ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ସମ୍ମାନଜନକ ଅର୍ଜୁନ ପୁରସ୍କାର ଗ୍ରହଣ କଲେ କ୍ରିକେଟର ମହମ୍ମଦ ସାମି

The Sakala Picture
Published On

ନୂଆଦିଲ୍ଲୀ: ୨୦୨୩ ବର୍ଷ ପାଇଁ ଭାରତୀୟ କ୍ରୀଡ଼ା ପୁରସ୍କାର ଘୋଷଣା କରାଯାଇଥିଲା।  ଅ‌ାଜି ଭାରତର ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅର୍ଜୁନ ପୁରସ୍କାର ପ୍ରଦାନ କରିଛନ୍ତି। ଦିନିକିଆ ଅନ୍ତର୍ଜାତୀୟ (ଓଡିଆଇ) ବିଶ୍ବକପ୍‌ ୨୦୨୩ରେ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଭାରତୀୟ କ୍ରିକେଟ୍ ବୋର୍ଡ ବିସିସିଆଇ ସାମିଙ୍କ ନାମ ସୁପାରିସ କରିଥିଲା। ସାମି ବିଶ୍ୱକପ୍ ୨୦୨୩ର ଶ୍ରେଷ୍ଠ ବୋଲର୍‌ ପାଲଟିଥିଲେ। ଚଳିତବର୍ଷ ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ହୋଇଥିବା ୨୬ ଜଣ କ୍ରୀଡ଼ାବିତଙ୍କ ତାଲିକାରେ […]

ନୂଆଦିଲ୍ଲୀ: ୨୦୨୩ ବର୍ଷ ପାଇଁ ଭାରତୀୟ କ୍ରୀଡ଼ା ପୁରସ୍କାର ଘୋଷଣା କରାଯାଇଥିଲା।  ଅ‌ାଜି ଭାରତର ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅର୍ଜୁନ ପୁରସ୍କାର ପ୍ରଦାନ କରିଛନ୍ତି। ଦିନିକିଆ ଅନ୍ତର୍ଜାତୀୟ (ଓଡିଆଇ) ବିଶ୍ବକପ୍‌ ୨୦୨୩ରେ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଭାରତୀୟ କ୍ରିକେଟ୍ ବୋର୍ଡ ବିସିସିଆଇ ସାମିଙ୍କ ନାମ ସୁପାରିସ କରିଥିଲା। ସାମି ବିଶ୍ୱକପ୍ ୨୦୨୩ର ଶ୍ରେଷ୍ଠ ବୋଲର୍‌ ପାଲଟିଥିଲେ। ଚଳିତବର୍ଷ ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ହୋଇଥିବା ୨୬ ଜଣ କ୍ରୀଡ଼ାବିତଙ୍କ ତାଲିକାରେ ପାରା ତୀରନ୍ଦାଜ ଶୀତଲ ଦେବୀଙ୍କ ନାମ ମଧ୍ୟ ରହିଛି।

ଆହୁରି ପଢ଼ନ୍ତୁ: ବିଶ୍ୱକପ୍ ଫାଇନାଲ୍ ୨୦୨୬: ଆର୍ଜେଣ୍ଟିନାକୁ ମାତ୍ ଦେଇ ଟାଇଟଲ୍ ହାତେଇଲା ସ୍ପେନ୍, ମେସିଙ୍କ ଯାଦୁ ଫିକା

ସାମିଙ୍କ ବ୍ୟତୀତ ବ୍ୟାଡମିଣ୍ଟନରେ ଷ୍ଟାର ଯୋଡ଼ି ଚିରାଗ ସେଟ୍ଟୀ ଏବଂ ସାତ୍ବିକସାଈରାଜ୍ ରେଙ୍କିରେଡ୍ଡୀଙ୍କୁ ଖେଳରେ ସର୍ବୋଚ୍ଚ ସମ୍ମାନ ଖେଳ ରତ୍ନ ଆଓ୍ବର୍ଡ ମିଳିଛି ।

ଆହୁରି ପଢ଼ନ୍ତୁ: ଜସପ୍ରୀତ ବୁମରାହଙ୍କ ବିନା ଲର୍ଡ୍ସରେ ଫେଲ୍ ମାରିଲା ଟିମ୍ ଇଣ୍ଡିଆ, ପଦାରେ ପଡ଼ିଲା ବୋଲିଂ ବିଭାଗର ବଡ଼ ଦୁର୍ବଳତା

ଅଜୁର୍ନ ପୁରୁସ୍କାର ପାଇବାକୁ ଥିବା କ୍ରୀଡ଼ାବିତମାନଙ୍କ ନାମ- ଓଜସ ପ୍ରବୀଣ ଦେଓତାଲେ (ତୀରନ୍ଦାଜି), ଅଦିତି ଗୋପୀଚାନ୍ଦ ସ୍ୱାମୀ (ତୀରନ୍ଦାଜି), ଶ୍ରୀଶଙ୍କର (ଆଥଲେଟିକ୍ସ), ପାରୁଲ ଚୌଧୁରୀ (ଆଥଲେଟିକ୍ସ), ମହମ୍ମଦ ହୁସାମୁଦ୍ଦିନ (ବକ୍ସର), ଆର ବୈଶାଳୀ (ଚେସ୍), ମହମ୍ମଦ ସାମି (କ୍ରିକେଟ୍), ଅନୁଷ ଅଗ୍ରୱାଲ (ଅଶ୍ୱାରୋହୀ), ଦିକ୍ଷା ଡାଗର (ଗଲ୍ଫ), କ୍ରିଷନ ବାହାଦୁର ପାଠକ (ହକି), ସୁଶୀଲା ଚାନୁ (ହକି), ପବନ କୁମାର (କବାଡି), ରିତୁ ନେଗି (କବାଡି), ନସରିନ (ଖୋ-ଖୋ), ପିଙ୍କି (ଲନ୍ ବାଉଲ୍ସ), ଐଶ୍ୱର୍ୟ୍ୟା ପ୍ରତାପ ସିଂହ ତୋମାର (ସୁଟିଂ)।  ଇଶା ସିଂହ (ସୁଟିଂ), ହରିନ୍ଦର ପାଲ ସିଂହ (ସ୍କ୍ୱାଶ), ଆୟିକା ମୁଖାର୍ଜୀ (ଟେବୁଲ ଟେନିସ), ସୁନୀଲ କୁମାର (କୁସ୍ତି), ଆଣ୍ଟିମ୍ (କୁସ୍ତି), ରୋଶିବିନା ଦେବୀ (ଉଶୁ), ଶୀତଲ ଦେବୀ (ପାରା ଆର୍ଚରୀ), ଅଜୟ କୁମାର (ଦୃଷ୍ଟିହୀନ କ୍ରିକେଟ), ପ୍ରାଚୀ ଯାଦବ (ପାରା କ୍ୟାନୋଇଙ୍ଗ୍)।

ଆହୁରି ପଢ଼ନ୍ତୁ: ସେପ୍ଟେମ୍ବରରେ ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ୍‌: ଦିଲ୍ଲୀରେ ଖେଳାଯିବ ମ୍ୟାଚ୍‌, ଆୟୋଜକ ସାଜିବ ଆଫଗାନିସ୍ତାନ

09 Jan 2024 By The Sakala

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ସମ୍ମାନଜନକ ଅର୍ଜୁନ ପୁରସ୍କାର ଗ୍ରହଣ କଲେ କ୍ରିକେଟର ମହମ୍ମଦ ସାମି

ନୂଆଦିଲ୍ଲୀ: ୨୦୨୩ ବର୍ଷ ପାଇଁ ଭାରତୀୟ କ୍ରୀଡ଼ା ପୁରସ୍କାର ଘୋଷଣା କରାଯାଇଥିଲା।  ଅ‌ାଜି ଭାରତର ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅର୍ଜୁନ ପୁରସ୍କାର ପ୍ରଦାନ କରିଛନ୍ତି। ଦିନିକିଆ ଅନ୍ତର୍ଜାତୀୟ (ଓଡିଆଇ) ବିଶ୍ବକପ୍‌ ୨୦୨୩ରେ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଭାରତୀୟ କ୍ରିକେଟ୍ ବୋର୍ଡ ବିସିସିଆଇ ସାମିଙ୍କ ନାମ ସୁପାରିସ କରିଥିଲା। ସାମି ବିଶ୍ୱକପ୍ ୨୦୨୩ର ଶ୍ରେଷ୍ଠ ବୋଲର୍‌ ପାଲଟିଥିଲେ। ଚଳିତବର୍ଷ ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ହୋଇଥିବା ୨୬ ଜଣ କ୍ରୀଡ଼ାବିତଙ୍କ ତାଲିକାରେ ପାରା ତୀରନ୍ଦାଜ ଶୀତଲ ଦେବୀଙ୍କ ନାମ ମଧ୍ୟ ରହିଛି।

ସାମିଙ୍କ ବ୍ୟତୀତ ବ୍ୟାଡମିଣ୍ଟନରେ ଷ୍ଟାର ଯୋଡ଼ି ଚିରାଗ ସେଟ୍ଟୀ ଏବଂ ସାତ୍ବିକସାଈରାଜ୍ ରେଙ୍କିରେଡ୍ଡୀଙ୍କୁ ଖେଳରେ ସର୍ବୋଚ୍ଚ ସମ୍ମାନ ଖେଳ ରତ୍ନ ଆଓ୍ବର୍ଡ ମିଳିଛି ।

ଅଜୁର୍ନ ପୁରୁସ୍କାର ପାଇବାକୁ ଥିବା କ୍ରୀଡ଼ାବିତମାନଙ୍କ ନାମ- ଓଜସ ପ୍ରବୀଣ ଦେଓତାଲେ (ତୀରନ୍ଦାଜି), ଅଦିତି ଗୋପୀଚାନ୍ଦ ସ୍ୱାମୀ (ତୀରନ୍ଦାଜି), ଶ୍ରୀଶଙ୍କର (ଆଥଲେଟିକ୍ସ), ପାରୁଲ ଚୌଧୁରୀ (ଆଥଲେଟିକ୍ସ), ମହମ୍ମଦ ହୁସାମୁଦ୍ଦିନ (ବକ୍ସର), ଆର ବୈଶାଳୀ (ଚେସ୍), ମହମ୍ମଦ ସାମି (କ୍ରିକେଟ୍), ଅନୁଷ ଅଗ୍ରୱାଲ (ଅଶ୍ୱାରୋହୀ), ଦିକ୍ଷା ଡାଗର (ଗଲ୍ଫ), କ୍ରିଷନ ବାହାଦୁର ପାଠକ (ହକି), ସୁଶୀଲା ଚାନୁ (ହକି), ପବନ କୁମାର (କବାଡି), ରିତୁ ନେଗି (କବାଡି), ନସରିନ (ଖୋ-ଖୋ), ପିଙ୍କି (ଲନ୍ ବାଉଲ୍ସ), ଐଶ୍ୱର୍ୟ୍ୟା ପ୍ରତାପ ସିଂହ ତୋମାର (ସୁଟିଂ)।  ଇଶା ସିଂହ (ସୁଟିଂ), ହରିନ୍ଦର ପାଲ ସିଂହ (ସ୍କ୍ୱାଶ), ଆୟିକା ମୁଖାର୍ଜୀ (ଟେବୁଲ ଟେନିସ), ସୁନୀଲ କୁମାର (କୁସ୍ତି), ଆଣ୍ଟିମ୍ (କୁସ୍ତି), ରୋଶିବିନା ଦେବୀ (ଉଶୁ), ଶୀତଲ ଦେବୀ (ପାରା ଆର୍ଚରୀ), ଅଜୟ କୁମାର (ଦୃଷ୍ଟିହୀନ କ୍ରିକେଟ), ପ୍ରାଚୀ ଯାଦବ (ପାରା କ୍ୟାନୋଇଙ୍ଗ୍)।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର