ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ପଦକ : ଭାରଉତ୍ତୋଳନରେ ମୀରାବାଈ ଚାନୁ ଜିତିଲେ ରୌପ୍ୟ ପଦକ

The Sakala Picture
Published On

ଟୋକିଓ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ପଦକ । ଭାରଉତ୍ତୋଳନରେ ମୀରାବାଈ ଚାନୁ ଜିତିଲେ ରୌପ୍ୟ ପଦକ । ସେ ୪୯ କେ.ଜି ମହିଳା ବର୍ଗରେ ରୌପ୍ୟ ପଦକ ହାସଲ କରିଛନ୍ତି । ସେ ପ୍ରଥମ ପ୍ରୟାସରେ ୮୪ ଓ ଦ୍ୱିତୀୟ ପ୍ରୟାସରେ ୮୭ କେ.ଜି ସଫଳତାର ଉଠାଇଥିବା ବେଳେ ୮୯ କେ.ଜି ଉଠାଇବାରେ ଅସଫଳ ହୋଇଥିଲେ । ଏବଂ ରୌପ୍ୟ ପଦକ ହାସଲ କରିଛନ୍ତି । ଅପରପକ୍ଷରେ ତାଙ୍କ ପ୍ରତିଦ୍ୱନ୍ଦ୍ୱି ଚୀନର ହଉ ଜିହୁ ୯୪ କିଲୋ […]

ଟୋକିଓ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ପଦକ । ଭାରଉତ୍ତୋଳନରେ ମୀରାବାଈ ଚାନୁ ଜିତିଲେ ରୌପ୍ୟ ପଦକ । ସେ ୪୯ କେ.ଜି ମହିଳା ବର୍ଗରେ ରୌପ୍ୟ ପଦକ ହାସଲ କରିଛନ୍ତି । ସେ ପ୍ରଥମ ପ୍ରୟାସରେ ୮୪ ଓ ଦ୍ୱିତୀୟ ପ୍ରୟାସରେ ୮୭ କେ.ଜି ସଫଳତାର ଉଠାଇଥିବା ବେଳେ ୮୯ କେ.ଜି ଉଠାଇବାରେ ଅସଫଳ ହୋଇଥିଲେ । ଏବଂ ରୌପ୍ୟ ପଦକ ହାସଲ କରିଛନ୍ତି । ଅପରପକ୍ଷରେ ତାଙ୍କ ପ୍ରତିଦ୍ୱନ୍ଦ୍ୱି ଚୀନର ହଉ ଜିହୁ ୯୪ କିଲୋ ଉଠାଇ ଅଲିମ୍ପିକ୍ସ ରେକର୍ଡ ସ୍ଥାପନ କରିବା ସହ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ଏଥିସହିତ କ୍ଳିନ୍ ଆଣ୍ଡ ଜର୍କ ବର୍ଗରେ ଚାନୁ ୧୧୦ କିଲୋ ଉଠାଇବାରେ ସଫଳ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ଏବେ ଅଲୋଡ଼ା, ମାତ୍ର 'ଉତ୍ତରପ୍ରଦେଶ ଏବେ ‘୫-ଟି’ର ଶ୍ରେଷ୍ଠ ମଡେ଼ଲ'

24 Jul 2021 By The Sakala

ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ପଦକ : ଭାରଉତ୍ତୋଳନରେ ମୀରାବାଈ ଚାନୁ ଜିତିଲେ ରୌପ୍ୟ ପଦକ

ଟୋକିଓ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ପଦକ । ଭାରଉତ୍ତୋଳନରେ ମୀରାବାଈ ଚାନୁ ଜିତିଲେ ରୌପ୍ୟ ପଦକ । ସେ ୪୯ କେ.ଜି ମହିଳା ବର୍ଗରେ ରୌପ୍ୟ ପଦକ ହାସଲ କରିଛନ୍ତି । ସେ ପ୍ରଥମ ପ୍ରୟାସରେ ୮୪ ଓ ଦ୍ୱିତୀୟ ପ୍ରୟାସରେ ୮୭ କେ.ଜି ସଫଳତାର ଉଠାଇଥିବା ବେଳେ ୮୯ କେ.ଜି ଉଠାଇବାରେ ଅସଫଳ ହୋଇଥିଲେ । ଏବଂ ରୌପ୍ୟ ପଦକ ହାସଲ କରିଛନ୍ତି । ଅପରପକ୍ଷରେ ତାଙ୍କ ପ୍ରତିଦ୍ୱନ୍ଦ୍ୱି ଚୀନର ହଉ ଜିହୁ ୯୪ କିଲୋ ଉଠାଇ ଅଲିମ୍ପିକ୍ସ ରେକର୍ଡ ସ୍ଥାପନ କରିବା ସହ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ଏଥିସହିତ କ୍ଳିନ୍ ଆଣ୍ଡ ଜର୍କ ବର୍ଗରେ ଚାନୁ ୧୧୦ କିଲୋ ଉଠାଇବାରେ ସଫଳ ହୋଇଛନ୍ତି ।

https://www.thesakala.in/sports/indias-first-medal-in-olympics-mirabai-chanu-wins-silver-in-weightlifting/article-4062
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର