ ୨୧୨ ରନ କରିଛି। ଏହି ମ୍ୟାଚକୁ ଜିତିବାକୁ ହେଲେ ଲକ୍ଷ୍ନୌ ସୁପର ଜାଏଣ୍ଟ୍‌ସକୁ ୨୧୩ ରନର ଆବଶ୍ୟକତା ରିହିଛି। ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପକ୍ଷରୁ ୪୪ […]

ବେଙ୍ଗାଲୁରୁ: ଚଳିତ ଆଇପିଏଲ୍‌ର ପଞ୍ଚଦଶ ମ୍ୟାଚ୍‌ରେ ସୋମବାର ମୁହାଁମୁହିଁ ହୋଇଛନ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍‌ସ। ଟସ ଜିତି ଲକ୍ଷ୍ନୌ ସୁପର ଜାଏଣ୍ଟ୍‌ସ ପ୍ରଥମେ ବୋଲିଂ ପାଇଁ ନିଷ୍ପତ୍ତି ନେଇଥିଲା ।  ଫଳରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବ୍ୟାଟିଂ କରି ୨୦ ଓଭରରେ ୨ ୱିକେଟ ହରାଇ ୨୧୨ ରନ କରିଛି। ଏହି ମ୍ୟାଚକୁ ଜିତିବାକୁ ହେଲେ ଲକ୍ଷ୍ନୌ ସୁପର ଜାଏଣ୍ଟ୍‌ସକୁ ୨୧୩ ରନର ଆବଶ୍ୟକତା ରିହିଛି।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପକ୍ଷରୁ ୪୪ ବଲରେ ୬୧ ରନ କରି ବିରାଟ କୋହଲି ଆଉଟ ହୋଇଥିବା ବେଳେ ପାରିକୁ ମ୍ଯାକ୍ସୱେଲ୍ ଓ ଫାଫ୍ ଡୁପ୍ଲେସିସ୍ ପାରିକୁ ସମ୍ଭାଳିିଥିଲେ। ପରେ ଏକ ବିସ୍ଫରୋକ ଇଂନିସ ଖେଳି ମ୍ଯାକ୍ସୱେଲ୍ ୨୯ ବଲରେ ୫୯ ରନ କରି ଆଉଟ ହୋଇଥିଲେ। ଫାଫ୍ ଡୁପ୍ଲେସିସ୍ ୪୬ ବଲରେ ୭୯ ରନ କରି ଅପରାଜିତ ରହିଥିବା ବେଳେ ଦିନେଶ କାର୍ତ୍ତିକ ୧  ବଲରେ ୧ ରନ କରି ଅପରାଜିତ ରହିଥିଲେ।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

ଲକ୍ଷ୍ନୌ ସୁପର ଜାଏଣ୍ଟ୍‌ସ ପକ୍ଷରୁ ଅମିତ ମିଶ୍ରା ଓ ମାର୍କ ଉଡ୍ ଗୋଟିଏ  ଲେଖାଏଁ ୱିକେଟ ନେଇଥିଲେ।

ଆହୁରି ପଢ଼ନ୍ତୁ: ଏସୀୟ କ୍ରୀଡ଼ା ୨୦୨୬: ଥମିଲା ହୋଟେଲ ବିବାଦ, ଆୟୋଜକଙ୍କ ବ୍ୟବସ୍ଥାରେ ରହିବେ ଭାରତୀୟ କ୍ରିକେଟର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର