ଅନ୍ତର୍ଜାତୀୟ ଫୁଟବଲରୁ ସୁନୀଲ ଛେତ୍ରୀଙ୍କ ଅବସର ଘୋଷଣା, ଜୁନ ୬ରେ କୁଏତ ବିପକ୍ଷରେ ଖେଳିବ ଶେଷ ମ୍ୟାଚ୍

The Sakala Picture
Published On

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କରିଛନ୍ତି କିମ୍ବଦନ୍ତୀ ଫୁଟବଲ ତାରକା ସୁନୀଲ ଛେତ୍ରୀ। ଜୁନ ୬ରେ କୁଏତ ବିପକ୍ଷ ଫିଫା ବିଶ୍ୱକପ୍ ଯୋଗ୍ୟତା ମ୍ୟାଚ୍ ପରେ ଅବସର ନେବେ ଛେତ୍ରୀ। ଏନେଇ ସେ ଆଜି ଏକ ଭିଡିଓ ବାର୍ତ୍ତା ଯୋଗେ ସୂଚନା ଦେଇଛନ୍ତି। ସୁନୀଲ ଛେତ୍ରୀ ବର୍ତ୍ତମାନ ଭାରତୀୟ ଫୁଟବଲ ଟିମର ଅଧିନାୟକ ଅଛନ୍ତି। ସେ ଭାରତ ପାଇଁ ୧୫୦ଟି ମ୍ୟାଚ୍ ଖେଳିଛନ୍ତି। ଦୀର୍ଘ ୨୦ ବର୍ଷର କ୍ୟାରିୟର ମଧ୍ୟରେ ୯୪ ଗୋଲ ସ୍କୋର ସହ […]

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କରିଛନ୍ତି କିମ୍ବଦନ୍ତୀ ଫୁଟବଲ ତାରକା ସୁନୀଲ ଛେତ୍ରୀ। ଜୁନ ୬ରେ କୁଏତ ବିପକ୍ଷ ଫିଫା ବିଶ୍ୱକପ୍ ଯୋଗ୍ୟତା ମ୍ୟାଚ୍ ପରେ ଅବସର ନେବେ ଛେତ୍ରୀ। ଏନେଇ ସେ ଆଜି ଏକ ଭିଡିଓ ବାର୍ତ୍ତା ଯୋଗେ ସୂଚନା ଦେଇଛନ୍ତି। ସୁନୀଲ ଛେତ୍ରୀ ବର୍ତ୍ତମାନ ଭାରତୀୟ ଫୁଟବଲ ଟିମର ଅଧିନାୟକ ଅଛନ୍ତି। ସେ ଭାରତ ପାଇଁ ୧୫୦ଟି ମ୍ୟାଚ୍ ଖେଳିଛନ୍ତି। ଦୀର୍ଘ ୨୦ ବର୍ଷର କ୍ୟାରିୟର ମଧ୍ୟରେ ୯୪ ଗୋଲ ସ୍କୋର ସହ ଅନେକ କୀର୍ତ୍ତି ହାସଲ କରିଛନ୍ତି ଛେତ୍ରୀ।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ଛେତ୍ରୀ ୨୦୧୯ରେ ଭାରତର ଚତୁର୍ଥ ସର୍ବୋଚ୍ଚ ନାଗରିକ ସମ୍ମାନ ପଦ୍ମଶ୍ରୀ ଏବଂ ୨୦୨୧ରେ ଖେଳ ରତ୍ନ ସମ୍ମାନରେ ସମ୍ମାନିତ ହୋଇଥିଲେ। ଛେତ୍ରୀ ୨୦୦୫ରେ ଡେବ୍ୟୁ କରିଥିଲେ।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର