ମନୋରଞ୍ଜନ
ଓଡ଼ିଶା
କ୍ରିକେଟର ସମସ୍ତ ପ୍ରକାର ଫର୍ମାଟରୁ ଅବସର ଘୋଷଣା କଲେ ଡେଲ ଷ୍ଟେନ୍
କ୍ରିକେଟକୁ ଅଲବିଦା କଲେ ଡେଲ ଷ୍ଟେନ । କ୍ରିକେଟର ସମସ୍ତ ପ୍ରକାର ଫର୍ମାଟରୁ ଅବସର ନେଇଥିବା ଘୋଷଣା କଲେ ଦକ୍ଷିଣ ଆଫ୍ରିକାର ଦ୍ରୁତ ବୋଲର ଡେଲ ଷ୍ଟେନ୍ । ଟେଷ୍ଟ କ୍ରିକେଟ୍ ହେଉ ଅବା ଦିନିକିଆ ସବୁଥିରେ ତାଙ୍କର ଦମଦାର ପ୍ରଦର୍ଶନ ଦେଖିବାକୁ ମିଳୁଥିଲା । ୩୮ ବର୍ଷୀୟ ଏହି ପେସ ବୋଲର ତାଙ୍କ କ୍ୟାରିୟରରେ ୯୩ ଟେଷ୍ଟ, ୧୨୫ ଦିନିକିଆ ଓ ୪୭ ଟି୨୦ ମ୍ୟାଚ ଖେଳିଛନ୍ତି । ହେଲେ ଏବେ ସେ ସମସ୍ତ ପ୍ରକାର […]
କ୍ରିକେଟକୁ ଅଲବିଦା କଲେ ଡେଲ ଷ୍ଟେନ । କ୍ରିକେଟର ସମସ୍ତ ପ୍ରକାର ଫର୍ମାଟରୁ ଅବସର ନେଇଥିବା ଘୋଷଣା କଲେ ଦକ୍ଷିଣ ଆଫ୍ରିକାର ଦ୍ରୁତ ବୋଲର ଡେଲ ଷ୍ଟେନ୍ । ଟେଷ୍ଟ କ୍ରିକେଟ୍ ହେଉ ଅବା ଦିନିକିଆ ସବୁଥିରେ ତାଙ୍କର ଦମଦାର ପ୍ରଦର୍ଶନ ଦେଖିବାକୁ ମିଳୁଥିଲା । ୩୮ ବର୍ଷୀୟ ଏହି ପେସ ବୋଲର ତାଙ୍କ କ୍ୟାରିୟରରେ ୯୩ ଟେଷ୍ଟ, ୧୨୫ ଦିନିକିଆ ଓ ୪୭ ଟି୨୦ ମ୍ୟାଚ ଖେଳିଛନ୍ତି । ହେଲେ ଏବେ ସେ ସମସ୍ତ ପ୍ରକାର କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ।
ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା
Announcement. pic.twitter.com/ZvOoeFkp8w
ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ— Dale Steyn (@DaleSteyn62) August 31, 2021






