ଏସିଆନ୍ସ ଗେମ୍ସରେ ଭାରତକୁ ନବମ ସ୍ବର୍ଣ୍ଣ, ଟେନିସ ମିକ୍ସଡ ଡବଲ୍ସରେ ସ୍ବର୍ଣ୍ଣ ପଦକ ଜିତିଲା ଭାରତ

The Sakala Picture
Published On

ହାଙ୍ଗଝୁ: ଏସିଆନ୍ସ ଗେମ୍ସରେ ଭାରତ ପୁଣି ଏକ ସ୍ବର୍ଣ୍ଣ ପଦକ ଜିତିଛି । ଟେନିସ ମିକ୍ସଡ୍ ଡବଲ୍ସରେ ଭାରତକୁ ମିଳିଛି ସ୍ବର୍ଣ୍ଣ ପଦକ । ମିକ୍ସଡ ଡବଲ୍ସ ଟେନିସରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ଭେଟେରାନ ରୋହନ ବୋପନ୍ନା ଓ ଋତୁଜା ଭୋସଲେଙ୍କ ଯୋଡ଼ି । ଏହାସହ ମୋଟ ପଦକ ସଂଖ୍ୟା ୩୫କୁ ବୃଦ୍ଧି ପାଇଛି । ଭାରତ ଏପର୍ଯ୍ୟନ୍ତ ୯ଟି ସ୍ବର୍ଣ୍ଣ, ୧୩ ଟି ରୌପ୍ୟ ଓ ୧୩ଟି ବ୍ରୋଞ୍ଜ ଜିତିଛି। ମେଡାଲ ତାଲିକାରେ ଭାରତ ୪ […]

ହାଙ୍ଗଝୁ: ଏସିଆନ୍ସ ଗେମ୍ସରେ ଭାରତ ପୁଣି ଏକ ସ୍ବର୍ଣ୍ଣ ପଦକ ଜିତିଛି । ଟେନିସ ମିକ୍ସଡ୍ ଡବଲ୍ସରେ ଭାରତକୁ ମିଳିଛି ସ୍ବର୍ଣ୍ଣ ପଦକ । ମିକ୍ସଡ ଡବଲ୍ସ ଟେନିସରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ଭେଟେରାନ ରୋହନ ବୋପନ୍ନା ଓ ଋତୁଜା ଭୋସଲେଙ୍କ ଯୋଡ଼ି । ଏହାସହ ମୋଟ ପଦକ ସଂଖ୍ୟା ୩୫କୁ ବୃଦ୍ଧି ପାଇଛି । ଭାରତ ଏପର୍ଯ୍ୟନ୍ତ ୯ଟି ସ୍ବର୍ଣ୍ଣ, ୧୩ ଟି ରୌପ୍ୟ ଓ ୧୩ଟି ବ୍ରୋଞ୍ଜ ଜିତିଛି। ମେଡାଲ ତାଲିକାରେ ଭାରତ ୪ ନମ୍ବର ସ୍ଥାନରେ ରହିଛି ।

ଆହୁରି ପଢ଼ନ୍ତୁ: ବିସିସିଆଇର ବଡ଼ ନିଷ୍ପତ୍ତି: ପ୍ରଜ୍ଞାନ ଓଝା ହେଲେ ନୂଆ ମୁଖ୍ୟ ଚୟନକର୍ତ୍ତା

ଆଜି ସୁଟିଂରୁ ମଧ୍ୟ ଭାରତକୁ ପଦକ ମିଳିଛି। ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଟିମ୍ ଇଭେଣ୍ଟରେ ଦ୍ବିତୀୟ ସ୍ଥାନ ଅଧିକାର କରି ଭାରତର ସରବଜିତ ସିଂହ ଓ ଟିଏସ ଦିବ୍ୟା ରୌପ୍ୟ ପଦକ ହାସଲ କରିଛନ୍ତି।

ଆହୁରି ପଢ଼ନ୍ତୁ: ୨୨୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ଇତିହାସ ରଚିଲା ଭାରତ, ସଞ୍ଜୁ ସାମସନ୍‌ଙ୍କ ଧୂଆଁଧାର ବ୍ୟାଟିଂ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର