ଜିମ୍ବାୱେ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା, ଶୁବମନ ଗିଲ୍‌ଙ୍କ ନେତୃତ୍ୱରେ ପଡିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ

The Sakala Picture
Published On

ନୂଆଦିଲ୍ଲୀ: ଟି-୨୦ ବିଶ୍ୱକପ ପରେ ଭାରତୀୟ ଟିମ ଜିମ୍ବାୱେ ଗସ୍ତରେ ଯିବ। ସେଠାରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯି । ଏହି ଗସ୍ତ ପାଇ ଶୁଭମନ ଗିଲଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରାଯାଇଛି। ଏହି ଗସ୍ତ ପାଇଁ ସମସ୍ତ ସିନିୟର ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି । ଜୁଲାଇ ୬ ରୁ ୫ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ମୁକାବିଲା ଖେଳାଯିବ । ଜୁଲାଇ ୭ରେ ଦ୍ୱିତୀୟ, ଜୁଲାଇ ୧୦ରେ ତୃତୀୟ, ଜୁଲାଇ […]

ନୂଆଦିଲ୍ଲୀ: ଟି-୨୦ ବିଶ୍ୱକପ ପରେ ଭାରତୀୟ ଟିମ ଜିମ୍ବାୱେ ଗସ୍ତରେ ଯିବ। ସେଠାରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯି । ଏହି ଗସ୍ତ ପାଇ ଶୁଭମନ ଗିଲଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରାଯାଇଛି। ଏହି ଗସ୍ତ ପାଇଁ ସମସ୍ତ ସିନିୟର ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି । ଜୁଲାଇ ୬ ରୁ ୫ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ମୁକାବିଲା ଖେଳାଯିବ । ଜୁଲାଇ ୭ରେ ଦ୍ୱିତୀୟ, ଜୁଲାଇ ୧୦ରେ ତୃତୀୟ, ଜୁଲାଇ ୧୩ରେ ଚତୁର୍ଥ ଓ ୧୪ରେ ୫ମ ମ୍ୟାଚ ଖେଳାଯିବ।

ଆହୁରି ପଢ଼ନ୍ତୁ: ସାମ୍ବାଦିକ ଛତ୍ରପତି ହତ୍ୟା ମାମଲାରେ ଡେରା ମୁଖ୍ୟ ରାମ ରହିମ ନିର୍ଦ୍ଦୋଷରେ ଖଲାସ, କିନ୍ତୁ ଜେଲରୁ ମିଳିବନି ମୁକ୍ତି

ଭାରତ ଟିମ: ଶୁଭମନ ଗିଲ (ଅଧିନାୟକ), ଯଶସ୍ୱୀ ଜୈସୱାଲ, ରିତୁରାଜ ଗାଏକ୍ୱାଡ, ଅଭିଷେକ ଶର୍ମା, ରିଙ୍କୁ ସିଂ, ସଞ୍ଜୁ ସାମସନ, ଧ୍ରୁବ ଜୁରେଲ, ନୀତିଶ ରେଡ୍ଡୀ, ରିୟାନ ପରାଗ, ୱାଶିଂଟନ ସୁନ୍ଦର, ରବି ବିଶ୍ନୋଇ, ଆଭେଶ ଖାଁ, ଖଲୀଲ ଅହମ୍ମଦ, ମୁକେଶ କୁମାର ଓ ତୁଷାର ଦେଶପାଣ୍ଡେ ।

24 Jun 2024 By The Sakala

ଜିମ୍ବାୱେ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା, ଶୁବମନ ଗିଲ୍‌ଙ୍କ ନେତୃତ୍ୱରେ ପଡିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ

ନୂଆଦିଲ୍ଲୀ: ଟି-୨୦ ବିଶ୍ୱକପ ପରେ ଭାରତୀୟ ଟିମ ଜିମ୍ବାୱେ ଗସ୍ତରେ ଯିବ। ସେଠାରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯି । ଏହି ଗସ୍ତ ପାଇ ଶୁଭମନ ଗିଲଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରାଯାଇଛି। ଏହି ଗସ୍ତ ପାଇଁ ସମସ୍ତ ସିନିୟର ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି । ଜୁଲାଇ ୬ ରୁ ୫ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ମୁକାବିଲା ଖେଳାଯିବ । ଜୁଲାଇ ୭ରେ ଦ୍ୱିତୀୟ, ଜୁଲାଇ ୧୦ରେ ତୃତୀୟ, ଜୁଲାଇ ୧୩ରେ ଚତୁର୍ଥ ଓ ୧୪ରେ ୫ମ ମ୍ୟାଚ ଖେଳାଯିବ।

ଭାରତ ଟିମ: ଶୁଭମନ ଗିଲ (ଅଧିନାୟକ), ଯଶସ୍ୱୀ ଜୈସୱାଲ, ରିତୁରାଜ ଗାଏକ୍ୱାଡ, ଅଭିଷେକ ଶର୍ମା, ରିଙ୍କୁ ସିଂ, ସଞ୍ଜୁ ସାମସନ, ଧ୍ରୁବ ଜୁରେଲ, ନୀତିଶ ରେଡ୍ଡୀ, ରିୟାନ ପରାଗ, ୱାଶିଂଟନ ସୁନ୍ଦର, ରବି ବିଶ୍ନୋଇ, ଆଭେଶ ଖାଁ, ଖଲୀଲ ଅହମ୍ମଦ, ମୁକେଶ କୁମାର ଓ ତୁଷାର ଦେଶପାଣ୍ଡେ ।

https://www.thesakala.in/sports/indias-squad-for-tour-of-zimbabwe-announced/article-33152
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର