ମନୋରଞ୍ଜନ
ଓଡ଼ିଶା
ଏସୀୟ କ୍ରୀଡ଼ା ୨୦୨୩: ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତକୁ ସ୍ୱର୍ଣ୍ଣ ଓ ରୌପ୍ୟ ପଦକ
ନୂଆଦିଲ୍ଲୀ: ଚୀନର ପୂର୍ବପ୍ରାନ୍ତରେ ଥିବା ହାଙ୍ଗଝୋଉ ସହରରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ହାସଲ କରିଛି ଭାରତ । ସୁଟର ପଲକ ଭାରତ ପାଇଁ ଏହି ସ୍ୱର୍ଣ୍ଣ ଜିତିଛନ୍ତି। ସମାନ ଇଭେଣ୍ଟରେ ରୌପ୍ୟ ଜିତିଛନ୍ତି ଇଶା ସିଂ । ପୁରୁଷ ଟେନିସ ଡବଲ୍ସରେ ଭାରତ ରୌପ୍ୟ ପଦକ ଜିତିଛି। ସାକେତ୍-ରାମନାଥନ୍ ଯୋଡ଼ି ଏହି ରୌପ୍ୟ ପଦକ ଜିତିଛନ୍ତି। […]
ନୂଆଦିଲ୍ଲୀ: ଚୀନର ପୂର୍ବପ୍ରାନ୍ତରେ ଥିବା ହାଙ୍ଗଝୋଉ ସହରରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ହାସଲ କରିଛି ଭାରତ । ସୁଟର ପଲକ ଭାରତ ପାଇଁ ଏହି ସ୍ୱର୍ଣ୍ଣ ଜିତିଛନ୍ତି। ସମାନ ଇଭେଣ୍ଟରେ ରୌପ୍ୟ ଜିତିଛନ୍ତି ଇଶା ସିଂ ।
ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା
ପୁରୁଷ ଟେନିସ ଡବଲ୍ସରେ ଭାରତ ରୌପ୍ୟ ପଦକ ଜିତିଛି। ସାକେତ୍-ରାମନାଥନ୍ ଯୋଡ଼ି ଏହି ରୌପ୍ୟ ପଦକ ଜିତିଛନ୍ତି। ଏଥିସହ ଭାରତକୁ ବର୍ତ୍ତମାନ ସୁଦ୍ଧା ମୋଟ ୩୦ଟି ପଦକ ମିଳିଛି ।






