ୟୁଏଇରେ ଖେଳାଯିବ ସ୍ଥଗିତ ଥିବା ଆଇପିଏଲ- ୨୦୨୧ର ଅବଶିଷ୍ଟ ମ୍ୟାଚ୍
ନୂଆଦିଲ୍ଲୀ: କରୋନା ମହାମାରୀ ପାଇଁ ସ୍ଥଗିତ ଥିବା ଆଇପିଏଲ – ୨୦୨୧ର ଅବଶିଷ୍ଟ ମ୍ୟାଚ୍ ୟୁଏଇରେ ହେବ । ଏନେଇ ବିସିସିଆଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ କୌଣସି ନିର୍ଦ୍ଦିଷ୍ଟ ତାରିଖ ଏଯାଏଁ ବିସିସିଆଇ ପକ୍ଷରୁ ଘୋଷଣା କରାଯାଇନାହିଁ । ଆଇପିଏଲର ବଳକା ମ୍ୟାଚ ଗୁଡିକକ ୟୁଏଇରେ ହେବ ବୋଲି ସ୍ପଷ୍ଟ ହୋଇଛି । NEWS 🚨 BCCI to conduct remaining matches of VIVO IPL in UAE. More details here – […]
ନୂଆଦିଲ୍ଲୀ: କରୋନା ମହାମାରୀ ପାଇଁ ସ୍ଥଗିତ ଥିବା ଆଇପିଏଲ – ୨୦୨୧ର ଅବଶିଷ୍ଟ ମ୍ୟାଚ୍ ୟୁଏଇରେ ହେବ । ଏନେଇ ବିସିସିଆଇ ପକ୍ଷରୁ ସୂଚନା ଦିଆଯାଇଛି। ତେବେ କୌଣସି ନିର୍ଦ୍ଦିଷ୍ଟ ତାରିଖ ଏଯାଏଁ ବିସିସିଆଇ ପକ୍ଷରୁ ଘୋଷଣା କରାଯାଇନାହିଁ । ଆଇପିଏଲର ବଳକା ମ୍ୟାଚ ଗୁଡିକକ ୟୁଏଇରେ ହେବ ବୋଲି ସ୍ପଷ୍ଟ ହୋଇଛି ।
ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ
NEWS 🚨 BCCI to conduct remaining matches of VIVO IPL in UAE.
ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇMore details here – https://t.co/HNaT0TVpz1 #VIVOIPL pic.twitter.com/nua3e01RJt
— BCCI (@BCCI) May 29, 2021
ସୂଚନା ଅନୁଯାୟୀ, ବିଭିନ୍ନ ଟିମର ଖେଳାଳି ଓ କୋଚ୍ କରୋନାରେ ସଂକ୍ରମିତ ହେବା ପରେ ଆଇପିଏଲ ୨୦୨୧କୁ ଅଧାରୁ ସ୍ଥଗିତ କରିବାକୁ ପଡିଥିଲା। ତେବେ ଆଜି ବିସିସିଆଇର ବୈଠକରେ ୟୁଏଇରେ ଆଇପିଏଲ ମ୍ୟାଚ୍ ଖେଳାଯିବା ନେଇ ନିଷ୍ପତି ନିଆଯାଇଛି ।






