ଓ୍ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା; ଗିଲଙ୍କୁ ଅଧିନାୟକ ଓ ଜାଡେଜାଙ୍କୁ ମିଳିଲା ଉପ ଅଧିନାୟକ ଦାୟିତ୍ୱ

The Sakala Picture
Published On

ନୂଆଦିଲ୍ଲୀ: ଓ୍ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଘୋଷଣା ହେଲା ଭାରତୀୟ ଦଳ । ଜାଡେଜାଙ୍କୁ ମିଳିଲା ଉପ ଅଧିନାୟକ ଦାୟିତ୍ୱ । ବାଦ ପଡ଼ିଲେ କରୁଣ ନାୟର, ଦଳକୁ ଫେରିଲେ ଦେବଦତ୍ତ ପାଡିକଲ। 🚨 Presenting #TeamIndia's squad for the West Indies Test series 🔽#INDvWI | @IDFCFIRSTBank pic.twitter.com/S4D5mDGJNN — BCCI (@BCCI) September 25, 2025 ଭାରତୀୟ ଟେଷ୍ଟ ଟିମ୍: ଶୁବମନ ଗିଲ୍(ଅଧିନାୟକ), ଯଶସ୍ବୀ ଜୟସୱାଲ, କେଏଲ ରାହୁଲ, ସାଇ […]

ନୂଆଦିଲ୍ଲୀ: ଓ୍ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଘୋଷଣା ହେଲା ଭାରତୀୟ ଦଳ । ଜାଡେଜାଙ୍କୁ ମିଳିଲା ଉପ ଅଧିନାୟକ ଦାୟିତ୍ୱ । ବାଦ ପଡ଼ିଲେ କରୁଣ ନାୟର, ଦଳକୁ ଫେରିଲେ ଦେବଦତ୍ତ ପାଡିକଲ।

ଆହୁରି ପଢ଼ନ୍ତୁ: କମ୍‌‌ ପଇସାରେ ହାଲୁକା ନିଶା: କଫ୍‌‌ ସିରପ୍‌‌ ମାୟାରେ ଟୁଇନସିଟିର ଯୁବପିଢ଼ି

ଭାରତୀୟ ଟେଷ୍ଟ ଟିମ୍: ଶୁବମନ ଗିଲ୍(ଅଧିନାୟକ), ଯଶସ୍ବୀ ଜୟସୱାଲ, କେଏଲ ରାହୁଲ, ସାଇ ସୁଦର୍ଶନ, ଦେବଦତ୍ତ ପାଡିକିଲ୍ଲ, ଧ୍ରୁବ ଜୁରେଲ (ୱିକେଟ କିପର), ରବିନ୍ଦ୍ର ଜାଡେଜା ( ଉପଅଧିନାୟକ), ୱାଂଶିଟନ ସୁନ୍ଦର, ଜସପ୍ରୀତ ବୁମରା, ଅକ୍ଷର ପଟେଲ, ନୀତୀଶ କୁମାର ରେଡ୍ଡୀ, ଏନ ଜଗଦୀଶନ(ୱିକେଟକପିର), ମହମ୍ମଦ ସିରାଜ, ପ୍ରସିଦ୍ଧ କ୍ରିଷ୍ଣା, କୁଲଦୀପ ଯାଦବ ।

25 Sep 2025 By The Sakala

ଓ୍ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା; ଗିଲଙ୍କୁ ଅଧିନାୟକ ଓ ଜାଡେଜାଙ୍କୁ ମିଳିଲା ଉପ ଅଧିନାୟକ ଦାୟିତ୍ୱ

ନୂଆଦିଲ୍ଲୀ: ଓ୍ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଘୋଷଣା ହେଲା ଭାରତୀୟ ଦଳ । ଜାଡେଜାଙ୍କୁ ମିଳିଲା ଉପ ଅଧିନାୟକ ଦାୟିତ୍ୱ । ବାଦ ପଡ଼ିଲେ କରୁଣ ନାୟର, ଦଳକୁ ଫେରିଲେ ଦେବଦତ୍ତ ପାଡିକଲ।

ଭାରତୀୟ ଟେଷ୍ଟ ଟିମ୍: ଶୁବମନ ଗିଲ୍(ଅଧିନାୟକ), ଯଶସ୍ବୀ ଜୟସୱାଲ, କେଏଲ ରାହୁଲ, ସାଇ ସୁଦର୍ଶନ, ଦେବଦତ୍ତ ପାଡିକିଲ୍ଲ, ଧ୍ରୁବ ଜୁରେଲ (ୱିକେଟ କିପର), ରବିନ୍ଦ୍ର ଜାଡେଜା ( ଉପଅଧିନାୟକ), ୱାଂଶିଟନ ସୁନ୍ଦର, ଜସପ୍ରୀତ ବୁମରା, ଅକ୍ଷର ପଟେଲ, ନୀତୀଶ କୁମାର ରେଡ୍ଡୀ, ଏନ ଜଗଦୀଶନ(ୱିକେଟକପିର), ମହମ୍ମଦ ସିରାଜ, ପ୍ରସିଦ୍ଧ କ୍ରିଷ୍ଣା, କୁଲଦୀପ ଯାଦବ ।

https://www.thesakala.in/sports/teamindias-squad-for-the-west-indies-test-series/article-42480
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର