ଟୋକିଓ ଅଲିମ୍ପିକ୍ସ: ୧୦୦ ମିଟର ଦୌଡ଼ରେ ନିରାଶ କଲେ ଦୂତୀ , ପଦକ ନିଶ୍ଚିତ କଲେ ବକ୍ସର ଲଭ୍‌ଲିନା

The Sakala Picture
Published On

ଟୋକିଓ ଅଲିମ୍ପିକ୍ସରେ ଶୁକ୍ରବାର ଭାରତ ପାଇଁ ଭଲ ଦିନ ରହିଥିବା ବେଳେ ନିରାଶ କରିଛନ୍ତି ସ୍ପ୍ରିଣ୍ଟର ଦୂତୀ ଚାନ୍ଦ। ୧୦୦ ମିଟର ଦୌଡ (ରାଉଣ୍ଡ-୧)ର ୭ମ ସ୍ଥାନରେ ରହିଛନ୍ତି  ଦୂତୀ । ହେଲେ  ଆଉ ଏକ ପଦକ ନିଶ୍ଚିତ କରିଛନ୍ତି ବକ୍ସର ଲଭଲିନା । କ୍ୱାର୍ଟର ଫାଇନାଲରେ ତାଇପେଇର ନନ-ଚିନ-ଚେନଙ୍କୁ ହରାଇଛନ୍ତି। ଲଭଲିନା ବୋର୍ଗୋହେଁ ୪-୧ରେ ଚାଇନାକୁ ହରାଇ ୬୯ ବର୍ଗରେ ବିଜୟୀ ହୋଇଛନ୍ତି । ଅଲିମ୍ପିକ୍ସରେ ଭାରତ ପାଇଁ ଆଉ ଏକ ପଦକ ନିଶ୍ଚିତ ହୋଇଛି। […]

ଟୋକିଓ ଅଲିମ୍ପିକ୍ସରେ ଶୁକ୍ରବାର ଭାରତ ପାଇଁ ଭଲ ଦିନ ରହିଥିବା ବେଳେ ନିରାଶ କରିଛନ୍ତି ସ୍ପ୍ରିଣ୍ଟର ଦୂତୀ ଚାନ୍ଦ। ୧୦୦ ମିଟର ଦୌଡ (ରାଉଣ୍ଡ-୧)ର ୭ମ ସ୍ଥାନରେ ରହିଛନ୍ତି  ଦୂତୀ । ହେଲେ  ଆଉ ଏକ ପଦକ ନିଶ୍ଚିତ କରିଛନ୍ତି ବକ୍ସର ଲଭଲିନା । କ୍ୱାର୍ଟର ଫାଇନାଲରେ ତାଇପେଇର ନନ-ଚିନ-ଚେନଙ୍କୁ ହରାଇଛନ୍ତି। ଲଭଲିନା ବୋର୍ଗୋହେଁ ୪-୧ରେ ଚାଇନାକୁ ହରାଇ ୬୯ ବର୍ଗରେ ବିଜୟୀ ହୋଇଛନ୍ତି । ଅଲିମ୍ପିକ୍ସରେ ଭାରତ ପାଇଁ ଆଉ ଏକ ପଦକ ନିଶ୍ଚିତ ହୋଇଛି।

ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା

 

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ୃୃ

ଆହୁରି ପଢ଼ନ୍ତୁ: ବୟସ ଜାଲିଆତି ପାଇଁ ଫସିଲେ ରୋହିତ ଯାଦବ: ଅଷ୍ଟ୍ରେଲିଆ ସିରିଜ୍ ପୂର୍ବରୁ ଅଣ୍ଡର-୧୯ ଦଳରେ ବଡ଼ ପରିବର୍ତ୍ତନ କଲା ବିସିସିଆଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର