ଭାରତୀୟ ଫୁଟବଲ ଦଳର ଅଧିନାୟକ ସୁନୀଲ ଛେତ୍ରୀଙ୍କୁ କରୋନା
ନୂଆଦିଲ୍ଲୀ: ଭାରତୀୟ ଫୁଟବଲ ଦଳର ଅଧିନାୟକ ସୁନୀଲ ଛେତ୍ରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସୁନୀଲ ଛେତ୍ରୀ ନିଜେ ଟ୍ବିଟ କରି ଜଣାଇଛନ୍ତି। In a not-so-happy update, I’ve tested positive for COVID-19. In better news, I feel fine as I continue my recovery from the virus and should be back on a football pitch soon. No better time to keep […]
ନୂଆଦିଲ୍ଲୀ: ଭାରତୀୟ ଫୁଟବଲ ଦଳର ଅଧିନାୟକ ସୁନୀଲ ଛେତ୍ରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସୁନୀଲ ଛେତ୍ରୀ ନିଜେ ଟ୍ବିଟ କରି ଜଣାଇଛନ୍ତି।
ଆହୁରି ପଢ଼ନ୍ତୁ: ବିସିସିଆଇର ଅନିଶ୍ଚିତତା ମଧ୍ୟରେ ରୋହିତ ଶର୍ମାଙ୍କୁ ସମର୍ଥନ: ବିଶ୍ୱକପ୍ ପାଇଁ 'ଅମୂଲ୍ୟ ସମ୍ପଦ' କହିଲେ ଜଣ୍ଟି ରୋଡ୍ସ, କୋହଲିଙ୍କୁ ମଧ୍ୟ ପ୍ରଶଂସା
In a not-so-happy update, I’ve tested positive for COVID-19. In better news, I feel fine as I continue my recovery from the virus and should be back on a football pitch soon. No better time to keep reminding everyone to continue taking all the safety precautions always.
ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଫ୍ରିକାରେ ଭାରତର କମାଲ: ନିଜ ଓଜନଠାରୁ ତିନି ଗୁଣା ଅଧିକ ଭାର ଉଠାଇ ରୌପ୍ୟ ଜିତିଲେ ପାୱାରଲିଫ୍ଟର କିୟା ବାନାର୍ଜୀ— Sunil Chhetri (@chetrisunil11) March 11, 2021
ସେ ଟ୍ବିଟରେ ଲେଖିଛନ୍ତି ଯେ,ମୁଁ କରୋନା ଆକ୍ରାନ୍ତ ହୋଇଛି। ହେଲେ, ମୁଁ ଏବେ ଭଲ ଅନୁଭବ କରୁଛି। ଏବେ ଧୀରେ ଧୀରେ ସୁସ୍ଥ ହେଉଛି ଏବଂ ଶୀଘ୍ର ଫୁଟବଲ୍ ପିଚକୁ ଫେରିବି। ସମସ୍ତଙ୍କୁ ସର୍ବଦା ସମସ୍ତ ସୁରକ୍ଷା ସାବଧାନତା ଅବଲମ୍ବନ କରିବାକୁ ସ୍ମରଣ କରାଇବା ପାଇଁ ଭଲ ସମୟ ବୋଲି କିଛି ନ ଥାଏ ବୋଲି ସୁନୀଲ ଛେତ୍ରୀ କହିଛନ୍ତି।






