ଆଫଗାନିସ୍ତାନ ବିପକ୍ଷ ଟି-ଟ୍ୱେଣ୍ଟି ସିରିଜ୍ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା, ଦଳକୁ ଫେରିଲେ ରୋହିତ ଓ ବିରାଟ

The Sakala Picture
Published On

ନୂଆଦିଲ୍ଲୀ: ଆଫଗାନିସ୍ତାନ ବିପକ୍ଷ ଟି-୨୦ ପାଇଁ ଘୋଷଣା ହେଲା ଭାରତୀୟ ଦଳ । ରୋହିତ ଶର୍ମା ଏବଂ ବିରାଟ କୋହଲି ଦଳକୁ ଫେରିଛନ୍ତି। ମହମ୍ମଦ ସିରାଜ ଏବଂ ଜଶପ୍ରିତ ବୁମରାଙ୍କୁ ବିଶ୍ରାମ ଦିଆଯାଇଛି। ବିସିସିଆଇ ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି । ଆସନ୍ତା ୧୧ ତାରିଖରୁ ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ଖେଳିବ ଭାରତ। ଟି-୨୦ ବିଶ୍ବକପ ପୂର୍ବରୁ ଏହା ଶେଷ ଟି-୨୦ ସିରିଜ ହୋଇଥିବାରୁ ବେଶ ଗୁରୁତ୍ବପୂର୍ଣ୍ଣ ରହିଛି। What do you […]

ନୂଆଦିଲ୍ଲୀ: ଆଫଗାନିସ୍ତାନ ବିପକ୍ଷ ଟି-୨୦ ପାଇଁ ଘୋଷଣା ହେଲା ଭାରତୀୟ ଦଳ । ରୋହିତ ଶର୍ମା ଏବଂ ବିରାଟ କୋହଲି ଦଳକୁ ଫେରିଛନ୍ତି। ମହମ୍ମଦ ସିରାଜ ଏବଂ ଜଶପ୍ରିତ ବୁମରାଙ୍କୁ ବିଶ୍ରାମ ଦିଆଯାଇଛି। ବିସିସିଆଇ ପକ୍ଷରୁ ଟ୍ବିଟ୍ କରି ଏହି ସୂଚନା ଦିଆଯାଇଛି । ଆସନ୍ତା ୧୧ ତାରିଖରୁ ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ଖେଳିବ ଭାରତ। ଟି-୨୦ ବିଶ୍ବକପ ପୂର୍ବରୁ ଏହା ଶେଷ ଟି-୨୦ ସିରିଜ ହୋଇଥିବାରୁ ବେଶ ଗୁରୁତ୍ବପୂର୍ଣ୍ଣ ରହିଛି।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା


ଭାରତୀୟ ଦଳ: ରୋହିତ ଶର୍ମା,ଗିଲ, ଜୟସ୍ବାଲ, ତିଲକ ବର୍ମା, ରିଙ୍କୁ ସିଂ,ଜିତେଶ ଶର୍ମା,ସଞ୍ଜୁ ସାମସନ,ଶିଭମ ଦୁବେ,ଓ୍ବାଶିଂଟନ ସୁନ୍ଦର, ଅକ୍ଷର ପଟେଲ, ରବି ବିଷ୍ଣୋଇ, କଲଦୀପ ଯାଦବ, ଅର୍ଶଦୀପ ସିଂ, ଆଭେସ ଖାନ୍, ମୁକେଶ କୁମାର।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର