ଏସିଆ କପ୍‌ ଫାଇନାଲ: ଟସ୍ ଜିିତି ଶ୍ରୀଲଙ୍କାର ବ୍ୟାଟିଂ ନିଷ୍ପତ୍ତି

The Sakala Picture
Published On

କଲମ୍ବୋ: ଆଜି ଏସିଆ କପ୍‌ ୨୦୨୩  ଫାଇନାଲ ମୁକାବିଲା । ଏହି ଫାଇନାଲ ମୁକାବିଲାରେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି ଶ୍ରୀଲଙ୍କା । ଯାହାଫଳରେ ବୋଲିଂ କରିବାକୁ ପଡିଆକୁ ଓହ୍ଲାଇବ ଭାରତୀୟ ଟିମ୍‌ । ଭାରତୀୟ ଅଲରାଉଣ୍ଡର ଅକ୍ଷର ପଟେଲଙ୍କ ହାତରେ ଆଘାତ ଲାଗିଥିବାରୁ ତଙ୍କ ସ୍ଥାନରେ ଫାଇନାଲ ମ୍ୟାଚ୍‌ରେ ଓ୍ୱାସିଂଟନ୍‌ ସୁନ୍ଦରକୁ ସିମିଲ କରାଯାଇଛି। ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), ଶୁଭମନ୍‌ ଗିଲ୍‌, ବିରାଟ କୋହଲି, କେଏଲ୍‌ ରାହୁଲ୍‌, ଇଷାନ୍‌ କିଷାନ, ହାର୍ଦ୍ଦିକ […]

କଲମ୍ବୋ: ଆଜି ଏସିଆ କପ୍‌ ୨୦୨୩  ଫାଇନାଲ ମୁକାବିଲା । ଏହି ଫାଇନାଲ ମୁକାବିଲାରେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି ଶ୍ରୀଲଙ୍କା । ଯାହାଫଳରେ ବୋଲିଂ କରିବାକୁ ପଡିଆକୁ ଓହ୍ଲାଇବ ଭାରତୀୟ ଟିମ୍‌ । ଭାରତୀୟ ଅଲରାଉଣ୍ଡର ଅକ୍ଷର ପଟେଲଙ୍କ ହାତରେ ଆଘାତ ଲାଗିଥିବାରୁ ତଙ୍କ ସ୍ଥାନରେ ଫାଇନାଲ ମ୍ୟାଚ୍‌ରେ ଓ୍ୱାସିଂଟନ୍‌ ସୁନ୍ଦରକୁ ସିମିଲ କରାଯାଇଛି।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), ଶୁଭମନ୍‌ ଗିଲ୍‌, ବିରାଟ କୋହଲି, କେଏଲ୍‌ ରାହୁଲ୍‌, ଇଷାନ୍‌ କିଷାନ, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ଓ୍ୱାସିଂଟନ୍‌ ସୁନ୍ଦର, କୂଲଦୀପ ଯାଦବ, ମହମ୍ମଦ ସିରାଜ, ଯଶପ୍ରୀତ୍‌ ବୁମରା ।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ଶ୍ରୀଲଙ୍କାଦଳ: କୁଶଲ ପେରେରା, ପଥୁମ ନିଶଙ୍କା, କୁଶଲ ମେଣ୍ଡିସ୍‌, ସଦିରା ସମରବିକ୍ରମା, ଚରିଥ ଆଶଲଙ୍କା, ଧନଞ୍ଜନ ଡି ସିଲ୍‌ଭା, ଡାସୁନ୍‌ ଶଣକା (ଅଧିନାୟକ), ଦୁନିଥ୍‌ ଓ୍ୱେଲଲଗେ, ଦୁସାନ୍‌ ହେମନ୍ଥ, ମଥିଶା ପତିରଣା, କାସୁନ ରଜିଥା।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର