ଆଇସିସି ବିଶ୍ବକପ୍‌-୨୦୨୩: ଆଫଗାନିସ୍ତାନକୁ ୧୪୯ ରନରେ ହରାଇଲା ନ୍ୟୁଜିଲାଣ୍ଡ

The Sakala Picture
Published On

ଚେନ୍ନାଇ: ଆଇସିସି ବିଶ୍ବକପ୍‌-୨୦୨୩ର ୧୬ତମ ମ୍ୟାଚ୍‌ରେ ବୁଧବାର ଦିନ ନ୍ୟୁଜିଲାଣ୍ଡ ଓ ଆଫଗାନିସ୍ତାନ ମୁହାଁମୁହିଁ ହୋଇଥିଲେ। ସ୍ଥାନୀୟ ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ଆଫଗାନିସ୍ତାନ ଟସ୍‌ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ନ୍ୟୁଜିଲାଣ୍ଡ ଦଳ ବ୍ୟାଟିଂ କରିଥିଲା।  ନ୍ୟୁଜିଲାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୬ ୱିକେଟ ହରାଇ ୨୮୮ ରନ୍‌ ସଂଗ୍ରହ କରିିଥିଲା। ଆଫଗାନିସ୍ତାନକୁ ଏହି ମ୍ୟାଚ୍‌ ବିଜୟ ପାଇଁ ୨୮୯ ରନ୍‌ର ଲକ୍ଷ୍ୟ ମିଳିଥିଲା। ଆଫଗାନିସ୍ତାନ ୩୪.୪ ଓଭରରେ ସମସ୍ତ ୱିକେଟ ହରାଇ ୧୩୯ […]

ଚେନ୍ନାଇ: ଆଇସିସି ବିଶ୍ବକପ୍‌-୨୦୨୩ର ୧୬ତମ ମ୍ୟାଚ୍‌ରେ ବୁଧବାର ଦିନ ନ୍ୟୁଜିଲାଣ୍ଡ ଓ ଆଫଗାନିସ୍ତାନ ମୁହାଁମୁହିଁ ହୋଇଥିଲେ। ସ୍ଥାନୀୟ ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ଆଫଗାନିସ୍ତାନ ଟସ୍‌ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ନ୍ୟୁଜିଲାଣ୍ଡ ଦଳ ବ୍ୟାଟିଂ କରିଥିଲା।  ନ୍ୟୁଜିଲାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୬ ୱିକେଟ ହରାଇ ୨୮୮ ରନ୍‌ ସଂଗ୍ରହ କରିିଥିଲା। ଆଫଗାନିସ୍ତାନକୁ ଏହି ମ୍ୟାଚ୍‌ ବିଜୟ ପାଇଁ ୨୮୯ ରନ୍‌ର ଲକ୍ଷ୍ୟ ମିଳିଥିଲା। ଆଫଗାନିସ୍ତାନ ୩୪.୪ ଓଭରରେ ସମସ୍ତ ୱିକେଟ ହରାଇ ୧୩୯ ରନ କରିଥିଲା। ଫଳରେ ଏହି ମ୍ୟାଚକୁ  ନ୍ୟୁଜିଲାଣ୍ଡ ସହଜରେ ଜିତି ନେଇଛି।

ଆହୁରି ପଢ଼ନ୍ତୁ: ଗେରୁଆ ଗାମୁଛା ପକାଇଲେ ରାସନ୍‌ କାର୍ଡରେ ଯୋଡ଼ା ଯାଉଛି ନାମ: ବିରୋଧୀ

18 Oct 2023 By The Sakala

ଆଇସିସି ବିଶ୍ବକପ୍‌-୨୦୨୩: ଆଫଗାନିସ୍ତାନକୁ ୧୪୯ ରନରେ ହରାଇଲା ନ୍ୟୁଜିଲାଣ୍ଡ

ଚେନ୍ନାଇ: ଆଇସିସି ବିଶ୍ବକପ୍‌-୨୦୨୩ର ୧୬ତମ ମ୍ୟାଚ୍‌ରେ ବୁଧବାର ଦିନ ନ୍ୟୁଜିଲାଣ୍ଡ ଓ ଆଫଗାନିସ୍ତାନ ମୁହାଁମୁହିଁ ହୋଇଥିଲେ। ସ୍ଥାନୀୟ ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ଆଫଗାନିସ୍ତାନ ଟସ୍‌ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ନ୍ୟୁଜିଲାଣ୍ଡ ଦଳ ବ୍ୟାଟିଂ କରିଥିଲା।  ନ୍ୟୁଜିଲାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୬ ୱିକେଟ ହରାଇ ୨୮୮ ରନ୍‌ ସଂଗ୍ରହ କରିିଥିଲା। ଆଫଗାନିସ୍ତାନକୁ ଏହି ମ୍ୟାଚ୍‌ ବିଜୟ ପାଇଁ ୨୮୯ ରନ୍‌ର ଲକ୍ଷ୍ୟ ମିଳିଥିଲା। ଆଫଗାନିସ୍ତାନ ୩୪.୪ ଓଭରରେ ସମସ୍ତ ୱିକେଟ ହରାଇ ୧୩୯ ରନ କରିଥିଲା। ଫଳରେ ଏହି ମ୍ୟାଚକୁ  ନ୍ୟୁଜିଲାଣ୍ଡ ସହଜରେ ଜିତି ନେଇଛି।

https://www.thesakala.in/sports/new-zealand-vs-afghanistan-16th-match-new-zealand-won-by-149-runs/article-26515
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର