ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪: ସୁଟିଂରେ ଭାରତକୁ ଆଉ ଏକ ବ୍ରୋଞ୍ଜ ପଦକ

The Sakala Picture
Published On

ପ୍ୟାରିସ୍: ଆଜି ପ୍ୟାରିସ୍ ଅଲିମ୍ପିକ୍ସର ଚତୁର୍ଥ ଦିନ। ଏହି ଚତୁର୍ଥ ଦିନରେ ଭାରତକୁ ମିଳିଛି ଦ୍ବିତୀୟ ମେଡାଲ । ସୁଟିଂରେ ଭାରତକୁ ଆଉ ଏକ ବ୍ରୋଞ୍ଜ ପଦକ ମିଳିଛି। ମଙ୍ଗଳବାର ମନୁ ଭାକର ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଇଭେଣ୍ଟରେ ସରବଜୋତ ସିିଂଙ୍କ ସହ ସାଥି ହୋଇ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ମନୁଙ୍କ ପାଇଁ ଚଳିତ ଅଲିମ୍ପିକ୍ସରେ ଏହା ୨ୟ ପଦକ। ଏଥିସହ ମନୁ ଅଲିମ୍ପିକ୍ସରେ ଇତିହାସ ରଚିଛନ୍ତି। ପ୍ରଥମ ଭାରତୀୟ ଭାବେ […]

ପ୍ୟାରିସ୍: ଆଜି ପ୍ୟାରିସ୍ ଅଲିମ୍ପିକ୍ସର ଚତୁର୍ଥ ଦିନ। ଏହି ଚତୁର୍ଥ ଦିନରେ ଭାରତକୁ ମିଳିଛି ଦ୍ବିତୀୟ ମେଡାଲ । ସୁଟିଂରେ ଭାରତକୁ ଆଉ ଏକ ବ୍ରୋଞ୍ଜ ପଦକ ମିଳିଛି। ମଙ୍ଗଳବାର ମନୁ ଭାକର ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଇଭେଣ୍ଟରେ ସରବଜୋତ ସିିଂଙ୍କ ସହ ସାଥି ହୋଇ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ମନୁଙ୍କ ପାଇଁ ଚଳିତ ଅଲିମ୍ପିକ୍ସରେ ଏହା ୨ୟ ପଦକ। ଏଥିସହ ମନୁ ଅଲିମ୍ପିକ୍ସରେ ଇତିହାସ ରଚିଛନ୍ତି। ପ୍ରଥମ ଭାରତୀୟ ଭାବେ ସେ ଗୋଟିଏ ଅଲିମ୍ପିକ୍ସରେ ୨ଟି ପଦକ ଜିତିଛନ୍ତି । ସ୍ବାଧୀନତା ପରେ କୌଣସି ଭାରତୀୟଙ୍କୁ ଏପରି ସଫଳତା ମିଳିଥିବା ସୂଚନା।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ଉଲ୍ଲେଖଥାଉ କି, ମନୁ ରବିବାର ୧୦ମି ଏୟାର ପିସ୍ତଲ ଇଭେଣ୍ଟରେ ତୃତୀୟ ସ୍ଥାନରେ ରହି ବ୍ରୋଞ୍ଜ ପଦକ ହାସଲ କରି ଭାରତ ପାଇଁ ପ୍ରଥମ ପଦକ ଜିତିବା ସହ ଇତିହାସ ସୃଷ୍ଟି କରିଥିଲେ।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର