କ୍ରିକେଟର ସବୁ ଫର୍ମାଟରୁ ଅବସର ନେଲେ ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ଏବି ଡି ଭିଲିୟର୍ସ

The Sakala Picture
Published On

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ଏବି ଡି ଭିଲିୟର୍ସ କ୍ରିକେଟର ସବୁ ଫର୍ମାଟରୁ ଅବସର ନେଇଛନ୍ତି । ଏ ନେଇ ସେ ନିଜେ ଟ୍ବିଟ କରି ଜଣାଇଛନ୍ତି। ଏବି ଡି ଭିଲିୟର୍ସ ବହୁ ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ବିଦାୟ ନେଇଥିଲେ । ହେଲେ ଏବେ ସେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ ଯଥା ଆଇପିଏଲ୍ ଭଳି ଟୁର୍ଣ୍ଣାମେଣ୍ଟରେ ଖେଳିବେ ନାହିଁ । ଫଳରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଅର୍ଥାତ୍ ଆରସିବି ପାଇଁ ଆଉ ଖେଳିବେ ନାହିଁ। It […]

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ଏବି ଡି ଭିଲିୟର୍ସ କ୍ରିକେଟର ସବୁ ଫର୍ମାଟରୁ ଅବସର ନେଇଛନ୍ତି । ଏ ନେଇ ସେ ନିଜେ ଟ୍ବିଟ କରି ଜଣାଇଛନ୍ତି। ଏବି ଡି ଭିଲିୟର୍ସ ବହୁ ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ବିଦାୟ ନେଇଥିଲେ । ହେଲେ ଏବେ ସେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ ଯଥା ଆଇପିଏଲ୍ ଭଳି ଟୁର୍ଣ୍ଣାମେଣ୍ଟରେ ଖେଳିବେ ନାହିଁ । ଫଳରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଅର୍ଥାତ୍ ଆରସିବି ପାଇଁ ଆଉ ଖେଳିବେ ନାହିଁ।

ଆହୁରି ପଢ଼ନ୍ତୁ: ଟ୍ରଷ୍ଟ ଗଠନ ନେଇ ସ୍ପଷ୍ଟୀକରଣ ରଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଏବି ଡି ଭିଲିୟର୍ସ ନିଜେ ଏହି ଟ୍ବିଟ କରି କହିଛନ୍ତି ଯେ, “ଏହା ଏକ ଅବିଶ୍ୱସନୀୟ ଯାତ୍ରା, କିନ୍ତୁ ମୁଁ ସମସ୍ତ କ୍ରିକେଟ୍ ରୁ ଅବସର ନେବାକୁ ନିଷ୍ପତ୍ତି ନେଇଛି । ଯେହେତୁ ମୁଁ ପଡ଼ିଆରେ ଖେଳିବା ଆରମ୍ଭ କରିଥିଲି, ମୋର ବଡ଼ ଭାଇମାନଙ୍କ ସହିତ ମୁଁ ପ୍ରତିଟି ମୂହୂର୍ତ୍ତକୁ ଉପଭୋଗ କରିଥିଲି । କେବଳ ସେତିକି ନୁହେଁ ଉତ୍ସାହର ସହିତ କ୍ରିକେଟ୍ ମଧ୍ୟ ଖେଳିଥିଲି । ବର୍ତ୍ତମାନ ୩୭ ବର୍ଷ ବୟସରେ ଆଉ ଖେଲିବାରେ ସେହି ଯୋଶ ନାହିଁ । ସେଥିପାଇଁ, ମୁଁ ମୋର ଅବସର ଘୋଷଣା କରୁଛି” ।

ସେ ଆହୁରି ମଧ୍ୟ ତାଙ୍କ ଟ୍ୱିଟରେ ଲେଖିଛନ୍ତି ଯେ ‘ ଏହା ବାସ୍ତବତା ଯାହା ମୋତେ ଗ୍ରହଣ କରିବାକୁ ପଡିବ । ସେ ଆଇପିଏ ହେଉ ଅବା ଦେଶ ପାଇଁ ସବୁ ଖେଳ ମୋତେ କଳ୍ପନା ଯୋଗ୍ୟ ଅନୁଭୂତି ଏବଂ ସୁଯୋଗ ଦେଇଛି। ସେଥିପାଇଁ ମୁଁ ସର୍ବଦା କୃତଜ୍ଞ ରହିବି ।

19 Nov 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର