କାନପୁର ଟେଷ୍ଟ: ବାଂଲାଦେଶକୁ ୭ ଓ୍ବିକେଟରେ ହରାଇ ସିରିଜ୍ କ୍ଲିନ୍ ସୁଇପ୍ କଲା ଭାରତ

The Sakala Picture
Published On

କାନପୁର: ଗ୍ରୀନପାର୍କ କାନପୁର ଟେଷ୍ଟରେ ଟିମ୍ ଇଣ୍ଡିଆର ଐତିହାସିକ ବିଜୟ । ଅନ୍ତିମ ଟେଷ୍ଟକୁ ୭ ଓ୍ବିକେଟରେ ଜିତି ନେଇ ସିରିଜ୍ କ୍ଲିନ୍ ସୁଇପ୍ କରିଛି ଭାରତୀୟ ଦଳ । ରବିଚନ୍ଦ୍ରନ ଅଶ୍ବୀନ ମ୍ୟାଚ୍ ଅଫ ଦି ଟୁର୍ଣ୍ଣାମେଣ୍ଟ ହୋଇଛନ୍ତି । ଦ୍ବିତୀୟ ଇନିଂସରେ ବାଂଲାଦେଶ ମାତ୍ର ୧୪୬ ରନ୍ କରି ଅଲଆଉଟ୍ ହୋଇଥିଲା । ଫଳରେ ଟିମ୍ ଇଣ୍ଡିଆକୁ ଦ୍ବିତୀୟ ଇନିଂସରେ ୯୫ରନର ଟାର୍ଗେଟ୍ ମିଳିଥିଲା । ରୋହିତ୍ ବାହିନୀରେ ମାତ୍ର ଦୁଇ ଓ୍ବିକେଟ୍ ହରାଇ […]

କାନପୁର: ଗ୍ରୀନପାର୍କ କାନପୁର ଟେଷ୍ଟରେ ଟିମ୍ ଇଣ୍ଡିଆର ଐତିହାସିକ ବିଜୟ । ଅନ୍ତିମ ଟେଷ୍ଟକୁ ୭ ଓ୍ବିକେଟରେ ଜିତି ନେଇ ସିରିଜ୍ କ୍ଲିନ୍ ସୁଇପ୍ କରିଛି ଭାରତୀୟ ଦଳ । ରବିଚନ୍ଦ୍ରନ ଅଶ୍ବୀନ ମ୍ୟାଚ୍ ଅଫ ଦି ଟୁର୍ଣ୍ଣାମେଣ୍ଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

ଦ୍ବିତୀୟ ଇନିଂସରେ ବାଂଲାଦେଶ ମାତ୍ର ୧୪୬ ରନ୍ କରି ଅଲଆଉଟ୍ ହୋଇଥିଲା । ଫଳରେ ଟିମ୍ ଇଣ୍ଡିଆକୁ ଦ୍ବିତୀୟ ଇନିଂସରେ ୯୫ରନର ଟାର୍ଗେଟ୍ ମିଳିଥିଲା । ରୋହିତ୍ ବାହିନୀରେ ମାତ୍ର ଦୁଇ ଓ୍ବିକେଟ୍ ହରାଇ ଲକ୍ଷ୍ୟକୁ ହାସଲ କରି ନେଇଛି । ପ୍ରଥମ ଇନିଂସରେ ଅର୍ଦ୍ଧଶତକ ହାସଲ କରିଥିଲା ଯଶସ୍ବୀ ଜୈସ୍ବାଲର ଦ୍ବିତୀୟ ପାଳିରେ ମଧ୍ୟ ଅର୍ଦ୍ଧଶତକ ମାରି ଟିମ୍ ଇଣ୍ଡିଆକୁ ବିଜୟ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର