ୱାଇଏସ୍‌ଆର୍‌ କଂଗ୍ରେସ ଦଳରେ ଯୋଗ ଦେଲେ ପୂର୍ବତନ ଭାରତୀୟ କ୍ରିକେଟର ଅମ୍ବାତି ରାୟୁଡୁ

The Sakala Picture
Published On

ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ କ୍ରିକେଟର ଅମ୍ବାତି ରାୟୁଡୁ ରାଜନୀତିକ କ୍ୟାରିୟର ଆରମ୍ଭ କରିଛନ୍ତି। ସେ ଆନ୍ଧ୍ରପ୍ରଦେଶ ରାଜନୀତିରେ ପ୍ରବେଶ କରିଛନ୍ତି। ୩୭ ବର୍ଷୀୟ ଅମ୍ବାତି ରାୟୁଡୁ ଜଗନ୍ ମୋହନ ରେଡ୍ଡୀଙ୍କ ପାର୍ଟିରେ ଯୋଗ ଦେଇଛନ୍ତି। ସେ ୱାଇଏସ୍‌ଆର କଂଗ୍ରେସରେ ଦଳର ସଭାପତି ଜଗନ୍ ମୋହନ ରେଡ୍ଡୀଙ୍କ ଉପସ୍ଥିତିରେ ଏହି ଦଳରେ ଯୋଗ ଦେଇଥିଲେ। ସୂଚନାଯୋଗ୍ୟ ଯେ, ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ମେ ୨୯ ରେ ରାୟୁଡୁ ତାଙ୍କର ଶେଷ କ୍ରିକେଟ୍ ମ୍ୟାଚ୍ ଖେଳିଥିଲେ। ଅମ୍ବାତି ରାୟୁଡୁ ଭାରତ […]

ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ କ୍ରିକେଟର ଅମ୍ବାତି ରାୟୁଡୁ ରାଜନୀତିକ କ୍ୟାରିୟର ଆରମ୍ଭ କରିଛନ୍ତି। ସେ ଆନ୍ଧ୍ରପ୍ରଦେଶ ରାଜନୀତିରେ ପ୍ରବେଶ କରିଛନ୍ତି। ୩୭ ବର୍ଷୀୟ ଅମ୍ବାତି ରାୟୁଡୁ ଜଗନ୍ ମୋହନ ରେଡ୍ଡୀଙ୍କ ପାର୍ଟିରେ ଯୋଗ ଦେଇଛନ୍ତି। ସେ ୱାଇଏସ୍‌ଆର କଂଗ୍ରେସରେ ଦଳର ସଭାପତି ଜଗନ୍ ମୋହନ ରେଡ୍ଡୀଙ୍କ ଉପସ୍ଥିତିରେ ଏହି ଦଳରେ ଯୋଗ ଦେଇଥିଲେ।

ଆହୁରି ପଢ଼ନ୍ତୁ: ଫେସବୁକ୍ 'ହାଏ'ରୁ ଆରମ୍ଭ ହୋଇଥିଲା ସଞ୍ଜୁ ସାମସନ୍ ଏବଂ ଚାରୁଲତାଙ୍କ ପ୍ରେମ କାହାଣୀ, ଜାଣନ୍ତୁ ଟି-୨୦ ବିଶ୍ୱକପ୍ ୨୦୨୬ ହିରୋଙ୍କ ଲଭ୍ ଷ୍ଟୋରୀ

ସୂଚନାଯୋଗ୍ୟ ଯେ, ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ମେ ୨୯ ରେ ରାୟୁଡୁ ତାଙ୍କର ଶେଷ କ୍ରିକେଟ୍ ମ୍ୟାଚ୍ ଖେଳିଥିଲେ। ଅମ୍ବାତି ରାୟୁଡୁ ଭାରତ ପାଇଁ ୫୫ଟି ଦିନିକିଆ ମ୍ୟାଚ୍ ଖେଳିଥିଲେ। ଏହି ଅବଧି ମଧ୍ୟରେ ସେ ୧୬୯୪ ରନ୍ ସ୍କୋର କରିଥିଲେ। ରାୟୁଡୁ ଦିନିକିଆରେ ୩ ଶତକ ସହ ​​୧୦ଟି ଅର୍ଦ୍ଧଶତକ ହାସଲ କରିଥିଲେ ।

ଆହୁରି ପଢ଼ନ୍ତୁ: ଟି-୨୦ ଟିମ୍‌ରୁ ସୂର୍ଯ୍ୟକୁମାର ଯାଦବ ବାଦ୍, ଶ୍ରେୟସ ଆୟର ହେଲେ ନୂଆ ଅଧିନାୟକ: କାରଣ ଖୋଲିଲେ ଅଜିତ ଅଗରକର

ଆହୁରି ପଢ଼ନ୍ତୁ: ଅବସର ପ୍ରଶ୍ନ ଉପରେ ସାମ୍ବାଦିକଙ୍କୁ ହରମନପ୍ରୀତ କୌରଙ୍କ କଡ଼ା ଜବାବ: 'ଆପଣ ଭାବୁଛନ୍ତି ମୁଁ ଖେଳିବା ଛାଡ଼ିଦେବା ଉଚିତ?'

28 Dec 2023 By The Sakala

ୱାଇଏସ୍‌ଆର୍‌ କଂଗ୍ରେସ ଦଳରେ ଯୋଗ ଦେଲେ ପୂର୍ବତନ ଭାରତୀୟ କ୍ରିକେଟର ଅମ୍ବାତି ରାୟୁଡୁ

ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ କ୍ରିକେଟର ଅମ୍ବାତି ରାୟୁଡୁ ରାଜନୀତିକ କ୍ୟାରିୟର ଆରମ୍ଭ କରିଛନ୍ତି। ସେ ଆନ୍ଧ୍ରପ୍ରଦେଶ ରାଜନୀତିରେ ପ୍ରବେଶ କରିଛନ୍ତି। ୩୭ ବର୍ଷୀୟ ଅମ୍ବାତି ରାୟୁଡୁ ଜଗନ୍ ମୋହନ ରେଡ୍ଡୀଙ୍କ ପାର୍ଟିରେ ଯୋଗ ଦେଇଛନ୍ତି। ସେ ୱାଇଏସ୍‌ଆର କଂଗ୍ରେସରେ ଦଳର ସଭାପତି ଜଗନ୍ ମୋହନ ରେଡ୍ଡୀଙ୍କ ଉପସ୍ଥିତିରେ ଏହି ଦଳରେ ଯୋଗ ଦେଇଥିଲେ।

ସୂଚନାଯୋଗ୍ୟ ଯେ, ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ମେ ୨୯ ରେ ରାୟୁଡୁ ତାଙ୍କର ଶେଷ କ୍ରିକେଟ୍ ମ୍ୟାଚ୍ ଖେଳିଥିଲେ। ଅମ୍ବାତି ରାୟୁଡୁ ଭାରତ ପାଇଁ ୫୫ଟି ଦିନିକିଆ ମ୍ୟାଚ୍ ଖେଳିଥିଲେ। ଏହି ଅବଧି ମଧ୍ୟରେ ସେ ୧୬୯୪ ରନ୍ ସ୍କୋର କରିଥିଲେ। ରାୟୁଡୁ ଦିନିକିଆରେ ୩ ଶତକ ସହ ​​୧୦ଟି ଅର୍ଦ୍ଧଶତକ ହାସଲ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର