ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୬୮ ରନର ଲକ୍ଷ୍ୟ ରଖିଲା ପଂଜାବ କିଙ୍ଗସ୍

The Sakala Picture
Published On

ନୂଆଦିଲ୍ଲୀ : ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମଠାରେ ଖେଳାଯାଉଥିବା ଆଇପିଏଲ ୨୦୨୩ର ୫୯ତମ ମ୍ୟାଚରେ ଦିଲ୍ଲୀ ଆଗରେ ୧୬୮ରନର ଲକ୍ଷ୍ୟ ରଖିଛି ପଂଜାବ କିଙ୍ଗସ୍। ୨୦ ଓଭରରେ ପିବିକେଏସ ୭ ଓ୍ବିକେଟ ହରାଇ ୧୬୭ ରନ କରିଛି। ଫଳରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ବିଜୟ ଲକ୍ଷ୍ୟ ୧୬୮ ରନ ରହିଛି। ପଂଜାବ କିଙ୍ଗସ୍ ପକ୍ଷରୁ ପ୍ରଭସିମରନ ସିଂ ୧୦୩ ରନ କରିଥିବାବେଳେ ସାମ କୁରେନ ୨୦ ରନ, ସିକନ୍ଦର ରାଜା ୧୧ ରନ କରିଥିଲେ। ଅନ୍ୟ କୌଣସି […]

ନୂଆଦିଲ୍ଲୀ : ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମଠାରେ ଖେଳାଯାଉଥିବା ଆଇପିଏଲ ୨୦୨୩ର ୫୯ତମ ମ୍ୟାଚରେ ଦିଲ୍ଲୀ ଆଗରେ ୧୬୮ରନର ଲକ୍ଷ୍ୟ ରଖିଛି ପଂଜାବ କିଙ୍ଗସ୍। ୨୦ ଓଭରରେ ପିବିକେଏସ ୭ ଓ୍ବିକେଟ ହରାଇ ୧୬୭ ରନ କରିଛି। ଫଳରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ବିଜୟ ଲକ୍ଷ୍ୟ ୧୬୮ ରନ ରହିଛି। ପଂଜାବ କିଙ୍ଗସ୍ ପକ୍ଷରୁ ପ୍ରଭସିମରନ ସିଂ ୧୦୩ ରନ କରିଥିବାବେଳେ ସାମ କୁରେନ ୨୦ ରନ, ସିକନ୍ଦର ରାଜା ୧୧ ରନ କରିଥିଲେ। ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଦୁଇ ଅଙ୍କରେ ପହଞ୍ଚି ପାରି ନଥିଲେ।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ଦିଲ୍ଲୀ ପକ୍ଷରୁ ୧୦୦ତମ ଆଇପିଏଲ୍ ଖେଳୁଥିବା ଇଶାନ୍ତ ଶର୍ମା ୨ଟି ୱିକେଟ୍ ନେଇଥିଲେ। ସେହିପରି ଅକ୍ଷର ପଟେଲ, ପ୍ରବୀଣ ଦୁବେ, କୂଳଦୀପ ଯାଦବ ଓ ମୁକେଶ କୁମାର ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ। ହାଇଦ୍ରାବାଦଠାରେ ଖେଳାଯାଇଥିବା ଶନିବାରର ପ୍ରଥମ ମ୍ୟାଚରେ ହାଇଦ୍ରାବାଦକୁ ୭ ଓ୍ବିକେଟରେ ପରାସ୍ତ କରିଥିଲା ଲକ୍ଷ୍ନୌ ସୁପର ଜାୟାଣ୍ଟସ। ହାଇଦ୍ରାବାଦ ଦ୍ବାରା ରଖାଯାଇଥିବା ୧୮୩ରନର ଲକ୍ଷ୍ୟକୁ ଲକ୍ଷ୍ନୌ ୧୯.୩ ତମ ଓଭରରେ ୩ ଓ୍ବିକେଟ ହରାଇ ୧୮୫ ରନ କରି ହାସଲ କରିନେଇଥିଲା।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp