ଟି-୨୦ ବିଶ୍ୱକପରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା, ୱେଷ୍ଟଇଣ୍ଡିଜକୁ ମିଳିଲା ଉତ୍ତର ପାକିସ୍ତାନରୁ ଧମକ

The Sakala Picture
Published On

ନୂଆଦିଲ୍ଲୀ: ଟି-୨୦ ବିଶ୍ୱକପ୍‌ ସହ-ଆୟୋଜକ ୱେଷ୍ଟଇଣ୍ଡିଜକୁ ଆତଙ୍କୀ ଧମକ ମିଳିଛି। ଉତ୍ତର ପାକିସ୍ତାନରୁ ୱେଷ୍ଟଇଣ୍ଡିଜକୁ ଆତଙ୍କୀ ଧମକ ମିଳିଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି।ୱେଷ୍ଟଇଣ୍ଡିଜ ଏନେଇ ଦେଶବାସୀଙ୍କୁ ସୂଚନା ଦେବା ସହ ସମସ୍ତ ପ୍ରକାର ସାବଧାନତା ଅବଲମ୍ବନ କରାଯାଇଥିବା କହିଛି। ଉୱେଷ୍ଟଇଣ୍ଡିଜ୍ ସୁରକ୍ଷା ବାହିନୀ ପକ୍ଷରୁ କୁହାଯାଇଛି ଯେ, ଆମେ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛୁ ଏବଂ ସମ୍ପୃକ୍ତ ଅଧିକାରୀଙ୍କ ସହ ଘନିଷ୍ଠ ଯୋଗାଯୋଗରେ ଅଛୁ। କୌଣସି ପ୍ରକାର ଆକ୍ରମଣକୁ ଏଡାଇବା ପାଇଁ ଆମେ ସୁରକ୍ଷାକୁ […]

ନୂଆଦିଲ୍ଲୀ: ଟି-୨୦ ବିଶ୍ୱକପ୍‌ ସହ-ଆୟୋଜକ ୱେଷ୍ଟଇଣ୍ଡିଜକୁ ଆତଙ୍କୀ ଧମକ ମିଳିଛି। ଉତ୍ତର ପାକିସ୍ତାନରୁ ୱେଷ୍ଟଇଣ୍ଡିଜକୁ ଆତଙ୍କୀ ଧମକ ମିଳିଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି।ୱେଷ୍ଟଇଣ୍ଡିଜ ଏନେଇ ଦେଶବାସୀଙ୍କୁ ସୂଚନା ଦେବା ସହ ସମସ୍ତ ପ୍ରକାର ସାବଧାନତା ଅବଲମ୍ବନ କରାଯାଇଥିବା କହିଛି। ଉୱେଷ୍ଟଇଣ୍ଡିଜ୍ ସୁରକ୍ଷା ବାହିନୀ ପକ୍ଷରୁ କୁହାଯାଇଛି ଯେ, ଆମେ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛୁ ଏବଂ ସମ୍ପୃକ୍ତ ଅଧିକାରୀଙ୍କ ସହ ଘନିଷ୍ଠ ଯୋଗାଯୋଗରେ ଅଛୁ। କୌଣସି ପ୍ରକାର ଆକ୍ରମଣକୁ ଏଡାଇବା ପାଇଁ ଆମେ ସୁରକ୍ଷାକୁ କଡ଼ାକଡ଼ି କରିଛୁ।

ଆହୁରି ପଢ଼ନ୍ତୁ: "ଖେଳାଳିଙ୍କୁ ମାରିଦିଅନି", ବିସିସିଆଇର ବ୍ୟସ୍ତବହୁଳ କାର୍ଯ୍ୟସୂଚୀକୁ ନେଇ ବର୍ଷିଲେ ଲଳିତ ମୋଦୀ

ସୂଚନା ଅନୁଯାୟୀ. ୱେଷ୍ଟଇଣ୍ଡିଜ୍ ଓ ଆମେରିକାରେ ଜୁନ୍ ୧ରୁ ୨୯ ପର୍ଯ୍ୟନ୍ତ ଟି-୨୦ ବିଶ୍ୱକପ୍ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ୱେଷ୍ଟଇଣ୍ଡିଜର ଆଣ୍ଟିଗୁଆ ଏବଂ ବାରବୁଦା, ବାରବାଡୋସ୍, ଗୁୟାନା, ସେଣ୍ଟ ଲୁସିଆ, ଭିନ୍ସେଣ୍ଟ ଆଣ୍ଡ ଦି ଗ୍ରେନାଡାଇନ୍ସ, ଟ୍ରିନିଦାଦ ଏବଂ ଟୋବାଗୋରେ ବିଶ୍ୱକପ୍ ମ୍ୟାଚ୍ ଖେଳାଯିବ। ସେହିପରି ଆମେରିକାର ଫ୍ଲୋରିଡା, ନ୍ୟୁୟର୍କ ଏବଂ ଟେକ୍ସାସର ସହରଗୁଡିକରେ ମଧ୍ୟ ମ୍ୟାଚ୍ ଅଛି। ବାରବାଡୋସରେ ଫାଇନାଲ ମ୍ୟାଚ୍ ଖେଳାଯିବାକୁ ଧାର୍ଯ୍ୟ ହୋଇଥିବା ବେଳେ ଟ୍ରିନିଦାଦ ଏବଂ ଗୁୟାନାରେ ଦୁଇଟି ସେମିଫାଇନାଲ ଅନୁଷ୍ଠିତ ହେବ।

ଆହୁରି ପଢ଼ନ୍ତୁ: ଆଇପିଏଲ୍ ୨୦୨୬: ଧୋନିଙ୍କ ଆହତ ସମସ୍ୟାର ଅପଡେଟ୍, କେବେ ପଡ଼ିଆକୁ ଫେରିବେ ମାହି?

ଆହୁରି ପଢ଼ନ୍ତୁ: ମ୍ୟାଚ୍ ବିଜୟୀ ପ୍ରଦର୍ଶନ ପରେ ଗୁଜରାଟର ଶିକ୍ଷା ମନ୍ତ୍ରୀଙ୍କୁ ପୁରସ୍କାର ଉତ୍ସର୍ଗ କଲେ ରବୀନ୍ଦ୍ର ଜାଡେଜା

06 May 2024 By The Sakala

ଟି-୨୦ ବିଶ୍ୱକପରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା, ୱେଷ୍ଟଇଣ୍ଡିଜକୁ ମିଳିଲା ଉତ୍ତର ପାକିସ୍ତାନରୁ ଧମକ

ନୂଆଦିଲ୍ଲୀ: ଟି-୨୦ ବିଶ୍ୱକପ୍‌ ସହ-ଆୟୋଜକ ୱେଷ୍ଟଇଣ୍ଡିଜକୁ ଆତଙ୍କୀ ଧମକ ମିଳିଛି। ଉତ୍ତର ପାକିସ୍ତାନରୁ ୱେଷ୍ଟଇଣ୍ଡିଜକୁ ଆତଙ୍କୀ ଧମକ ମିଳିଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି।ୱେଷ୍ଟଇଣ୍ଡିଜ ଏନେଇ ଦେଶବାସୀଙ୍କୁ ସୂଚନା ଦେବା ସହ ସମସ୍ତ ପ୍ରକାର ସାବଧାନତା ଅବଲମ୍ବନ କରାଯାଇଥିବା କହିଛି। ଉୱେଷ୍ଟଇଣ୍ଡିଜ୍ ସୁରକ୍ଷା ବାହିନୀ ପକ୍ଷରୁ କୁହାଯାଇଛି ଯେ, ଆମେ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛୁ ଏବଂ ସମ୍ପୃକ୍ତ ଅଧିକାରୀଙ୍କ ସହ ଘନିଷ୍ଠ ଯୋଗାଯୋଗରେ ଅଛୁ। କୌଣସି ପ୍ରକାର ଆକ୍ରମଣକୁ ଏଡାଇବା ପାଇଁ ଆମେ ସୁରକ୍ଷାକୁ କଡ଼ାକଡ଼ି କରିଛୁ।

ସୂଚନା ଅନୁଯାୟୀ. ୱେଷ୍ଟଇଣ୍ଡିଜ୍ ଓ ଆମେରିକାରେ ଜୁନ୍ ୧ରୁ ୨୯ ପର୍ଯ୍ୟନ୍ତ ଟି-୨୦ ବିଶ୍ୱକପ୍ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ୱେଷ୍ଟଇଣ୍ଡିଜର ଆଣ୍ଟିଗୁଆ ଏବଂ ବାରବୁଦା, ବାରବାଡୋସ୍, ଗୁୟାନା, ସେଣ୍ଟ ଲୁସିଆ, ଭିନ୍ସେଣ୍ଟ ଆଣ୍ଡ ଦି ଗ୍ରେନାଡାଇନ୍ସ, ଟ୍ରିନିଦାଦ ଏବଂ ଟୋବାଗୋରେ ବିଶ୍ୱକପ୍ ମ୍ୟାଚ୍ ଖେଳାଯିବ। ସେହିପରି ଆମେରିକାର ଫ୍ଲୋରିଡା, ନ୍ୟୁୟର୍କ ଏବଂ ଟେକ୍ସାସର ସହରଗୁଡିକରେ ମଧ୍ୟ ମ୍ୟାଚ୍ ଅଛି। ବାରବାଡୋସରେ ଫାଇନାଲ ମ୍ୟାଚ୍ ଖେଳାଯିବାକୁ ଧାର୍ଯ୍ୟ ହୋଇଥିବା ବେଳେ ଟ୍ରିନିଦାଦ ଏବଂ ଗୁୟାନାରେ ଦୁଇଟି ସେମିଫାଇନାଲ ଅନୁଷ୍ଠିତ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର