ଏସୀୟ କ୍ରୀଡ଼ା ୨୦୨୩: ଫାଇନାଲରେ ଶ୍ରୀଲଙ୍କାକୁ ହରାଇ ସ୍ବର୍ଣ୍ଣ ପଦକ ଜିତିଲା ଭାରତୀୟ ମହିଳା କ୍ରିକେଟ ଟିମ୍

The Sakala Picture
Published On

ନୂଆଦିଲ୍ଲୀ: ଏସୀୟ କ୍ରୀଡ଼ାରେ ଭରାତ ଆଉ ଏକ ସ୍ବର୍ଣ୍ଣ ପଦକ ହାସଲ କରିଛି। ସ୍ବର୍ଣ୍ଣ ପଦକ ଜିତିଲେ ଭାରତୀୟ ମହିଳା କ୍ରିକେଟ ଟିମ । ଶ୍ରୀଲଙ୍କାକୁ ହରାଇ ଏହି ସ୍ବର୍ଣ୍ଣ ପଦକ ଜିତିଛି ଭାରତୀୟ ମହିଳା କ୍ରିକେଟ ଟିମ । ଫାଇନାଲରେ ୧୯ ରନରେ ଜିତିଛି ଭାରତ । ପ୍ରଥମେ ବ୍ୟାଟିଂ କରି ୧୧୬ ରନ କରିଥିଲା ଭାରତ । ଜବାବରେ ଶ୍ରୀଲଙ୍କା ୮ ୱିକେଟ ହରାଇ ୯୭ କରିବାକୁ ସକ୍ଷମ ହୋଇଥିଲା। ଫଳରେ ଭାରତ ଏହି […]

ନୂଆଦିଲ୍ଲୀ: ଏସୀୟ କ୍ରୀଡ଼ାରେ ଭରାତ ଆଉ ଏକ ସ୍ବର୍ଣ୍ଣ ପଦକ ହାସଲ କରିଛି। ସ୍ବର୍ଣ୍ଣ ପଦକ ଜିତିଲେ ଭାରତୀୟ ମହିଳା କ୍ରିକେଟ ଟିମ । ଶ୍ରୀଲଙ୍କାକୁ ହରାଇ ଏହି ସ୍ବର୍ଣ୍ଣ ପଦକ ଜିତିଛି ଭାରତୀୟ ମହିଳା କ୍ରିକେଟ ଟିମ । ଫାଇନାଲରେ ୧୯ ରନରେ ଜିତିଛି ଭାରତ । ପ୍ରଥମେ ବ୍ୟାଟିଂ କରି ୧୧୬ ରନ କରିଥିଲା ଭାରତ । ଜବାବରେ ଶ୍ରୀଲଙ୍କା ୮ ୱିକେଟ ହରାଇ ୯୭ କରିବାକୁ ସକ୍ଷମ ହୋଇଥିଲା। ଫଳରେ ଭାରତ ଏହି ମ୍ୟାଚକୁ ୧୯ ରନରେ ଜିତି ନେଇଛି।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର