ଦ୍ବିତୀୟ ଟ୍ବେଣ୍ଟି-୨୦: ଓ୍ୱେଷ୍ଟଇଣ୍ଡିଜକୁ ୧୫୩ ରନର ଟାର୍ଗେଟ୍ ଦେଲା ଭାରତ

The Sakala Picture
Published On

ତ୍ରିନିବାଦ: ରବିବାର ଭାରତ-ଓ୍ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଖେଳାଯାଉଛି । ଆଜିର ମ୍ୟାଚ୍‌ରେ ଟସ୍ ଜିତି ଭାରତ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତ ପ୍ରଥମେ ବ୍ୟାଟିଂ କରି ୭ ୱିକେଟ ହରାଇ ୧୫୨ରନ କରିଛି। ଏହି ମ୍ୟାଚକୁ ଜିତିବାକୁ ହେଲ ଓ୍ୱେଷ୍ଟଇଣ୍ଡିଜକୁ ୧୫୩ ରନର ଆବଶ୍ୟକତା ରହିଛି। ଭାରତ ପକ୍ଷରୁ ଶୁଭମନ ଗିଲ୍ ୯ ବଲରୋ ୭ ରନ କରି ଆଉଟ ହୋଇଥିଲେ। ଇଶାନ କିଷନ ୨୩ ବଲରେ ୨୭ ରନ କରି […]

ତ୍ରିନିବାଦ: ରବିବାର ଭାରତ-ଓ୍ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଖେଳାଯାଉଛି । ଆଜିର ମ୍ୟାଚ୍‌ରେ ଟସ୍ ଜିତି ଭାରତ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତ ପ୍ରଥମେ ବ୍ୟାଟିଂ କରି ୭ ୱିକେଟ ହରାଇ ୧୫୨ରନ କରିଛି। ଏହି ମ୍ୟାଚକୁ ଜିତିବାକୁ ହେଲ ଓ୍ୱେଷ୍ଟଇଣ୍ଡିଜକୁ ୧୫୩ ରନର ଆବଶ୍ୟକତା ରହିଛି।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ଭାରତ ପକ୍ଷରୁ ଶୁଭମନ ଗିଲ୍ ୯ ବଲରୋ ୭ ରନ କରି ଆଉଟ ହୋଇଥିଲେ। ଇଶାନ କିଷନ ୨୩ ବଲରେ ୨୭ ରନ କରି ଆଉଟ ହୋଇଥିଲେ। ସୂର୍ଯ୍ୟକୁମାର ଯାଦବ ୩ ବଲରେ ୧ ରନ କରି ଆଉଟ ହୋଇଥିଲେ। ତିଳକ ବର୍ମା ଏକ ଅର୍ଦ୍ଧ ଶତକୀୟ ଇଂନିସ ଖେଳିଥିଲେ। ତିଳକ ବର୍ମା  ୪୧ ବଲରେ ୫୧ ରନ କରି ଆଉଟ ହୋଇଥିଲେ। ସଞ୍ଜୁ ସାମସନ ୭ ବଲରେ ୭ ରନ କରି ଆଉଟ ହୋଇଥିଲେ। ପରେ ପାରିକୁ ହାର୍ଦ୍ଦିକ ପାଣ୍ଡ୍ୟା ଓ ଅକ୍ଷର ପଟେଲ୍ ସମ୍ଭାଳିଥିଲେ। ହାର୍ଦ୍ଦିକ ପାଣ୍ଡ୍ୟା ୧୮ ବଲରେ ୨୪ ରନ କରି ଆଉଟ ହୋଇଥିଲେ। ଅକ୍ଷର ପଟେଲ୍ ୧୨ ବଲରେ ୧୪ ରନ କରି ଆଉଟ ହୋଇଥିଲେ। ପରେ ଅର୍ଶଦୀପ ସିଂ ୩ ବଲରେ ୬ ରନ କରି ଅପରାଜିତ ରହିଥିଲେ। ରବି ବିଷ୍ଣୋଇ ୪ ବଲରେ ୮ ରନ କରି ଅପରାଜିତ ରହିଥିଲେ।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ଓ୍ଵେଷ୍ଟଇଣ୍ଡିଜ ପକ୍ଷରୁ ଅକିଲା ହୋସେନ, ରୋମାରିଓ ସେଫାର୍ଡ ଓ ଅଲଜାରୀ ଯୋଶେଫ ୨ଟି ଲେଖାଏଁ ୱିକେଟ ନେଇଥିଲେ।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp