ଆଇପିଏଲ ୨୦୨୩ : ବାଙ୍ଗାଲୋର ବିପକ୍ଷରେ ଚେନ୍ନାଇର ବିଶାଳ ସ୍କୋର, କନଓ୍ବେ-ଦୁବେଙ୍କ ବିସ୍ଫୋରକ ଇନିଂସ

The Sakala Picture
Published On

ବେଙ୍ଗାଲୁରୁ : ଚଳିତ ଆଇପିଏଲର ୨୪ ତମ ମ୍ୟାଚରେ ମୁହାଁମୁହିଁ ହୋଇଛନ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗୋଲର ଓ ଚେନ୍ନାଇ ସୁପରକିଙ୍ଗସ୍ । ବେଙ୍ଗାଲୁରୁର ଏମ.ଚିନ୍ନାସ୍ବାମୀ ଷ୍ଟାଡିୟମଠାରେ ଖେଳାଯାଉଥିବା ଆଜିର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗୋଲର ଟସ୍‌ ଜିତି ଚେନ୍ନାଇକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ଆଉ ଏହାର ଫାଇଦା ନେଇ ଚେନ୍ନାଇ ସୁପରକିଙ୍ଗସ୍ ବାଙ୍ଗୋଲର ଆଗରେ ଏକ ବିଶାଳ ସ୍କୋର ଛିଡା କରିଛି। ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୬ ଓ୍ବିକେଟ ହରାଇ ୨୨୬ […]

ବେଙ୍ଗାଲୁରୁ : ଚଳିତ ଆଇପିଏଲର ୨୪ ତମ ମ୍ୟାଚରେ ମୁହାଁମୁହିଁ ହୋଇଛନ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗୋଲର ଓ ଚେନ୍ନାଇ ସୁପରକିଙ୍ଗସ୍ । ବେଙ୍ଗାଲୁରୁର ଏମ.ଚିନ୍ନାସ୍ବାମୀ ଷ୍ଟାଡିୟମଠାରେ ଖେଳାଯାଉଥିବା ଆଜିର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗୋଲର ଟସ୍‌ ଜିତି ଚେନ୍ନାଇକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ଆଉ ଏହାର ଫାଇଦା ନେଇ ଚେନ୍ନାଇ ସୁପରକିଙ୍ଗସ୍ ବାଙ୍ଗୋଲର ଆଗରେ ଏକ ବିଶାଳ ସ୍କୋର ଛିଡା କରିଛି।

ଆହୁରି ପଢ଼ନ୍ତୁ: ଆହତ କାରଣରୁ ଆଫଗାନିସ୍ତାନ ଦିନିକିଆରୁ ବାଦ୍ ପଡିଲେ ବିରାଟ କୋହଲି, ପ୍ରତ୍ୟାବର୍ତ୍ତନରେ ଲାଗିଲା ବ୍ରେକ୍

ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୬ ଓ୍ବିକେଟ ହରାଇ ୨୨୬ ରନ କରିଥିଲା । ଦଳ ପକ୍ଷରୁ ଡେଭନ କନଓ୍ବେ ସର୍ବାଧିକ ୮୩ ରନ କରିଥିଲେ । ସେ ମାତ୍ର ୪୫ଟି ବଲରୁ ୬ଟି ଛକା ଓ ୬ଟି ଚୌକା ସହ ଏହି ସ୍କୋର କରିଥିଲେ । ଶିବମ ଦୁବେ ୫୨ରନ ଓ ଅଜିଙ୍କ୍ୟ ରାହାଣେ ୩୭ ରନ କରିଥିଲେ । ମୋଇନ ଅଲ୍ଲି ୧୯ରନ କରିଥିବାବେଳେ ଅମ୍ବାତି ରାୟଡୁ ୧୪ରନ କରିଥିଲେ ।

ଆହୁରି ପଢ଼ନ୍ତୁ: ଫେସବୁକ୍ 'ହାଏ'ରୁ ଆରମ୍ଭ ହୋଇଥିଲା ସଞ୍ଜୁ ସାମସନ୍ ଏବଂ ଚାରୁଲତାଙ୍କ ପ୍ରେମ କାହାଣୀ, ଜାଣନ୍ତୁ ଟି-୨୦ ବିଶ୍ୱକପ୍ ୨୦୨୬ ହିରୋଙ୍କ ଲଭ୍ ଷ୍ଟୋରୀ

ବାଙ୍ଗାଲୋର ପକ୍ଷରୁ ମହମ୍ମଦ ସିରାଜ, ଓ୍ବେନ ପାର୍ନେଲ, ବିଜୟ କୁମାର ବିସାକ୍ ଗ୍ଲେନ ମାକ୍ସଓ୍ବେଲ, ଓ୍ବାନିଣ୍ଡୁ ହସରଙ୍ଗା ଓ ହର୍ଷଲ ପଟେଲ ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ ।

ଆହୁରି ପଢ଼ନ୍ତୁ: ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଆହତ ସମସ୍ୟା କାରଣରୁ ଆଫଗାନିସ୍ତାନ ସିରିଜରୁ ବାଦ୍ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା

17 Apr 2023 By The Sakala

ଆଇପିଏଲ ୨୦୨୩ : ବାଙ୍ଗାଲୋର ବିପକ୍ଷରେ ଚେନ୍ନାଇର ବିଶାଳ ସ୍କୋର, କନଓ୍ବେ-ଦୁବେଙ୍କ ବିସ୍ଫୋରକ ଇନିଂସ

ବେଙ୍ଗାଲୁରୁ : ଚଳିତ ଆଇପିଏଲର ୨୪ ତମ ମ୍ୟାଚରେ ମୁହାଁମୁହିଁ ହୋଇଛନ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗୋଲର ଓ ଚେନ୍ନାଇ ସୁପରକିଙ୍ଗସ୍ । ବେଙ୍ଗାଲୁରୁର ଏମ.ଚିନ୍ନାସ୍ବାମୀ ଷ୍ଟାଡିୟମଠାରେ ଖେଳାଯାଉଥିବା ଆଜିର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗୋଲର ଟସ୍‌ ଜିତି ଚେନ୍ନାଇକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ଆଉ ଏହାର ଫାଇଦା ନେଇ ଚେନ୍ନାଇ ସୁପରକିଙ୍ଗସ୍ ବାଙ୍ଗୋଲର ଆଗରେ ଏକ ବିଶାଳ ସ୍କୋର ଛିଡା କରିଛି।

ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୬ ଓ୍ବିକେଟ ହରାଇ ୨୨୬ ରନ କରିଥିଲା । ଦଳ ପକ୍ଷରୁ ଡେଭନ କନଓ୍ବେ ସର୍ବାଧିକ ୮୩ ରନ କରିଥିଲେ । ସେ ମାତ୍ର ୪୫ଟି ବଲରୁ ୬ଟି ଛକା ଓ ୬ଟି ଚୌକା ସହ ଏହି ସ୍କୋର କରିଥିଲେ । ଶିବମ ଦୁବେ ୫୨ରନ ଓ ଅଜିଙ୍କ୍ୟ ରାହାଣେ ୩୭ ରନ କରିଥିଲେ । ମୋଇନ ଅଲ୍ଲି ୧୯ରନ କରିଥିବାବେଳେ ଅମ୍ବାତି ରାୟଡୁ ୧୪ରନ କରିଥିଲେ ।

ବାଙ୍ଗାଲୋର ପକ୍ଷରୁ ମହମ୍ମଦ ସିରାଜ, ଓ୍ବେନ ପାର୍ନେଲ, ବିଜୟ କୁମାର ବିସାକ୍ ଗ୍ଲେନ ମାକ୍ସଓ୍ବେଲ, ଓ୍ବାନିଣ୍ଡୁ ହସରଙ୍ଗା ଓ ହର୍ଷଲ ପଟେଲ ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର