ଟି-୨୦ ବିଶ୍ୱକପ୍‌ ସୁପର-୮ ମୁକାବିଲା: ରୋହିତଙ୍କ ବିସ୍ଫୋରକ ବ୍ୟାଟିଂ, ଅଷ୍ଟ୍ରେଲିଆକୁ ୨୦୬ ରନର ଟାର୍ଗେଟ ଦେଲା ଭାରତ

The Sakala Picture
Published On

ଗ୍ରୋସ୍ ଇସଲେଟ୍‌: ଉତ୍ତର ଆମେରିକାର ସେଣ୍ଟ ଲୁସିଆର ଗ୍ରୋସ୍ ଇସଲେଟ୍‌ର ଡାରେନ ସାମ୍ମି କ୍ରିକେଟ ଷ୍ଟାଡିୟମରେ ଭାରତ ଓ ଅଷ୍ଟ୍ରେଲିଆ ଟି-୨୦ ବିଶ୍ୱକପର ୫୧ତମ ମ୍ୟାଚରେ ଗ୍ରୁପ୍-୧ର ସୁପର ୮ ମ୍ୟାଚରେ ମୁହାଁମୁହିଁ ହୋଇଛନ୍ତି। ଅଷ୍ଟ୍ରେଲିଆ ଅଧିନାୟକ ମିଚେଲ ମାର୍ଶ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତୀୟ ଦଳ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ବରେ ବ୍ୟାଟିଂ ଆରମ୍ଭ କରିଥିଲା । ଭରତ ନିର୍ଦ୍ଧାରିତ ଓଭରରେ ୫ ୱିକେଟ ହରାଇ ୨୦୫ ରନ କରିଛି। […]

ଗ୍ରୋସ୍ ଇସଲେଟ୍‌: ଉତ୍ତର ଆମେରିକାର ସେଣ୍ଟ ଲୁସିଆର ଗ୍ରୋସ୍ ଇସଲେଟ୍‌ର ଡାରେନ ସାମ୍ମି କ୍ରିକେଟ ଷ୍ଟାଡିୟମରେ ଭାରତ ଓ ଅଷ୍ଟ୍ରେଲିଆ ଟି-୨୦ ବିଶ୍ୱକପର ୫୧ତମ ମ୍ୟାଚରେ ଗ୍ରୁପ୍-୧ର ସୁପର ୮ ମ୍ୟାଚରେ ମୁହାଁମୁହିଁ ହୋଇଛନ୍ତି। ଅଷ୍ଟ୍ରେଲିଆ ଅଧିନାୟକ ମିଚେଲ ମାର୍ଶ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତୀୟ ଦଳ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ବରେ ବ୍ୟାଟିଂ ଆରମ୍ଭ କରିଥିଲା । ଭରତ ନିର୍ଦ୍ଧାରିତ ଓଭରରେ ୫ ୱିକେଟ ହରାଇ ୨୦୫ ରନ କରିଛି। ଏହି ମ୍ୟାଚକୁ ଜିତିବାକୁ ହେଲେ ଅଷ୍ଟ୍ରେଲିଆକୁ ୨୦୬ ରନର ଆବଶ୍ୟକତା ରହିଛି।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

ଭାରତ ପକ୍ଷରୁ ବିରାଟ କୋହଲି ୫ ବଲରେ କୌଣସି ରନ ନ କରି ଆଉଟ ହୋଇଥିଲେ। ପରେ ପାରିକୁ ରୋହିତ ଶର୍ମା ଓ ଋଷଭ ପନ୍ତ ସମ୍ଭାଳିଥିଲେ। ଋଷଭ ପନ୍ତ ୧୪ ବଲରେ ୧୫ରନ କରି ଆଉଟ ହୋଇଥିଲେ। ଗୋଟିଏ ପଟେ ରୋହିତ ଶର୍ମା ଏକ ବିସ୍ଫୋରକ ଇଂନିସ ଖେଳିଥିଲେ। ରୋହିତ ଶର୍ମା ୪୧ ବଲରେ ୯୨ ରନ କରି ଆଉଟ ହୋଇଥିଲେ। ପରେ ସୂର୍ଯ୍ୟକୁମାର ଯାଦବ ୧୬ ବଲରେ ୩୧ ରନ କରି ଆଉଟ ହୋଇଥିଲେ। ଏହାପରେ ପାରିକୁ ଶିବମ୍ ଦୁବେ  ଓ ହାର୍ଦ୍ଦିକ ପାଣ୍ଡ୍ୟା  ସମ୍ଭାଳିଥିଲେ। ଶିବମ୍ ଦୁବେ ୨୨ ବଲରେ ୨୮ ରନ କରି ଆଉଟ ହୋଇଥିଲେ।  ହାର୍ଦ୍ଦିକ ପାଣ୍ଡ୍ୟା ୧୭ ବଲରେ ୨୭ ରନ କରି ଅପରାଜିତ ରହିଥିବା ବେଳେ ରବିନ୍ଦ୍ର ଜାଡେଜା ୫ ବଲରେ ୯ ରନ କରି ଅପରାଜିତ ରହିଥିଲେ।

ଆହୁରି ପଢ଼ନ୍ତୁ: ସଞ୍ଜୁ ସାମସନଙ୍କ ପାଇଁ ବିରାଟ କୋହଲିଙ୍କ ସ୍ୱତନ୍ତ୍ର ପୋଷ୍ଟ, କହିଲେ 'ରିଅଲି ହ୍ୟାପି ଫର ୟୁ ଚେଟ୍ଟା'

ଅଷ୍ଟ୍ରେଲିଆ ପକ୍ଷରୁ ମିଚେଲ ଷ୍ଟାର୍କ ଓ ମାର୍କସ ଷ୍ଟୋଇନିସ ୨ଟି ଲେଖାଏଁ ୱିକେଟ ନେଇଥିବା ବେଳେ ଜୋଶ ହାଜଲେଉଡ ଗୋଟିଏ  ୱିକେଟ ନେଇଥିଲେ।

ଆହୁରି ପଢ଼ନ୍ତୁ: ଭାରତ ଟି-୨୦ ବିଶ୍ୱକପ ଚମ୍ପିଅନ୍: ଫାଇନାଲରେ ନ୍ୟୁଜିଲାଣ୍ଡକୁ ୯୬ ରନ୍‌ରେ ହରାଇ ଟାଇଟଲ ହାତେଇଲା ଟିମ୍ ଇଣ୍ଡିଆ

24 Jun 2024 By The Sakala

ଟି-୨୦ ବିଶ୍ୱକପ୍‌ ସୁପର-୮ ମୁକାବିଲା: ରୋହିତଙ୍କ ବିସ୍ଫୋରକ ବ୍ୟାଟିଂ, ଅଷ୍ଟ୍ରେଲିଆକୁ ୨୦୬ ରନର ଟାର୍ଗେଟ ଦେଲା ଭାରତ

ଗ୍ରୋସ୍ ଇସଲେଟ୍‌: ଉତ୍ତର ଆମେରିକାର ସେଣ୍ଟ ଲୁସିଆର ଗ୍ରୋସ୍ ଇସଲେଟ୍‌ର ଡାରେନ ସାମ୍ମି କ୍ରିକେଟ ଷ୍ଟାଡିୟମରେ ଭାରତ ଓ ଅଷ୍ଟ୍ରେଲିଆ ଟି-୨୦ ବିଶ୍ୱକପର ୫୧ତମ ମ୍ୟାଚରେ ଗ୍ରୁପ୍-୧ର ସୁପର ୮ ମ୍ୟାଚରେ ମୁହାଁମୁହିଁ ହୋଇଛନ୍ତି। ଅଷ୍ଟ୍ରେଲିଆ ଅଧିନାୟକ ମିଚେଲ ମାର୍ଶ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତୀୟ ଦଳ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ବରେ ବ୍ୟାଟିଂ ଆରମ୍ଭ କରିଥିଲା । ଭରତ ନିର୍ଦ୍ଧାରିତ ଓଭରରେ ୫ ୱିକେଟ ହରାଇ ୨୦୫ ରନ କରିଛି। ଏହି ମ୍ୟାଚକୁ ଜିତିବାକୁ ହେଲେ ଅଷ୍ଟ୍ରେଲିଆକୁ ୨୦୬ ରନର ଆବଶ୍ୟକତା ରହିଛି।

ଭାରତ ପକ୍ଷରୁ ବିରାଟ କୋହଲି ୫ ବଲରେ କୌଣସି ରନ ନ କରି ଆଉଟ ହୋଇଥିଲେ। ପରେ ପାରିକୁ ରୋହିତ ଶର୍ମା ଓ ଋଷଭ ପନ୍ତ ସମ୍ଭାଳିଥିଲେ। ଋଷଭ ପନ୍ତ ୧୪ ବଲରେ ୧୫ରନ କରି ଆଉଟ ହୋଇଥିଲେ। ଗୋଟିଏ ପଟେ ରୋହିତ ଶର୍ମା ଏକ ବିସ୍ଫୋରକ ଇଂନିସ ଖେଳିଥିଲେ। ରୋହିତ ଶର୍ମା ୪୧ ବଲରେ ୯୨ ରନ କରି ଆଉଟ ହୋଇଥିଲେ। ପରେ ସୂର୍ଯ୍ୟକୁମାର ଯାଦବ ୧୬ ବଲରେ ୩୧ ରନ କରି ଆଉଟ ହୋଇଥିଲେ। ଏହାପରେ ପାରିକୁ ଶିବମ୍ ଦୁବେ  ଓ ହାର୍ଦ୍ଦିକ ପାଣ୍ଡ୍ୟା  ସମ୍ଭାଳିଥିଲେ। ଶିବମ୍ ଦୁବେ ୨୨ ବଲରେ ୨୮ ରନ କରି ଆଉଟ ହୋଇଥିଲେ।  ହାର୍ଦ୍ଦିକ ପାଣ୍ଡ୍ୟା ୧୭ ବଲରେ ୨୭ ରନ କରି ଅପରାଜିତ ରହିଥିବା ବେଳେ ରବିନ୍ଦ୍ର ଜାଡେଜା ୫ ବଲରେ ୯ ରନ କରି ଅପରାଜିତ ରହିଥିଲେ।

ଅଷ୍ଟ୍ରେଲିଆ ପକ୍ଷରୁ ମିଚେଲ ଷ୍ଟାର୍କ ଓ ମାର୍କସ ଷ୍ଟୋଇନିସ ୨ଟି ଲେଖାଏଁ ୱିକେଟ ନେଇଥିବା ବେଳେ ଜୋଶ ହାଜଲେଉଡ ଗୋଟିଏ  ୱିକେଟ ନେଇଥିଲେ।

https://www.thesakala.in/sports/india-set-australia-a-target-of-206-runs-icc-mens-t20-world-cup-2024/article-33155
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp