ଏସିଆକପ୍ ୨୦୨୩: ଆଜି ଶ୍ରୀଲଙ୍କାକୁ ଭେଟିବ ଭାରତ

The Sakala Picture
Published On

କଲମ୍ବୋ: ପାକିସ୍ତାନଠୁ ବିଶାଳ ବିଜୟ ପରେ ଏସିଆ କପର ସୁପର-୪ର ଚତୁର୍ଥ ମ୍ୟାଚରେ ଆଜି ଶ୍ରୀଲଙ୍କାକୁ ଭେଟିବ ଟିମ୍ ଇଣ୍ଡିଆ । କଲମ୍ବେର ଆର୍ ପ୍ରେମଦାସା ଷ୍ଟାଡିୟମରେ ଆଜି ଅପରାହ୍ଣ ୩ଟାରେ ଏହି ମ୍ୟାଚ୍ ଖେଳାଯିବ । ଶ୍ରୀଲଙ୍କା ଏଯାଏଁ ଦୁଇଟି ମ୍ୟାଚ୍ ଖେଳି ଉଭୟ ମ୍ୟାଚରେ ବିଜୟ ହାସଲ କରିବା ସହ ୪ ପଏଣ୍ଟ ପାଇଁ ପଏଣ୍ଟ ଟେବୁଲର ଶୀର୍ଷରେ ରହିଛି। ଅନ୍ୟପକ୍ଷରେ, ଗତକାଲି  ଏସିଆ କପ ସୁପର ଫୋରରେ ପାକିସ୍ତାନ ବିପକ୍ଷରେ ଭାରତର ଐତିହାସିକ […]

କଲମ୍ବୋ: ପାକିସ୍ତାନଠୁ ବିଶାଳ ବିଜୟ ପରେ ଏସିଆ କପର ସୁପର-୪ର ଚତୁର୍ଥ ମ୍ୟାଚରେ ଆଜି ଶ୍ରୀଲଙ୍କାକୁ ଭେଟିବ ଟିମ୍ ଇଣ୍ଡିଆ । କଲମ୍ବେର ଆର୍ ପ୍ରେମଦାସା ଷ୍ଟାଡିୟମରେ ଆଜି ଅପରାହ୍ଣ ୩ଟାରେ ଏହି ମ୍ୟାଚ୍ ଖେଳାଯିବ । ଶ୍ରୀଲଙ୍କା ଏଯାଏଁ ଦୁଇଟି ମ୍ୟାଚ୍ ଖେଳି ଉଭୟ ମ୍ୟାଚରେ ବିଜୟ ହାସଲ କରିବା ସହ ୪ ପଏଣ୍ଟ ପାଇଁ ପଏଣ୍ଟ ଟେବୁଲର ଶୀର୍ଷରେ ରହିଛି।

ଆହୁରି ପଢ଼ନ୍ତୁ: ୟୁଜବେନ୍ଦ୍ର ଚହଲଙ୍କ ଅଡୁଆ ବଢ଼ିଲା: ଅଭିନେତ୍ରୀ ତାନିଆ ଚାଟାର୍ଜୀଙ୍କୁ ପଠାଇଲେ ମାନହାନି ନୋଟିସ୍

ଅନ୍ୟପକ୍ଷରେ, ଗତକାଲି  ଏସିଆ କପ ସୁପର ଫୋରରେ ପାକିସ୍ତାନ ବିପକ୍ଷରେ ଭାରତର ଐତିହାସିକ ବିଜୟ ହୋଇଛି । ପାକିସ୍ତାନକୁ ୨୨୮ ରନରେ ହରାଇ ବିଶାଳ ବିଜୟ ହାସଲ କରିଛି ଟିମ୍ ଇଣ୍ଡିଆ । ବିରାଟ କୋହଲି ଓ କେଏଲ୍ ରାହୁଲଙ୍କ ଅପରାଜିତ ଶତକୀୟ ପାଳି ପରେ କୁଲଦୀପ ଯାଦବଙ୍କ ଯାଦୁକରୀ ବୋଲିଂ ବଳରେ ଭାରତ ଏସିଆ କପ୍‌ର ସୁପର-୪ ମ୍ୟାଚ୍‌ରେ ପାକିସ୍ତାନକୁ ୨୨୮ ରନ୍‌ରେ ହରାଇ ଦେଇଛି ।

ଆହୁରି ପଢ଼ନ୍ତୁ: ଆଇପିଏଲ୍ ୨୦୨୬: ଧୋନିଙ୍କ ଆହତ ସମସ୍ୟାର ଅପଡେଟ୍, କେବେ ପଡ଼ିଆକୁ ଫେରିବେ ମାହି?

ସମ୍ଭାବ୍ୟ ଦଳ

ଆହୁରି ପଢ଼ନ୍ତୁ: ମ୍ୟାଚ୍ ବିଜୟୀ ପ୍ରଦର୍ଶନ ପରେ ଗୁଜରାଟର ଶିକ୍ଷା ମନ୍ତ୍ରୀଙ୍କୁ ପୁରସ୍କାର ଉତ୍ସର୍ଗ କଲେ ରବୀନ୍ଦ୍ର ଜାଡେଜା

ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), ଶୁବମାନ ଗିଲ, ବିରାଟ କୋହଲି, ଇଶାନ କିଶାନ, ଲୋକେଶ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ରବୀନ୍ଦ୍ର ଜାଡେଜା, ଶାର୍ଦ୍ଦୁଳ ଠାକୁର, କୁଲଦୀପ ଯାଦବ, ଯଶପ୍ରୀତ ବୁମ୍‌‌ରା ଓ ମହମ୍ମଦ ସିରାଜ।

ଶ୍ରୀଲଙ୍କା: ଦିମୁଥ କରୁଣାରତ୍ନେ, ପଥୁମ ନିଶଙ୍କା, କୁଶଲ ମେଣ୍ଡିସ, ସଦିରା ସମରବିକ୍ରମା, ଚରିଥ ଆଶାଲଙ୍କା, ଧନଞ୍ଜୟ ଡି ସିଲଭା, ଡାସୁନ ଶଣକା, ଦୁଶନ ହେମଥ/ଦୁନିଥ ୱିଲାଲେଜ, ମହୀଶ ତୀକ୍ଷଣା, ବିନୁରା ଫର୍ଣ୍ଣାଣ୍ଡୋ, କାସୁନ ରଜିଥା।

12 Sep 2023 By The Sakala

ଏସିଆକପ୍ ୨୦୨୩: ଆଜି ଶ୍ରୀଲଙ୍କାକୁ ଭେଟିବ ଭାରତ

କଲମ୍ବୋ: ପାକିସ୍ତାନଠୁ ବିଶାଳ ବିଜୟ ପରେ ଏସିଆ କପର ସୁପର-୪ର ଚତୁର୍ଥ ମ୍ୟାଚରେ ଆଜି ଶ୍ରୀଲଙ୍କାକୁ ଭେଟିବ ଟିମ୍ ଇଣ୍ଡିଆ । କଲମ୍ବେର ଆର୍ ପ୍ରେମଦାସା ଷ୍ଟାଡିୟମରେ ଆଜି ଅପରାହ୍ଣ ୩ଟାରେ ଏହି ମ୍ୟାଚ୍ ଖେଳାଯିବ । ଶ୍ରୀଲଙ୍କା ଏଯାଏଁ ଦୁଇଟି ମ୍ୟାଚ୍ ଖେଳି ଉଭୟ ମ୍ୟାଚରେ ବିଜୟ ହାସଲ କରିବା ସହ ୪ ପଏଣ୍ଟ ପାଇଁ ପଏଣ୍ଟ ଟେବୁଲର ଶୀର୍ଷରେ ରହିଛି।

ଅନ୍ୟପକ୍ଷରେ, ଗତକାଲି  ଏସିଆ କପ ସୁପର ଫୋରରେ ପାକିସ୍ତାନ ବିପକ୍ଷରେ ଭାରତର ଐତିହାସିକ ବିଜୟ ହୋଇଛି । ପାକିସ୍ତାନକୁ ୨୨୮ ରନରେ ହରାଇ ବିଶାଳ ବିଜୟ ହାସଲ କରିଛି ଟିମ୍ ଇଣ୍ଡିଆ । ବିରାଟ କୋହଲି ଓ କେଏଲ୍ ରାହୁଲଙ୍କ ଅପରାଜିତ ଶତକୀୟ ପାଳି ପରେ କୁଲଦୀପ ଯାଦବଙ୍କ ଯାଦୁକରୀ ବୋଲିଂ ବଳରେ ଭାରତ ଏସିଆ କପ୍‌ର ସୁପର-୪ ମ୍ୟାଚ୍‌ରେ ପାକିସ୍ତାନକୁ ୨୨୮ ରନ୍‌ରେ ହରାଇ ଦେଇଛି ।

ସମ୍ଭାବ୍ୟ ଦଳ

ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), ଶୁବମାନ ଗିଲ, ବିରାଟ କୋହଲି, ଇଶାନ କିଶାନ, ଲୋକେଶ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ରବୀନ୍ଦ୍ର ଜାଡେଜା, ଶାର୍ଦ୍ଦୁଳ ଠାକୁର, କୁଲଦୀପ ଯାଦବ, ଯଶପ୍ରୀତ ବୁମ୍‌‌ରା ଓ ମହମ୍ମଦ ସିରାଜ।

ଶ୍ରୀଲଙ୍କା: ଦିମୁଥ କରୁଣାରତ୍ନେ, ପଥୁମ ନିଶଙ୍କା, କୁଶଲ ମେଣ୍ଡିସ, ସଦିରା ସମରବିକ୍ରମା, ଚରିଥ ଆଶାଲଙ୍କା, ଧନଞ୍ଜୟ ଡି ସିଲଭା, ଡାସୁନ ଶଣକା, ଦୁଶନ ହେମଥ/ଦୁନିଥ ୱିଲାଲେଜ, ମହୀଶ ତୀକ୍ଷଣା, ବିନୁରା ଫର୍ଣ୍ଣାଣ୍ଡୋ, କାସୁନ ରଜିଥା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର