ଧୋନିଙ୍କୁ ବିସିସିଆଇର ବଡ ସମ୍ମାନ, ଆଉ କେହି ପିନ୍ଧି ପାରିବେନି ୭ ନମ୍ବର ଜର୍ସି

The Sakala Picture
Published On

ନୂଆଦିଲ୍ଲୀ:  ଭାରତୀୟ କ୍ରିକେଟ୍ ଟିମର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କୁ ବିସିସିଆଇର ବଡ ସମ୍ମାନ। ଧୋନିଙ୍କ ୭ ନଂ ଜର୍ସିକୁ ଅବସର ଦେଲା ଭାରତୀୟ କ୍ରିକେଟ୍ ଅଫ୍ କଣ୍ଟ୍ରୋଲ୍ ବୋର୍ଡ (ବିସିସିଆଇ)। ୭ ନଂ ଥିବା ଜର୍ସି ନ ପିନ୍ଧିବାକୁ ଖେଳାଳିମାନଙ୍କୁ ଜଣାଇଛି ବିସିସିଆଇ। ଧୋନିଙ୍କୁ ସମ୍ମାନ ଦେବା ସ୍ୱରୂପ ବିସିସିଆଇ ଏପରି ନିଷ୍ପତ୍ତି ନେଇଛି। ୭ ନମ୍ବର ଜର୍ସି ଅନ୍ୟ କୌଣସି ଭାରତୀୟ ଖେଳାଳିଙ୍କ ପାଇଁ ଉପଲବ୍ଧ ହେବ ନାହିଁ । ଆନ୍ତର୍ଜାତୀୟ କ୍ରିକେଟରୁ […]

ନୂଆଦିଲ୍ଲୀ:  ଭାରତୀୟ କ୍ରିକେଟ୍ ଟିମର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କୁ ବିସିସିଆଇର ବଡ ସମ୍ମାନ। ଧୋନିଙ୍କ ୭ ନଂ ଜର୍ସିକୁ ଅବସର ଦେଲା ଭାରତୀୟ କ୍ରିକେଟ୍ ଅଫ୍ କଣ୍ଟ୍ରୋଲ୍ ବୋର୍ଡ (ବିସିସିଆଇ)। ୭ ନଂ ଥିବା ଜର୍ସି ନ ପିନ୍ଧିବାକୁ ଖେଳାଳିମାନଙ୍କୁ ଜଣାଇଛି ବିସିସିଆଇ। ଧୋନିଙ୍କୁ ସମ୍ମାନ ଦେବା ସ୍ୱରୂପ ବିସିସିଆଇ ଏପରି ନିଷ୍ପତ୍ତି ନେଇଛି। ୭ ନମ୍ବର ଜର୍ସି ଅନ୍ୟ କୌଣସି ଭାରତୀୟ ଖେଳାଳିଙ୍କ ପାଇଁ ଉପଲବ୍ଧ ହେବ ନାହିଁ । ଆନ୍ତର୍ଜାତୀୟ କ୍ରିକେଟରୁ ମହେନ୍ଦ୍ର ସିଂହ ଧୋନି ୩ ବର୍ଷ ହେଲା ଅବସର ନେଇଛନ୍ତି ।

ଆହୁରି ପଢ଼ନ୍ତୁ: ଆସନ୍ତା ସେପ୍ଟେମ୍ବର ମାସରେ ଆନ୍ତର୍ଜାତୀୟ ଫୁଟବଲରୁ ଅବସର ନେବେ କ୍ରିଷ୍ଟିଆନୋ ରୋନାଲ୍ଡୋ!

ପୂର୍ବରୁ ୨୦୧୭ ମସିହାରେ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ୧୦ ନଂ ଜର୍ସିକୁ ମଧ୍ୟ ଅବସର ଦିଆଯାଇଛି। ଏହି ସାର୍ଟ ନଂ-୧୦ ଅନ୍ୟ କୌଣସି କ୍ରିକେଟରଙ୍କୁ ଦିଆଯାଇନାହିଁ ।

ଆହୁରି ପଢ଼ନ୍ତୁ: ସେପ୍ଟେମ୍ବରରେ ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ୍‌: ଦିଲ୍ଲୀରେ ଖେଳାଯିବ ମ୍ୟାଚ୍‌, ଆୟୋଜକ ସାଜିବ ଆଫଗାନିସ୍ତାନ

15 Dec 2023 By The Sakala

ଧୋନିଙ୍କୁ ବିସିସିଆଇର ବଡ ସମ୍ମାନ, ଆଉ କେହି ପିନ୍ଧି ପାରିବେନି ୭ ନମ୍ବର ଜର୍ସି

ନୂଆଦିଲ୍ଲୀ:  ଭାରତୀୟ କ୍ରିକେଟ୍ ଟିମର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କୁ ବିସିସିଆଇର ବଡ ସମ୍ମାନ। ଧୋନିଙ୍କ ୭ ନଂ ଜର୍ସିକୁ ଅବସର ଦେଲା ଭାରତୀୟ କ୍ରିକେଟ୍ ଅଫ୍ କଣ୍ଟ୍ରୋଲ୍ ବୋର୍ଡ (ବିସିସିଆଇ)। ୭ ନଂ ଥିବା ଜର୍ସି ନ ପିନ୍ଧିବାକୁ ଖେଳାଳିମାନଙ୍କୁ ଜଣାଇଛି ବିସିସିଆଇ। ଧୋନିଙ୍କୁ ସମ୍ମାନ ଦେବା ସ୍ୱରୂପ ବିସିସିଆଇ ଏପରି ନିଷ୍ପତ୍ତି ନେଇଛି। ୭ ନମ୍ବର ଜର୍ସି ଅନ୍ୟ କୌଣସି ଭାରତୀୟ ଖେଳାଳିଙ୍କ ପାଇଁ ଉପଲବ୍ଧ ହେବ ନାହିଁ । ଆନ୍ତର୍ଜାତୀୟ କ୍ରିକେଟରୁ ମହେନ୍ଦ୍ର ସିଂହ ଧୋନି ୩ ବର୍ଷ ହେଲା ଅବସର ନେଇଛନ୍ତି ।

ପୂର୍ବରୁ ୨୦୧୭ ମସିହାରେ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ୧୦ ନଂ ଜର୍ସିକୁ ମଧ୍ୟ ଅବସର ଦିଆଯାଇଛି। ଏହି ସାର୍ଟ ନଂ-୧୦ ଅନ୍ୟ କୌଣସି କ୍ରିକେଟରଙ୍କୁ ଦିଆଯାଇନାହିଁ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର