ବିଶ୍ବକପ୍‌ରେ ଟିମ୍‌ ଇଣ୍ଡିଆକୁ ଝଟକା; ଆହତ ସମସ୍ୟା ଯୋଗୁଁ ଇଂଲଣ୍ଡ ବିପକ୍ଷ ମ୍ୟାଚ୍ ଖେଳି ନ ପାରନ୍ତି ହାର୍ଦ୍ଦିକ ପାଣ୍ଡ୍ୟା

The Sakala Picture
Published On

ନୂଆଦିଲ୍ଲୀ : ବିଶ୍ବକପ୍‌ରେ ଟିମ୍‌ ଇଣ୍ଡିଆକୁ ଲାଗିଛି ବଡ଼ ଝଟକା। ଚଳିତ ବିଶ୍ବକପ୍‌ରେ ଦମ୍‌ଦାର ଫର୍ମରେ ଥିବା ଭାରତୀୟ ଦଳର ଉପଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଆହତ ଥିବା ହେତୁ ଇଂଲଣ୍ଡ ବିପକ୍ଷ ମ୍ୟାଚ୍ ଖେଳିବେନି। ବାଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ଆଣ୍ଠୁରେ ଲାଗିଥିବା ଆଘାତ ଅଧିକ ଗମ୍ଭୀର ହେବାରେ ଲାଗିଛି। ଯେଉଁଥିପାଇଁ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଇଂଲଣ୍ଡ ବିପକ୍ଷ ମ୍ୟାଚରେ ଖେଳିବେ ନାହିଁ ବୋଲି ସୂଚନା ମିଳିଛି । ବାଂଲାଦେଶ ବିପକ୍ଷ ମ୍ୟାଚ୍ ସମୟରେ ହାର୍ଦ୍ଦିକଙ୍କ ଗୋଡ଼ ମୋଡ଼ି […]

ନୂଆଦିଲ୍ଲୀ : ବିଶ୍ବକପ୍‌ରେ ଟିମ୍‌ ଇଣ୍ଡିଆକୁ ଲାଗିଛି ବଡ଼ ଝଟକା। ଚଳିତ ବିଶ୍ବକପ୍‌ରେ ଦମ୍‌ଦାର ଫର୍ମରେ ଥିବା ଭାରତୀୟ ଦଳର ଉପଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଆହତ ଥିବା ହେତୁ ଇଂଲଣ୍ଡ ବିପକ୍ଷ ମ୍ୟାଚ୍ ଖେଳିବେନି। ବାଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ଆଣ୍ଠୁରେ ଲାଗିଥିବା ଆଘାତ ଅଧିକ ଗମ୍ଭୀର ହେବାରେ ଲାଗିଛି। ଯେଉଁଥିପାଇଁ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଇଂଲଣ୍ଡ ବିପକ୍ଷ ମ୍ୟାଚରେ ଖେଳିବେ ନାହିଁ ବୋଲି ସୂଚନା ମିଳିଛି । ବାଂଲାଦେଶ ବିପକ୍ଷ ମ୍ୟାଚ୍ ସମୟରେ ହାର୍ଦ୍ଦିକଙ୍କ ଗୋଡ଼ ମୋଡ଼ି ହୋଇଯିବାରୁ ଅଧା ମ୍ୟାଚରୁ ତାଙ୍କୁ ଡାକ୍ତରଖାନା ଯିବାକୁ ପଡ଼ିଥିଲା। ଏବେ ବି ହାର୍ଦ୍ଦିକ ସୁସ୍ଥ ହୋଇନଥିବାରୁ ଆହୁରି କିଛି ମ୍ୟାଚ ଖେଳିବେ ନାହିଁ ବୋଲି କୁହାଯାଉଛି ।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

ତେବେ ପାଣ୍ଡ୍ୟାଙ୍କ ବଦଳରେ କାହାକୁ ଟିମରେ ସାମିଲ କରାଯିବ ତାକୁ ନେଇ ଚିନ୍ତାରେ ଟିମ ଇଣ୍ଡିଆ । ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ମ୍ୟାଚରେ ହାର୍ଦ୍ଦିକଙ୍କ ବଦଳରେ ଟିମରେ ଦୁଇଟି ପରିବର୍ତନ କରାଯାଇଥିଲା । ମହମ୍ମଦ ସାମି ଏବଂ ବ୍ୟାଟର ସୂର୍ଯ୍ୟକୁମାର ଯାଦବଙ୍କୁ ଦଳରେ ସାମିଲ କରାଯାଇଥିଲା । ସାମି ଭଲ ବୋଲିଂ କରି ୫ ଟି ୱିକେଟ ମଧ୍ୟ ନେଇଥିଲେ । କିନ୍ତୁ ଲକ୍ଷ୍ନୌ ପିଚ ସ୍ଲୋ ବୋଲରଙ୍କୁ ସୁହାଉଥିବାରୁ ଇଂଲଣ୍ଡ ବିପକ୍ଷ ମ୍ୟାଚରେ ତାଙ୍କୁ ଟିମରେ ସାମିଲ କରାଯାଇନପାରେ । ସାମିଙ୍କ ବଦଳରେ ରବିଚନ୍ଦ୍ରନ ଅଶ୍ୱୀନୀଙ୍କୁ ଟିମରେ ସାମିଲ କରାଯାଇପାରେ ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

26 Oct 2023 By The Sakala

ବିଶ୍ବକପ୍‌ରେ ଟିମ୍‌ ଇଣ୍ଡିଆକୁ ଝଟକା; ଆହତ ସମସ୍ୟା ଯୋଗୁଁ ଇଂଲଣ୍ଡ ବିପକ୍ଷ ମ୍ୟାଚ୍ ଖେଳି ନ ପାରନ୍ତି ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ : ବିଶ୍ବକପ୍‌ରେ ଟିମ୍‌ ଇଣ୍ଡିଆକୁ ଲାଗିଛି ବଡ଼ ଝଟକା। ଚଳିତ ବିଶ୍ବକପ୍‌ରେ ଦମ୍‌ଦାର ଫର୍ମରେ ଥିବା ଭାରତୀୟ ଦଳର ଉପଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଆହତ ଥିବା ହେତୁ ଇଂଲଣ୍ଡ ବିପକ୍ଷ ମ୍ୟାଚ୍ ଖେଳିବେନି। ବାଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ଆଣ୍ଠୁରେ ଲାଗିଥିବା ଆଘାତ ଅଧିକ ଗମ୍ଭୀର ହେବାରେ ଲାଗିଛି। ଯେଉଁଥିପାଇଁ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଇଂଲଣ୍ଡ ବିପକ୍ଷ ମ୍ୟାଚରେ ଖେଳିବେ ନାହିଁ ବୋଲି ସୂଚନା ମିଳିଛି । ବାଂଲାଦେଶ ବିପକ୍ଷ ମ୍ୟାଚ୍ ସମୟରେ ହାର୍ଦ୍ଦିକଙ୍କ ଗୋଡ଼ ମୋଡ଼ି ହୋଇଯିବାରୁ ଅଧା ମ୍ୟାଚରୁ ତାଙ୍କୁ ଡାକ୍ତରଖାନା ଯିବାକୁ ପଡ଼ିଥିଲା। ଏବେ ବି ହାର୍ଦ୍ଦିକ ସୁସ୍ଥ ହୋଇନଥିବାରୁ ଆହୁରି କିଛି ମ୍ୟାଚ ଖେଳିବେ ନାହିଁ ବୋଲି କୁହାଯାଉଛି ।

ତେବେ ପାଣ୍ଡ୍ୟାଙ୍କ ବଦଳରେ କାହାକୁ ଟିମରେ ସାମିଲ କରାଯିବ ତାକୁ ନେଇ ଚିନ୍ତାରେ ଟିମ ଇଣ୍ଡିଆ । ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ମ୍ୟାଚରେ ହାର୍ଦ୍ଦିକଙ୍କ ବଦଳରେ ଟିମରେ ଦୁଇଟି ପରିବର୍ତନ କରାଯାଇଥିଲା । ମହମ୍ମଦ ସାମି ଏବଂ ବ୍ୟାଟର ସୂର୍ଯ୍ୟକୁମାର ଯାଦବଙ୍କୁ ଦଳରେ ସାମିଲ କରାଯାଇଥିଲା । ସାମି ଭଲ ବୋଲିଂ କରି ୫ ଟି ୱିକେଟ ମଧ୍ୟ ନେଇଥିଲେ । କିନ୍ତୁ ଲକ୍ଷ୍ନୌ ପିଚ ସ୍ଲୋ ବୋଲରଙ୍କୁ ସୁହାଉଥିବାରୁ ଇଂଲଣ୍ଡ ବିପକ୍ଷ ମ୍ୟାଚରେ ତାଙ୍କୁ ଟିମରେ ସାମିଲ କରାଯାଇନପାରେ । ସାମିଙ୍କ ବଦଳରେ ରବିଚନ୍ଦ୍ରନ ଅଶ୍ୱୀନୀଙ୍କୁ ଟିମରେ ସାମିଲ କରାଯାଇପାରେ ।

https://www.thesakala.in/sports/icc-world-cup-hardik-pandya-to-miss-match-against-england-due-to-injury/article-26721
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp