ବିଶ୍ୱକପ ଫାଇନାଲ: ଭାରତୀୟ ବୋଲରଙ୍କ ଦମଦାର ପ୍ରଦର୍ଶନ, ୩ ୱିକେଟ୍ ହରାଇଲା ଅଷ୍ଟ୍ରେଲିଆ

The Sakala Picture
Published On

ଅହମଦାବାଦ୍‌: ବିଶ୍ୱକପ-୨୦୨୩ ଫାଇନାଲ ମ୍ୟାଚ ଗୁଜରାଟର ଅହମଦାବାଦସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ୍‌ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା ଏବଂ ଭାରତକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ଭାରତ ପ୍ରଥମେ ବ୍ୟାଟଂ ନିର୍ଦ୍ଧାରିତ ଓଭରରେ ସମସ୍ତ ୱିକେଟ ହରାଇ ୨୪୦ ରନ କରିଛି। ଏହ ମ୍ୟାଚ ଜିତିବାକୁ ହେଲେ ଅଷ୍ଟ୍ରେଲିଆକୁ ୨୪୧ ରନର ଆବଶ୍ୟକତା ରହିଛି। ବର୍ତ୍ତମାନ ସୁଦ୍ଧା ଅଷ୍ଟ୍ରେଲିଆ ୧୦ ଓଭର ଖେଳି ୩ ୱିକେଟ ହରାଇ […]

ଅହମଦାବାଦ୍‌: ବିଶ୍ୱକପ-୨୦୨୩ ଫାଇନାଲ ମ୍ୟାଚ ଗୁଜରାଟର ଅହମଦାବାଦସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ୍‌ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା ଏବଂ ଭାରତକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ଭାରତ ପ୍ରଥମେ ବ୍ୟାଟଂ ନିର୍ଦ୍ଧାରିତ ଓଭରରେ ସମସ୍ତ ୱିକେଟ ହରାଇ ୨୪୦ ରନ କରିଛି। ଏହ ମ୍ୟାଚ ଜିତିବାକୁ ହେଲେ ଅଷ୍ଟ୍ରେଲିଆକୁ ୨୪୧ ରନର ଆବଶ୍ୟକତା ରହିଛି। ବର୍ତ୍ତମାନ ସୁଦ୍ଧା ଅଷ୍ଟ୍ରେଲିଆ ୧୦ ଓଭର ଖେଳି ୩ ୱିକେଟ ହରାଇ ୬୦ ରନ କରିଛି।

ଆହୁରି ପଢ଼ନ୍ତୁ: ଜସପ୍ରୀତ ବୁମରାହଙ୍କ ବିନା ଲର୍ଡ୍ସରେ ଫେଲ୍ ମାରିଲା ଟିମ୍ ଇଣ୍ଡିଆ, ପଦାରେ ପଡ଼ିଲା ବୋଲିଂ ବିଭାଗର ବଡ଼ ଦୁର୍ବଳତା

ଭାରତର ଘାତକ ବୋଲିଂରେ ଅଷ୍ଟ୍ରେଲିଆର ବ୍ୟାଟିଂ ବିପର୍ଯ୍ୟ ଘଟିଛି। ଡେଭିଡ୍‌ ୱାର୍ଣ୍ଣର୍‌ ୩ ବଲରେ ୭ରନ କରି ଆଉଟ ହୋଇଥିଲେ। ମିସେଲ୍‌ ମାର୍ସ ୧୫ ବଲରେ ୧୫ ରନ କରି ଆଉଟ ହୋଇଥିଲେ। ପରେ ସ୍ମିଥ ୯ ବଲରୋ ୪ରନ କରି ଆଉଟ ହୋଇଥିଲେ। ପରେ ଟ୍ରେଭିସ୍‌ ହେଡ୍‌ ଓ ମାର୍ଣ୍ଣସ୍‌ ଲାଗୁସେନି ପାରିକୁ ସମ୍ଭାଳିଥିଲେ ।

ଆହୁରି ପଢ଼ନ୍ତୁ: ଆସନ୍ତା ସେପ୍ଟେମ୍ବର ମାସରେ ଆନ୍ତର୍ଜାତୀୟ ଫୁଟବଲରୁ ଅବସର ନେବେ କ୍ରିଷ୍ଟିଆନୋ ରୋନାଲ୍ଡୋ!

ଭାରତ ପକ୍ଷରୁ ଜସ୍‌ପ୍ରିତ୍‌ ବୁମ୍‌ରା ୨ଟି ୱିକେଟ ନେଇଥିବା ବେଳେ ହମ୍ମଦ୍‌ ଶାମି ଗୋଟିଏ ୱିକେଟ ନେଇଥିଲେ।

ଆହୁରି ପଢ଼ନ୍ତୁ: ସେପ୍ଟେମ୍ବରରେ ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ୍‌: ଦିଲ୍ଲୀରେ ଖେଳାଯିବ ମ୍ୟାଚ୍‌, ଆୟୋଜକ ସାଜିବ ଆଫଗାନିସ୍ତାନ

19 Nov 2023 By The Sakala

ବିଶ୍ୱକପ ଫାଇନାଲ: ଭାରତୀୟ ବୋଲରଙ୍କ ଦମଦାର ପ୍ରଦର୍ଶନ, ୩ ୱିକେଟ୍ ହରାଇଲା ଅଷ୍ଟ୍ରେଲିଆ

ଅହମଦାବାଦ୍‌: ବିଶ୍ୱକପ-୨୦୨୩ ଫାଇନାଲ ମ୍ୟାଚ ଗୁଜରାଟର ଅହମଦାବାଦସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ୍‌ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା ଏବଂ ଭାରତକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ଭାରତ ପ୍ରଥମେ ବ୍ୟାଟଂ ନିର୍ଦ୍ଧାରିତ ଓଭରରେ ସମସ୍ତ ୱିକେଟ ହରାଇ ୨୪୦ ରନ କରିଛି। ଏହ ମ୍ୟାଚ ଜିତିବାକୁ ହେଲେ ଅଷ୍ଟ୍ରେଲିଆକୁ ୨୪୧ ରନର ଆବଶ୍ୟକତା ରହିଛି। ବର୍ତ୍ତମାନ ସୁଦ୍ଧା ଅଷ୍ଟ୍ରେଲିଆ ୧୦ ଓଭର ଖେଳି ୩ ୱିକେଟ ହରାଇ ୬୦ ରନ କରିଛି।

ଭାରତର ଘାତକ ବୋଲିଂରେ ଅଷ୍ଟ୍ରେଲିଆର ବ୍ୟାଟିଂ ବିପର୍ଯ୍ୟ ଘଟିଛି। ଡେଭିଡ୍‌ ୱାର୍ଣ୍ଣର୍‌ ୩ ବଲରେ ୭ରନ କରି ଆଉଟ ହୋଇଥିଲେ। ମିସେଲ୍‌ ମାର୍ସ ୧୫ ବଲରେ ୧୫ ରନ କରି ଆଉଟ ହୋଇଥିଲେ। ପରେ ସ୍ମିଥ ୯ ବଲରୋ ୪ରନ କରି ଆଉଟ ହୋଇଥିଲେ। ପରେ ଟ୍ରେଭିସ୍‌ ହେଡ୍‌ ଓ ମାର୍ଣ୍ଣସ୍‌ ଲାଗୁସେନି ପାରିକୁ ସମ୍ଭାଳିଥିଲେ ।

ଭାରତ ପକ୍ଷରୁ ଜସ୍‌ପ୍ରିତ୍‌ ବୁମ୍‌ରା ୨ଟି ୱିକେଟ ନେଇଥିବା ବେଳେ ହମ୍ମଦ୍‌ ଶାମି ଗୋଟିଏ ୱିକେଟ ନେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର