ଏସୀୟ କ୍ରୀଡ଼ା ୨୦୨୩: ଦକ୍ଷିଣ କୋରିଆକୁ ପରାସ୍ତ କରି ଫାଇନାଲରେ ଭାରତୀୟ ପୁରୁଷ ହକି ଦଳ

The Sakala Picture
Published On

ନୂଆଦିଲ୍ଲୀ: ଏସୀୟ କ୍ରୀଡ଼ାରେ ଭାରତୀୟ ପୁରୁଷ ହକି ଦଳ ଫାଇନାଲରେ ପ୍ରବେଶ କରିଛି । ସେମିଫାଇନାଲରେ ଭାରତ ୫-୩ ଗୋଲରେ କୋରିଆକୁ ପରାସ୍ତ କରିଛି । ମ୍ୟାଚ୍ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଭାରତ କୋରିଆ ଉପରେ ଅଗ୍ରଣୀ ବଜାୟ ରଖି ଫାଇନାଲ୍ ଟିକେଟ୍ ହାସଲ କରିଥିଲା। ଭାରତୀୟ ଦଳର ନଜର ଏବେ ସ୍ୱର୍ଣ୍ଣ ପଦକ ଉପରେ ରହିଛି। ଅନ୍ୟପପକ୍ଷରେ ଏସୀୟ କ୍ରୀଡ଼ାରେ ଭାରତର ମହିଳା କବାଡି ଦଳ ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ଏହା ସହ ଭାରତ […]

ନୂଆଦିଲ୍ଲୀ: ଏସୀୟ କ୍ରୀଡ଼ାରେ ଭାରତୀୟ ପୁରୁଷ ହକି ଦଳ ଫାଇନାଲରେ ପ୍ରବେଶ କରିଛି । ସେମିଫାଇନାଲରେ ଭାରତ ୫-୩ ଗୋଲରେ କୋରିଆକୁ ପରାସ୍ତ କରିଛି । ମ୍ୟାଚ୍ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଭାରତ କୋରିଆ ଉପରେ ଅଗ୍ରଣୀ ବଜାୟ ରଖି ଫାଇନାଲ୍ ଟିକେଟ୍ ହାସଲ କରିଥିଲା। ଭାରତୀୟ ଦଳର ନଜର ଏବେ ସ୍ୱର୍ଣ୍ଣ ପଦକ ଉପରେ ରହିଛି।

ଆହୁରି ପଢ଼ନ୍ତୁ: ବିସିସିଆଇର ବଡ଼ ନିଷ୍ପତ୍ତି: ପ୍ରଜ୍ଞାନ ଓଝା ହେଲେ ନୂଆ ମୁଖ୍ୟ ଚୟନକର୍ତ୍ତା

ଅନ୍ୟପପକ୍ଷରେ ଏସୀୟ କ୍ରୀଡ଼ାରେ ଭାରତର ମହିଳା କବାଡି ଦଳ ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ଏହା ସହ ଭାରତ ମଧ୍ୟ କବାଡି ରେ ସେମିଫାଇନାଲକୁ ଟିକେଟ୍ ହାସଲ କରିଛି।

ଆହୁରି ପଢ଼ନ୍ତୁ: ୨୨୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ଇତିହାସ ରଚିଲା ଭାରତ, ସଞ୍ଜୁ ସାମସନ୍‌ଙ୍କ ଧୂଆଁଧାର ବ୍ୟାଟିଂ

 

ଆହୁରି ପଢ଼ନ୍ତୁ: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ T20ରେ ୪ ୱିକେଟରେ ଜିତିଲା ଟିମ୍ ଇଣ୍ଡିଆ, ସିରିଜରେ ୨-୦ରେ ଆଗୁଆ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର