ଭାରତ ନ୍ୟୁଜିଲାଣ୍ଡ ଦ୍ବିତୀୟ ଟି-୨୦; ଟସ୍ ଜିତି ବୋଲିଂ କରିବ ଟିମ୍ ଇଣ୍ଡିଆ, ଡେବ୍ୟୁ କଲେ ହର୍ଷଲ ପଟେଲ

The Sakala Picture
Published On

ରାଞ୍ଚି: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଆଜି ରାଞ୍ଚିରେ ଖେଳାଯାଉଛି ଦ୍ବିତୀୟ ଟି-୨୦ ମ୍ୟାଚ୍ । ଦ୍ବିତୀୟ ଟି-୨୦ରେ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ଭାରତ । ଭାରତ ଏବେ ୧-୦ରେ ଆଗୁଆ ରହିଥିବା ବେଳେ ଏହି ମ୍ୟାଚ ଜିତି ସିରିଜ୍‌ କବ୍‌ଜା କରିବା ଲକ୍ଷ୍ୟରେ ରହିଛି । ଜୟପୁରରେ ଖେଳାଯାଇଥିବା ପ୍ରଥମ ଟି-୨୦ ମ୍ୟାଚରେ ୫ ଓ୍ବିକେଟରେ ବିଜୟ ଲାଭ କରିଥିଲା ଟିମ୍ ଇଣ୍ଡିଆ । ନୂଆ କୋଚ୍ ରାହୁଲ ଦ୍ରାବିଡ ଓ ନୂଆ ଅଧିନାୟକ […]

ରାଞ୍ଚି: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଆଜି ରାଞ୍ଚିରେ ଖେଳାଯାଉଛି ଦ୍ବିତୀୟ ଟି-୨୦ ମ୍ୟାଚ୍ । ଦ୍ବିତୀୟ ଟି-୨୦ରେ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ଭାରତ । ଭାରତ ଏବେ ୧-୦ରେ ଆଗୁଆ ରହିଥିବା ବେଳେ ଏହି ମ୍ୟାଚ ଜିତି ସିରିଜ୍‌ କବ୍‌ଜା କରିବା ଲକ୍ଷ୍ୟରେ ରହିଛି । ଜୟପୁରରେ ଖେଳାଯାଇଥିବା ପ୍ରଥମ ଟି-୨୦ ମ୍ୟାଚରେ ୫ ଓ୍ବିକେଟରେ ବିଜୟ ଲାଭ କରିଥିଲା ଟିମ୍ ଇଣ୍ଡିଆ । ନୂଆ କୋଚ୍ ରାହୁଲ ଦ୍ରାବିଡ ଓ ନୂଆ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ବରେ ଭାରତ ବିଜୟର ଅଭିଯାନ ଆରମ୍ଭ କରିଥିଲା । ପ୍ରଥମ ମ୍ୟାଚରେ ବିଜୟ ଲାଭ ପରେ ଦ୍ବିତୀୟ ମ୍ୟାଚରେ ବିଜୟ ଲାଭ କରି ଏହି ସିରିଜକୁ ନିଜ ନାମରେ କରିବାକୁ ଚେଷ୍ଟା କରିବ ଟିମ୍ ଇଣ୍ଡିଆ । ଅନ୍ୟପଟେ ନ୍ୟୁଜିଲାଣ୍ଡ ପାଇଁ ଏହି ମ୍ୟାଚ କର ବା ମର ପରିସ୍ଥିତି ସୃଷ୍ଟି କରିଛି । ଯଦି ଆଜିର ମ୍ୟାଚରେ ପରାଜୟ ଲାଭ କରେ ତେବେ ଏହି ସିରିଜରେ ମଧ୍ୟ ପରାଜୟ ବରଣ କରିବ ନ୍ୟୁଜିଲାଣ୍ଡ । ସେଥିପାଇଁ ଦ୍ବିତୀୟ ଟି-୨୦ ମ୍ୟାଚ ଜିତି ସିରିଜ୍‌ ବରାବର କରିବାକୁ ଚେଷ୍ଟା କରିବ କିଓ୍ବି ଟିମ ।

ଆହୁରି ପଢ଼ନ୍ତୁ: ଆହତ କାରଣରୁ ଆଫଗାନିସ୍ତାନ ଦିନିକିଆରୁ ବାଦ୍ ପଡିଲେ ବିରାଟ କୋହଲି, ପ୍ରତ୍ୟାବର୍ତ୍ତନରେ ଲାଗିଲା ବ୍ରେକ୍

ତେବେ ବଡ କଥା ହେଉଛି ଭାରତୀୟ ଦଳରେ ମହମ୍ମଦ ସିରାଜଙ୍କୁ ବାଦ ଦିଆଯାଇଛି । ତାଙ୍କ ସ୍ଥାନ​‌ରେ ଡେବ୍ୟୁ କରିଛନ୍ତି ହର୍ଷଲ ପଟେଲ ।

ଭାରତ: ରୋହିତ୍ ଶର୍ମା (କ୍ୟାପଟେନ୍), ଲୋକେଶ ରାହୁଲ୍, ସୂର୍ଯ୍ୟକୁମାର ଯାଦବ, ଶ୍ରେୟସ ଆୟର, ଋଷଭ ପନ୍ତ (ୱିକେଟ୍ କିପର), ଭେଙ୍କଟେଶ ଆୟର୍, ଅକ୍ଷର ପଟେଲ, ଆର୍ ଅଶ୍ୱିନ୍, ଭୁବନେଶ୍ୱର କୁମାର, ହର୍ଷଲ ପଟେଲ, ଦୀପକ ଚହର୍।

ନ୍ୟୁଜିଲାଣ୍ଡ : ମାର୍ଟିନ ଗପ୍ଟିଲ୍, ଡାରିଏଲ୍ ମିଚେଲ୍, ଗ୍ଲେନ୍ ଫିଲିପ୍ସ, ମାର୍କ ଚାପମ୍ୟାନ୍, ଟିମ୍ ସିଫର୍ଟ (ୱିକେଟ୍ କିପର), ରଚିନ୍ ରବୀନ୍ଦ୍ର, ମିଚେଲ୍ ସାଣ୍ଟନର, ଟିମ୍ ସାଉଦୀ (କ୍ୟାପଟେନ୍), ଟଡ୍ ଆଷ୍ଟଲ୍, ଲକି ଫର୍ଗୁସନ୍, ଟ୍ରେଣ୍ଟ ବୋଲ୍ଟ।

19 Nov 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର