ଆଇପିଏଲ ଖେଳାଳି ମହାନିଲାମ: ଇଶାନ କିଷାନଙ୍କୁ ୧୫ କୋଟି ୨୫ ଲକ୍ଷ ଟଙ୍କାରେ କିଣିଲା ମୁମ୍ବାଇ ଇଣ୍ଡିଆନ୍ସ

The Sakala Picture
Published On

ବେଙ୍ଗାଲୁରୁ: ବିଶ୍ବର ସବୁଠାରୁ ବ୍ୟୟବହୁ ଟି-୨୦ ଟୁର୍ଣ୍ଣାମେଣ୍ଟ ଇଣ୍ଡିଆନ ପ୍ରିମିଅର ଲିଗ୍ (ଆଇପିଏଲ) ୧୫ତମ ସଂସ୍କରଣର ମହାଖେଳାଳି ନିଲାମ ବେଙ୍ଗାଲୁରୁଠାରେ ଆରମ୍ଭ ହୋଇଯାଇଛି। ଏହି ନିଲାମ ପ୍ରକ୍ରିୟାରେ ବର୍ତ୍ତମାନ ସୁଦ୍ଧା ଭାରତୀୟ ବ୍ୟାଟର ଈଶାନ କିଷାନଙ୍କୁ ୧୫ କୋଟି ୨୫ ଲକ୍ଷ ଟଙ୍କାରେ କିଣିଛି ମୁମ୍ବାଇ ଇଣ୍ଡିଆନ୍ସ । ଇଶାନ କିଷାନଙ୍କ ବେସ୍ ପ୍ରାଇସ୍ ୨ କୋଟି ଟଙ୍କା ଥିବା ବେଳେ ମୁମ୍ବାଇ ଇଣ୍ଡିଆନ୍ସ ତାଙ୍କୁ ୧୫ କୋଟି ୨୫ ଲକ୍ଷ ଟଙ୍କାରେ କିଣିଛି । ସେହିପରି […]

ବେଙ୍ଗାଲୁରୁ: ବିଶ୍ବର ସବୁଠାରୁ ବ୍ୟୟବହୁ ଟି-୨୦ ଟୁର୍ଣ୍ଣାମେଣ୍ଟ ଇଣ୍ଡିଆନ ପ୍ରିମିଅର ଲିଗ୍ (ଆଇପିଏଲ) ୧୫ତମ ସଂସ୍କରଣର ମହାଖେଳାଳି ନିଲାମ ବେଙ୍ଗାଲୁରୁଠାରେ ଆରମ୍ଭ ହୋଇଯାଇଛି। ଏହି ନିଲାମ ପ୍ରକ୍ରିୟାରେ ବର୍ତ୍ତମାନ ସୁଦ୍ଧା ଭାରତୀୟ ବ୍ୟାଟର ଈଶାନ କିଷାନଙ୍କୁ ୧୫ କୋଟି ୨୫ ଲକ୍ଷ ଟଙ୍କାରେ କିଣିଛି ମୁମ୍ବାଇ ଇଣ୍ଡିଆନ୍ସ । ଇଶାନ କିଷାନଙ୍କ ବେସ୍ ପ୍ରାଇସ୍ ୨ କୋଟି ଟଙ୍କା ଥିବା ବେଳେ ମୁମ୍ବାଇ ଇଣ୍ଡିଆନ୍ସ ତାଙ୍କୁ ୧୫ କୋଟି ୨୫ ଲକ୍ଷ ଟଙ୍କାରେ କିଣିଛି । ସେହିପରି ବ୍ୟାଟ୍ସମ୍ୟାନ ଶ୍ରେୟସ ଆୟରଙ୍କୁ ୧୨ କୋଟି ୨୫ ଲକ୍ଷରେ କିଣିଛି କୋଲକାତା ନାଇଟ ରାଇଡର୍ସ ଏବଂ ପ୍ୟାଟ୍ କୁମିନ୍ସଙ୍କୁ କୋଲକାତା ୭ କୋଟି ୨୫ ଲକ୍ଷ ଟଙ୍କାରେ କିଣି ଦଳରେ ସାମିଲ କରିଛି।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

12 Feb 2022 By The Sakala

ଆଇପିଏଲ ଖେଳାଳି ମହାନିଲାମ: ଇଶାନ କିଷାନଙ୍କୁ ୧୫ କୋଟି ୨୫ ଲକ୍ଷ ଟଙ୍କାରେ କିଣିଲା ମୁମ୍ବାଇ ଇଣ୍ଡିଆନ୍ସ

ବେଙ୍ଗାଲୁରୁ: ବିଶ୍ବର ସବୁଠାରୁ ବ୍ୟୟବହୁ ଟି-୨୦ ଟୁର୍ଣ୍ଣାମେଣ୍ଟ ଇଣ୍ଡିଆନ ପ୍ରିମିଅର ଲିଗ୍ (ଆଇପିଏଲ) ୧୫ତମ ସଂସ୍କରଣର ମହାଖେଳାଳି ନିଲାମ ବେଙ୍ଗାଲୁରୁଠାରେ ଆରମ୍ଭ ହୋଇଯାଇଛି। ଏହି ନିଲାମ ପ୍ରକ୍ରିୟାରେ ବର୍ତ୍ତମାନ ସୁଦ୍ଧା ଭାରତୀୟ ବ୍ୟାଟର ଈଶାନ କିଷାନଙ୍କୁ ୧୫ କୋଟି ୨୫ ଲକ୍ଷ ଟଙ୍କାରେ କିଣିଛି ମୁମ୍ବାଇ ଇଣ୍ଡିଆନ୍ସ । ଇଶାନ କିଷାନଙ୍କ ବେସ୍ ପ୍ରାଇସ୍ ୨ କୋଟି ଟଙ୍କା ଥିବା ବେଳେ ମୁମ୍ବାଇ ଇଣ୍ଡିଆନ୍ସ ତାଙ୍କୁ ୧୫ କୋଟି ୨୫ ଲକ୍ଷ ଟଙ୍କାରେ କିଣିଛି । ସେହିପରି ବ୍ୟାଟ୍ସମ୍ୟାନ ଶ୍ରେୟସ ଆୟରଙ୍କୁ ୧୨ କୋଟି ୨୫ ଲକ୍ଷରେ କିଣିଛି କୋଲକାତା ନାଇଟ ରାଇଡର୍ସ ଏବଂ ପ୍ୟାଟ୍ କୁମିନ୍ସଙ୍କୁ କୋଲକାତା ୭ କୋଟି ୨୫ ଲକ୍ଷ ଟଙ୍କାରେ କିଣି ଦଳରେ ସାମିଲ କରିଛି।

https://www.thesakala.in/sports/ipl-auction-2022-mumbai-indians-brought-ishan-kishan-for-rs-15-crore-25-lakhs/article-9196
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର