ଗୌତମ ଗମ୍ଭୀର ହେଲେ ଟିମ୍ ଇଣ୍ଡିଆର ନୂଆ ମୁଖ୍ୟ କୋଚ୍

The Sakala Picture
Published On

ନୂଆଦିଲ୍ଲୀ: ଟିମ ଇଣ୍ଡିଆକୁ ମିଳିଲେ ନୂଆ କୋଚ୍ । ଗୌତମ ଗମ୍ଭୀରଙ୍କ ନାମରେ ବାଜିଲା ମୋହର । ଗମ୍ଭୀର ଟିମ ଇଣ୍ଡିଆର ନୂଆ କୋଚ ଭାବେ ଦାୟିତ୍ବ ନେବା ନେଇ ଏକ୍ସରେ ସୂଚନା ଦେଲେ ବିସିସିଆଇ ଅଧ୍ୟକ୍ଷ ଜୟ ଶାହା । ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ସରିଥିବାବେଳେ ନୂଆ କୋଚ କିଏ ହେବେ ତାକୁ ନେଇ ଚର୍ଚ୍ଚା ହେଉଥିଲା । ତେବେ ଗମ୍ଭୀରକୁ ଗୁରୁ ଦାୟିତ୍ବ ମିଳିଛି । ସେ ପ୍ରଥମଥର ପାଇଁ କୋଚିଂ ଦେବାକୁ ଯାଉଛନ୍ତି […]

ନୂଆଦିଲ୍ଲୀ: ଟିମ ଇଣ୍ଡିଆକୁ ମିଳିଲେ ନୂଆ କୋଚ୍ । ଗୌତମ ଗମ୍ଭୀରଙ୍କ ନାମରେ ବାଜିଲା ମୋହର । ଗମ୍ଭୀର ଟିମ ଇଣ୍ଡିଆର ନୂଆ କୋଚ ଭାବେ ଦାୟିତ୍ବ ନେବା ନେଇ ଏକ୍ସରେ ସୂଚନା ଦେଲେ ବିସିସିଆଇ ଅଧ୍ୟକ୍ଷ ଜୟ ଶାହା । ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ସରିଥିବାବେଳେ ନୂଆ କୋଚ କିଏ ହେବେ ତାକୁ ନେଇ ଚର୍ଚ୍ଚା ହେଉଥିଲା । ତେବେ ଗମ୍ଭୀରକୁ ଗୁରୁ ଦାୟିତ୍ବ ମିଳିଛି । ସେ ପ୍ରଥମଥର ପାଇଁ କୋଚିଂ ଦେବାକୁ ଯାଉଛନ୍ତି । ଏହାପୂର୍ବରୁ ସେ ଲକ୍ଷ୍ନୌ ସୁପର ଜାଏଣ୍ଟ ଏବଂ କୋଲକାତା ନାଇଟ ରାଇଡର୍ସର ମେଣ୍ଟରଭାବେ କାମ କରିଛନ୍ତି । ଚଳିତ ବର୍ଷ କୋଲକାତା ନାଇଟ ରାଇଡର୍ସ ଚାମ୍ପିୟନ ହୋଇଥିଲା । ଅନ୍ୟପଟେ ଲକ୍ଷ୍ନୌରେ ଗମ୍ଭୀର ଦାୟିତ୍ବ ନେଇଥିବାବେଳେ ଦଳ ଗୋଟିଏଥର ଫାଇନାଲ ଖେଳିଥିବାବେଳେ ପରବର୍ଷ ପ୍ଲେଅଫରେ ସ୍ଥାନ ପକ୍କା କରିଥିଲା । ଏଣୁ ସେ ଟିମ ଇଣ୍ଡିଆର ଏହି ଗୁରୁ ଦାୟିତବକୁ ତୁଲାଇ ପାରିବେ ବୋଲି କ୍ରିକେଟ ବିଶେଷଜ୍ଞମାନେ ମତ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୪୬୦୭ ଡାକ୍ତର ପଦବୀ ଖାଲି: ବିଧାନସଭାରେ ଉଦବେଗଜନକ ତଥ୍ୟ ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ

09 Jul 2024 By The Sakala

ଗୌତମ ଗମ୍ଭୀର ହେଲେ ଟିମ୍ ଇଣ୍ଡିଆର ନୂଆ ମୁଖ୍ୟ କୋଚ୍

ନୂଆଦିଲ୍ଲୀ: ଟିମ ଇଣ୍ଡିଆକୁ ମିଳିଲେ ନୂଆ କୋଚ୍ । ଗୌତମ ଗମ୍ଭୀରଙ୍କ ନାମରେ ବାଜିଲା ମୋହର । ଗମ୍ଭୀର ଟିମ ଇଣ୍ଡିଆର ନୂଆ କୋଚ ଭାବେ ଦାୟିତ୍ବ ନେବା ନେଇ ଏକ୍ସରେ ସୂଚନା ଦେଲେ ବିସିସିଆଇ ଅଧ୍ୟକ୍ଷ ଜୟ ଶାହା । ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ସରିଥିବାବେଳେ ନୂଆ କୋଚ କିଏ ହେବେ ତାକୁ ନେଇ ଚର୍ଚ୍ଚା ହେଉଥିଲା । ତେବେ ଗମ୍ଭୀରକୁ ଗୁରୁ ଦାୟିତ୍ବ ମିଳିଛି । ସେ ପ୍ରଥମଥର ପାଇଁ କୋଚିଂ ଦେବାକୁ ଯାଉଛନ୍ତି । ଏହାପୂର୍ବରୁ ସେ ଲକ୍ଷ୍ନୌ ସୁପର ଜାଏଣ୍ଟ ଏବଂ କୋଲକାତା ନାଇଟ ରାଇଡର୍ସର ମେଣ୍ଟରଭାବେ କାମ କରିଛନ୍ତି । ଚଳିତ ବର୍ଷ କୋଲକାତା ନାଇଟ ରାଇଡର୍ସ ଚାମ୍ପିୟନ ହୋଇଥିଲା । ଅନ୍ୟପଟେ ଲକ୍ଷ୍ନୌରେ ଗମ୍ଭୀର ଦାୟିତ୍ବ ନେଇଥିବାବେଳେ ଦଳ ଗୋଟିଏଥର ଫାଇନାଲ ଖେଳିଥିବାବେଳେ ପରବର୍ଷ ପ୍ଲେଅଫରେ ସ୍ଥାନ ପକ୍କା କରିଥିଲା । ଏଣୁ ସେ ଟିମ ଇଣ୍ଡିଆର ଏହି ଗୁରୁ ଦାୟିତବକୁ ତୁଲାଇ ପାରିବେ ବୋଲି କ୍ରିକେଟ ବିଶେଷଜ୍ଞମାନେ ମତ ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର