ଭାରତ-ଜିମ୍ବାୱେ ତୃତୀୟ ଟି-୨୦: ୨୩ ରନରେ ଜିତିଲା ଟିମ୍ ଇଣ୍ଡିଆ

The Sakala Picture
Published On

ହରାରେ: ହରାରେର ହରାରେ ସ୍ପୋର୍ଟସ୍ କ୍ଲବ୍‌ରେ ଭାରତ-ଜିମ୍ବାୱେ ମଧ୍ୟରେ ଖେଳାଯାଉଥିବା ଆଜି ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତ ଜିମ୍ବାୱେକୁ ପରାଜିତ କରିଛି। ୧୮୩ ରନ୍‌ର ପିଛା କରି ଜିମ୍ବାୱେ ଦଳ ୨୦ ଓଭରରେ ୬ ୱି‌କେଟ ହରାଇ ୧୫୯ ରନ୍ କରିଥିଲା। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ଶୁଭମାନ ଗିଲ୍ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ।  ଟିମ୍ ଇଣ୍ଡିଆ ୪ ୱିକେଟ ହରାଇ ୧୮୨ ରନ୍ କରିଥିଲା। ଫଳରେ ଜିମ୍ବାଓେ ପାଇଁ ବିଜୟ […]

ହରାରେ: ହରାରେର ହରାରେ ସ୍ପୋର୍ଟସ୍ କ୍ଲବ୍‌ରେ ଭାରତ-ଜିମ୍ବାୱେ ମଧ୍ୟରେ ଖେଳାଯାଉଥିବା ଆଜି ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତ ଜିମ୍ବାୱେକୁ ପରାଜିତ କରିଛି। ୧୮୩ ରନ୍‌ର ପିଛା କରି ଜିମ୍ବାୱେ ଦଳ ୨୦ ଓଭରରେ ୬ ୱି‌କେଟ ହରାଇ ୧୫୯ ରନ୍ କରିଥିଲା। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ଶୁଭମାନ ଗିଲ୍ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ।  ଟିମ୍ ଇଣ୍ଡିଆ ୪ ୱିକେଟ ହରାଇ ୧୮୨ ରନ୍ କରିଥିଲା। ଫଳରେ ଜିମ୍ବାଓେ ପାଇଁ ବିଜୟ ଲକ୍ଷ୍ୟ ୧୮୩ ରନ୍ ରହିଥିଲା।

ଆହୁରି ପଢ଼ନ୍ତୁ: ଫିଫା ବିଶ୍ୱକପ୍ ଫାଇନାଲ୍ ପରାଜୟ ପରେ ମେସିଙ୍କ ଅବସର ଚର୍ଚ୍ଚା: ପ୍ରତିକ୍ରିୟା ରଖିଲେ କୋଚ୍ ଲିଓନେଲ୍ ସ୍କାଲୋନି

ଜିମ୍ବାୱେ ପକ୍ଷରୁ ୱେସଲି ମାଡେଭେରେ ୧ ରନ୍ କରିଥିବାବେଳେ ତାଡିୱାନାସେ ମାରୁମାନି ୧୩ ରନ୍ କରିଥିଲେ। ସେହିପରି ବ୍ରିୟାନ ବେନଫିଟ୍ ୪ ରନ୍, ଡିଅନ ମାୟର୍ସ ୬୫ ରନ୍, ସିକନ୍ଦର ରଜା ୧୫ ରନ୍ , ଜୋନାଥନ କ୍ୟାମ୍ପବେଲ ୧ ରନ୍ , କ୍ଲିଭ ମାଡାଣ୍ଡେ ୩୭ ରନ୍, ୱେଲିଙ୍ଗଟନ ମାସାକଡା ୧୮ ରନ୍ କରିଥିଲେ।

ଆହୁରି ପଢ଼ନ୍ତୁ: ଆସନ୍ତା ସେପ୍ଟେମ୍ବର ମାସରେ ଆନ୍ତର୍ଜାତୀୟ ଫୁଟବଲରୁ ଅବସର ନେବେ କ୍ରିଷ୍ଟିଆନୋ ରୋନାଲ୍ଡୋ!

ଟିମ୍ ଇଣ୍ଡିଆ ପକ୍ଷରୁ ଯଶସ୍ବୀ ଜୈୟସ୍ବାଲ ୩୬ ରନ୍ କରିଥିବାବେଳେ ଶୁଭମାନ ଗିଲ ରନ୍ ୬୬ କରିଥିଲେ। ସେହିପରି ଅଭିଷେକ ଶର୍ମା ୧୦ , ଋତୁରାଜ ଗାଇକୱାଡ ୪୯ , ସଞ୍ଜୁ ସାମସନ ୧୨ ଏବଂ ରିଙ୍କୁ ସିଂ ୧ ରନ୍ କରିଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୬: ପାରା ପାୱାରଲିଫ୍ଟିଂରେ ଇତିହାସ ରଚିଲେ ଝଣ୍ଡୁ କୁମାର, ଭାରତକୁ ମିଳିଲା ପ୍ରଥମ ପଦକ

10 Jul 2024 By The Sakala

ଭାରତ-ଜିମ୍ବାୱେ ତୃତୀୟ ଟି-୨୦: ୨୩ ରନରେ ଜିତିଲା ଟିମ୍ ଇଣ୍ଡିଆ

ହରାରେ: ହରାରେର ହରାରେ ସ୍ପୋର୍ଟସ୍ କ୍ଲବ୍‌ରେ ଭାରତ-ଜିମ୍ବାୱେ ମଧ୍ୟରେ ଖେଳାଯାଉଥିବା ଆଜି ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତ ଜିମ୍ବାୱେକୁ ପରାଜିତ କରିଛି। ୧୮୩ ରନ୍‌ର ପିଛା କରି ଜିମ୍ବାୱେ ଦଳ ୨୦ ଓଭରରେ ୬ ୱି‌କେଟ ହରାଇ ୧୫୯ ରନ୍ କରିଥିଲା। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ଶୁଭମାନ ଗିଲ୍ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ।  ଟିମ୍ ଇଣ୍ଡିଆ ୪ ୱିକେଟ ହରାଇ ୧୮୨ ରନ୍ କରିଥିଲା। ଫଳରେ ଜିମ୍ବାଓେ ପାଇଁ ବିଜୟ ଲକ୍ଷ୍ୟ ୧୮୩ ରନ୍ ରହିଥିଲା।

ଜିମ୍ବାୱେ ପକ୍ଷରୁ ୱେସଲି ମାଡେଭେରେ ୧ ରନ୍ କରିଥିବାବେଳେ ତାଡିୱାନାସେ ମାରୁମାନି ୧୩ ରନ୍ କରିଥିଲେ। ସେହିପରି ବ୍ରିୟାନ ବେନଫିଟ୍ ୪ ରନ୍, ଡିଅନ ମାୟର୍ସ ୬୫ ରନ୍, ସିକନ୍ଦର ରଜା ୧୫ ରନ୍ , ଜୋନାଥନ କ୍ୟାମ୍ପବେଲ ୧ ରନ୍ , କ୍ଲିଭ ମାଡାଣ୍ଡେ ୩୭ ରନ୍, ୱେଲିଙ୍ଗଟନ ମାସାକଡା ୧୮ ରନ୍ କରିଥିଲେ।

ଟିମ୍ ଇଣ୍ଡିଆ ପକ୍ଷରୁ ଯଶସ୍ବୀ ଜୈୟସ୍ବାଲ ୩୬ ରନ୍ କରିଥିବାବେଳେ ଶୁଭମାନ ଗିଲ ରନ୍ ୬୬ କରିଥିଲେ। ସେହିପରି ଅଭିଷେକ ଶର୍ମା ୧୦ , ଋତୁରାଜ ଗାଇକୱାଡ ୪୯ , ସଞ୍ଜୁ ସାମସନ ୧୨ ଏବଂ ରିଙ୍କୁ ସିଂ ୧ ରନ୍ କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର