ଆଇସିସି ବିଶ୍ୱକପ୍‌ : ବାଂଲାଦେଶକୁ ୮୭ ରନରେ ହରାଇଲା ନେଦରଲାଣ୍ଡ

The Sakala Picture
Published On

କୋଲକାତା : ପଶ୍ଚିମବଙ୍ଗର କୋଲାକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ଖେଳାଯାଇଥିବା ବିଶ୍ୱକପ ୨୦୨୩ର ୨୮ତମ ମ୍ୟାଚରେ ନେଦରଲାଣ୍ଡ ବାଂଲାଦେଶକୁ ୮୭ ରନରେ ପରାଜିତ କରିଛି। ଧାର୍ଯ୍ୟ ୨୩୦ ରନର ପିଛା କରି ବାଂଲାଦେଶ ୪୨.୨ ଓଭରରେ ୧୦ ଓ୍ବିକେଟ ହରାଇ ୧୪୨ ରନ କରିଥିଲା। ନେଦରଲାଣ୍ଡ ଅଧିନାୟକ ସ୍କଟ ଏଡଓ୍ବାର୍ଡ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଅଧିନାୟକଶାକିବ ଅଲ ହାସନଙ୍କ ନେତୃତ୍ୱରେ ବାଂଲାଦେଶ ବୋଲିଂ ଆରମ୍ଭ କରିଥିଲା। ନେଦରଲାଣ୍ଡ ପ୍ରଥମେ ବ୍ୟାଟିଂ କରି […]

କୋଲକାତା : ପଶ୍ଚିମବଙ୍ଗର କୋଲାକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ଖେଳାଯାଇଥିବା ବିଶ୍ୱକପ ୨୦୨୩ର ୨୮ତମ ମ୍ୟାଚରେ ନେଦରଲାଣ୍ଡ ବାଂଲାଦେଶକୁ ୮୭ ରନରେ ପରାଜିତ କରିଛି। ଧାର୍ଯ୍ୟ ୨୩୦ ରନର ପିଛା କରି ବାଂଲାଦେଶ ୪୨.୨ ଓଭରରେ ୧୦ ଓ୍ବିକେଟ ହରାଇ ୧୪୨ ରନ କରିଥିଲା।

ଆହୁରି ପଢ଼ନ୍ତୁ: ଆଫଗାନିସ୍ତାନ ବିପକ୍ଷ ଟେଷ୍ଟ ବିଜୟ ଭଲ, କିନ୍ତୁ ଏଥିରୁ ବଡ଼ ଫାଇଦା ଖୋଜିବା ଠିକ୍ ନୁହେଁ

ନେଦରଲାଣ୍ଡ ଅଧିନାୟକ ସ୍କଟ ଏଡଓ୍ବାର୍ଡ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଅଧିନାୟକଶାକିବ ଅଲ ହାସନଙ୍କ ନେତୃତ୍ୱରେ ବାଂଲାଦେଶ ବୋଲିଂ ଆରମ୍ଭ କରିଥିଲା। ନେଦରଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୫୦ ଓଭରରେ ୯ ଓ୍ବିକେଟ ହରାଇ ୨୨୯ ରନ ସଂଗ୍ରହ କରିଥିଲା। ଫଳରେ ବାଂଲାଦେଶ ପାଇଁ ୨୩୦ ରନର ବିଜୟ ଲକ୍ଷ୍ୟ ରହିଥିଲା।

ଆହୁରି ପଢ଼ନ୍ତୁ: ଆଜିଠୁ ଆରମ୍ଭ ହେଉଛି ଫିଫା ବିଶ୍ବକପର ୨୩ତମ ସଂସ୍କରଣ: ମେକ୍ସିକୋ- ଦ.ଆଫ୍ରିକା ମଧ୍ୟରେ ଉଦଘାଟନୀ ମୁକାବିଲା

28 Oct 2023 By The Sakala

ଆଇସିସି ବିଶ୍ୱକପ୍‌ : ବାଂଲାଦେଶକୁ ୮୭ ରନରେ ହରାଇଲା ନେଦରଲାଣ୍ଡ

କୋଲକାତା : ପଶ୍ଚିମବଙ୍ଗର କୋଲାକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ଖେଳାଯାଇଥିବା ବିଶ୍ୱକପ ୨୦୨୩ର ୨୮ତମ ମ୍ୟାଚରେ ନେଦରଲାଣ୍ଡ ବାଂଲାଦେଶକୁ ୮୭ ରନରେ ପରାଜିତ କରିଛି। ଧାର୍ଯ୍ୟ ୨୩୦ ରନର ପିଛା କରି ବାଂଲାଦେଶ ୪୨.୨ ଓଭରରେ ୧୦ ଓ୍ବିକେଟ ହରାଇ ୧୪୨ ରନ କରିଥିଲା।

ନେଦରଲାଣ୍ଡ ଅଧିନାୟକ ସ୍କଟ ଏଡଓ୍ବାର୍ଡ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଅଧିନାୟକଶାକିବ ଅଲ ହାସନଙ୍କ ନେତୃତ୍ୱରେ ବାଂଲାଦେଶ ବୋଲିଂ ଆରମ୍ଭ କରିଥିଲା। ନେଦରଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୫୦ ଓଭରରେ ୯ ଓ୍ବିକେଟ ହରାଇ ୨୨୯ ରନ ସଂଗ୍ରହ କରିଥିଲା। ଫଳରେ ବାଂଲାଦେଶ ପାଇଁ ୨୩୦ ରନର ବିଜୟ ଲକ୍ଷ୍ୟ ରହିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର