ମନୋରଞ୍ଜନ
ଓଡ଼ିଶା
ଟୋକିଓ ପାରା ଅଲିମ୍ପିକ୍ସରେ ଭାରତକୁ ଶୁଟିଂରେ ଡବଲ ମେଡାଲ; ମନୀଷ ଜିତିଲେ ସ୍ଵର୍ଣ୍ଣ, ସିଂହରାଜଙ୍କୁ ରୌପ୍ୟ
ଟୋକିଓ : ଟୋକିଓ ପାରା ଅଲିମ୍ପିକ୍ସର ଏକାଦଶତମ ଦିବସରେ ଭାରତ ଉପରେ ପଦକ ବର୍ଷା ହୋଇଛି । ସୁଟିଂରେ କମାଲ କରିଛନ୍ତି ଭାରାତୀୟ ପାରାସୁଟର । ସୁଟିଂରେ ଦୁଇଟି ପଦକ ପାଇଛି ଭାରତ । ଭାରତୀୟ ଶୁଟର ମନୀଷ ନରୱାଲ ବିଶ୍ୱ ପାରାଲିମ୍ପିକ୍ସ ରେକର୍ଡ ସହ ସ୍ୱର୍ଣ୍ଣ ପଦକ ଜିତିଥିବା ବେଳେ ସିଂହରାଜ ରୌପ୍ୟ ପଦକ ଜିତିଛନ୍ତି। ୫୦ ମିଟର ପିସ୍ତଲ ଏସଏଚ୍-୧ରେ ଉଭୟ ପଦକ ଜିତିଛନ୍ତି। ୩ଟି ସ୍ଵର୍ଣ୍ଣ ସହ ଭାରତର ପଦକ ସଂଖ୍ୟା ୧୫କୁ […]
ଟୋକିଓ : ଟୋକିଓ ପାରା ଅଲିମ୍ପିକ୍ସର ଏକାଦଶତମ ଦିବସରେ ଭାରତ ଉପରେ ପଦକ ବର୍ଷା ହୋଇଛି । ସୁଟିଂରେ କମାଲ କରିଛନ୍ତି ଭାରାତୀୟ ପାରାସୁଟର । ସୁଟିଂରେ ଦୁଇଟି ପଦକ ପାଇଛି ଭାରତ । ଭାରତୀୟ ଶୁଟର ମନୀଷ ନରୱାଲ ବିଶ୍ୱ ପାରାଲିମ୍ପିକ୍ସ ରେକର୍ଡ ସହ ସ୍ୱର୍ଣ୍ଣ ପଦକ ଜିତିଥିବା ବେଳେ ସିଂହରାଜ ରୌପ୍ୟ ପଦକ ଜିତିଛନ୍ତି। ୫୦ ମିଟର ପିସ୍ତଲ ଏସଏଚ୍-୧ରେ ଉଭୟ ପଦକ ଜିତିଛନ୍ତି। ୩ଟି ସ୍ଵର୍ଣ୍ଣ ସହ ଭାରତର ପଦକ ସଂଖ୍ୟା ୧୫କୁ ବୃଦ୍ଧି ହୋଇଛି।
ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା
ସୂଚନା ଅନୁଯାୟୀ, ପୁରୁଷ ମିକ୍ସଡ୍ ୫୦ ମିଟର ପିସ୍ତଲ ଇଭେଣ୍ଟରେ ମନୀଷ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ଏହି ସମାନ ଇଭେଣ୍ଟରେ ରୋପ୍ୟ ପଦକ ମଧ୍ୟ ଭାରତ ହାତେଇଛି। ଏହି ମେଡାଲକୁ ହାତେଇଛନ୍ତି ସିଘଂରାଜ ଅଧାନା । ମନୀଷ ଏବଂ ସିଂରାଜଙ୍କ ମଧ୍ୟରେ ସ୍ୱର୍ଣ୍ଣ ପଦକ ପାଇଁ ଏକ ଜବରଦସ୍ତ ଲଢେଇ ହୋଇଥିଲା, ଯେଉଁଥିରେ ୧୯ ବର୍ଷୀୟ ଭାରତୀୟ ସୁଟର ମନୀଷ ନରୱାଲ ଭାରତକୁ ତୃତୀୟ ସ୍ୱର୍ଣ୍ଣ ପଦକ ଦେଇଛନ୍ତି।






