ଆଜି ରାତିରୁ ବିକ୍ରି ହେବ ବିଶ୍ୱକପର ସେମି ଓ ଫାଇନାଲ ଟିକେଟ୍

The Sakala Picture
Published On

ନୂଆଦିଲ୍ଲୀ: ଆଇସିସି ବିଶ୍ବକପ ୨୦୨୩ । ଆଜି ରାତିରୁ ସେମିଫାଇନାଲ ଏବଂ ଫାଇନାଲ ସମେତ ବିଶ୍ୱକପ ନକ୍ ଆଉଟ୍ ଖେଳ ପାଇଁ ଏକ ଅନ୍ତିମ ସେଟ୍ ଟିକେଟ୍ ବିକ୍ରି ହେବ। ପ୍ରଥମ ସେମିଫାଇନାଲ ନଭେମ୍ବର ୧୫ ରେ ମୁମ୍ବାଇରେ ଏବଂ ଦ୍ୱିତୀୟ ନଭେମ୍ବର ୧୬ ରେ କୋଲକାତାରେ ଖେଳାଯିବ। ଫାଇନାଲ ନଭେମ୍ବର ୧୯ ରେ ଅହମ୍ମଦାବାଦରେ ଅନୁଷ୍ଠିତ ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ସେମି ଓ ଫାଇନାଲ ମ୍ୟାଚ ପାଇଁ ଟିକେଟ୍ ଆଜି ଅଫିସିଆଲ୍ ୱେବସାଇଟରେ ରାତି ୮ଟାରୁ […]

ନୂଆଦିଲ୍ଲୀ: ଆଇସିସି ବିଶ୍ବକପ ୨୦୨୩ । ଆଜି ରାତିରୁ ସେମିଫାଇନାଲ ଏବଂ ଫାଇନାଲ ସମେତ ବିଶ୍ୱକପ ନକ୍ ଆଉଟ୍ ଖେଳ ପାଇଁ ଏକ ଅନ୍ତିମ ସେଟ୍ ଟିକେଟ୍ ବିକ୍ରି ହେବ। ପ୍ରଥମ ସେମିଫାଇନାଲ ନଭେମ୍ବର ୧୫ ରେ ମୁମ୍ବାଇରେ ଏବଂ ଦ୍ୱିତୀୟ ନଭେମ୍ବର ୧୬ ରେ କୋଲକାତାରେ ଖେଳାଯିବ। ଫାଇନାଲ ନଭେମ୍ବର ୧୯ ରେ ଅହମ୍ମଦାବାଦରେ ଅନୁଷ୍ଠିତ ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ସେମି ଓ ଫାଇନାଲ ମ୍ୟାଚ ପାଇଁ ଟିକେଟ୍ ଆଜି ଅଫିସିଆଲ୍ ୱେବସାଇଟରେ ରାତି ୮ଟାରୁ ବିକ୍ରି ହେବ । ‘ticket.cricketworldcup.com’ ୱେବସାଇଟକୁ ଯାଇ କ୍ରିକେଟ ପ୍ରେମୀ ଟିକେଟ କିଣିପରିବେ।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

ଭାରତ, ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ସେମିଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଚତୁର୍ଥ ସ୍ଥାନ ପାଇଁ ଯୁଦ୍ଧ ନ୍ୟୁଜିଲ୍ୟାଣ୍ଡ, ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ଟକ୍କର ହେବ। ଯେଉଁମାନେ ଆଠଟି ଖେଳରୁ ଚାରିଟି ବିଜୟ ହାସଲ କରିଛନ୍ତି। ଆଜି ନ୍ୟୁଜିଲ୍ୟାଣ୍ଡ ଓ ଶ୍ରୀଲଙ୍କା ମଧ୍ୟରେ ମୁକାବିଲା ରହିଛି। ନ୍ୟୁଜିଲ୍ୟାଣ୍ଡ ଜଦି ଆଜିର ମ୍ୟାଚ ଜିତି ନିଏ ତେବେ ଚତୁର୍ଥ ସ୍ଥାନ ପାଇଁ ସେମିରେ ପ୍ରେବଶ କରିବାର ପ୍ରମୁଖ ଦାବିଦର ରହିବ।

ଆହୁରି ପଢ଼ନ୍ତୁ: ୨୨୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ଇତିହାସ ରଚିଲା ଭାରତ, ସଞ୍ଜୁ ସାମସନ୍‌ଙ୍କ ଧୂଆଁଧାର ବ୍ୟାଟିଂ

 

ଆହୁରି ପଢ଼ନ୍ତୁ: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ T20ରେ ୪ ୱିକେଟରେ ଜିତିଲା ଟିମ୍ ଇଣ୍ଡିଆ, ସିରିଜରେ ୨-୦ରେ ଆଗୁଆ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର