ଦେଶ ପାଇଁ ଗୌରବ ଶୁଟର୍ ଅବନୀ ଲଖେରା: ଟୋକିଓ ପାରାଲିମ୍ପିକ୍ସରେ ଜିତିଲେ ଦ୍ବିତୀୟ ପଦକ, ସ୍ବର୍ଣ୍ଣପରେ ଆଜି ପୁଣି ଆଣିଲେ ବ୍ରୋଞ୍ଜ

The Sakala Picture
Published On

ଟୋକିଓ: ଚଳିତ ଟୋକିଓ ପାରାଲିମ୍ପିକ୍ସରେ ଇତିହାସ ରଚିଛନ୍ତି ଶୁଟର୍ ଅବନୀ ଲଖେରା। ଅବନୀ ପାରାଲିମ୍ପିକ୍ସରେ ତାଙ୍କର ଦ୍ୱିତୀୟ ପଦକ ଜିତିଛନ୍ତି। ଶୁକ୍ରବାର ଅବନୀ ମହିଳାଙ୍କ ୫୦ ମିଟର୍ ରାଇଫଲ୍-୩ ପୋଜିସନ୍ ଏସଏଚ୍-୧ରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ଏହି ପଦକ ସହ ଭାରତର ପଦକ ସଂଖ୍ୟା ୧୨ରେ ପହଞ୍ଚି ଯାଇଛି। ମୋଟ ପଦକ ମଧ୍ଯରେ ୨ଟି ଗୋଲ୍ଡ, ୬ଟି ରୌପ୍ଯ ଓ ଟି ୪ବ୍ରୋଞ୍ଜ ପଦକ ରହିଛି। ଏହା ପୂର୍ବରୁ ଅବନୀ ମହିଳାଙ୍କ ଆର୍-୨ ୧୦ ମିଟର୍ ଏୟାର୍ […]

ଟୋକିଓ: ଚଳିତ ଟୋକିଓ ପାରାଲିମ୍ପିକ୍ସରେ ଇତିହାସ ରଚିଛନ୍ତି ଶୁଟର୍ ଅବନୀ ଲଖେରା। ଅବନୀ ପାରାଲିମ୍ପିକ୍ସରେ ତାଙ୍କର ଦ୍ୱିତୀୟ ପଦକ ଜିତିଛନ୍ତି। ଶୁକ୍ରବାର ଅବନୀ ମହିଳାଙ୍କ ୫୦ ମିଟର୍ ରାଇଫଲ୍-୩ ପୋଜିସନ୍ ଏସଏଚ୍-୧ରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ଏହି ପଦକ ସହ ଭାରତର ପଦକ ସଂଖ୍ୟା ୧୨ରେ ପହଞ୍ଚି ଯାଇଛି। ମୋଟ ପଦକ ମଧ୍ଯରେ ୨ଟି ଗୋଲ୍ଡ, ୬ଟି ରୌପ୍ଯ ଓ ଟି ୪ବ୍ରୋଞ୍ଜ ପଦକ ରହିଛି।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ

ଏହା ପୂର୍ବରୁ ଅବନୀ ମହିଳାଙ୍କ ଆର୍-୨ ୧୦ ମିଟର୍ ଏୟାର୍ ରାଇଫଲ୍ କ୍ଲାସ୍ ଏସଏଚ୍-୧ରେ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଥିଲେ। ସେ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିବାରେ ପ୍ରଥମ ଭାରତୀୟ ମହିଳା ହୋଇଛନ୍ତି। ଏବେ ବ୍ରୋଞ୍ଜ ପଦକ ଜିତି ଅବନୀ ଆଉଏକ ଇତିହାସ ରଚିଛନ୍ତି। ଅବନୀ ଭାରତର ପ୍ରଥମ ଆଥଲେଟ୍ ଭାବେ କୌଣସି ପାରାଲିମ୍ପିକ୍ସରେ ଡବଲ୍ ପଦକ ଜିତିବାର ଗୌରବ ଅର୍ଜନ କରିଛନ୍ତି।

ଆହୁରି ପଢ଼ନ୍ତୁ: ଏସୀୟ କ୍ରୀଡ଼ା ୨୦୨୬: ଥମିଲା ହୋଟେଲ ବିବାଦ, ଆୟୋଜକଙ୍କ ବ୍ୟବସ୍ଥାରେ ରହିବେ ଭାରତୀୟ କ୍ରିକେଟର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର