ଏସିଆନ୍ସ ଗେମ୍ସରେ ଭାରତକୁ ନବମ ସ୍ବର୍ଣ୍ଣ, ଟେନିସ ମିକ୍ସଡ ଡବଲ୍ସରେ ସ୍ବର୍ଣ୍ଣ ପଦକ ଜିତିଲା ଭାରତ

The Sakala Picture
Published On

ହାଙ୍ଗଝୁ: ଏସିଆନ୍ସ ଗେମ୍ସରେ ଭାରତ ପୁଣି ଏକ ସ୍ବର୍ଣ୍ଣ ପଦକ ଜିତିଛି । ଟେନିସ ମିକ୍ସଡ୍ ଡବଲ୍ସରେ ଭାରତକୁ ମିଳିଛି ସ୍ବର୍ଣ୍ଣ ପଦକ । ମିକ୍ସଡ ଡବଲ୍ସ ଟେନିସରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ଭେଟେରାନ ରୋହନ ବୋପନ୍ନା ଓ ଋତୁଜା ଭୋସଲେଙ୍କ ଯୋଡ଼ି । ଏହାସହ ମୋଟ ପଦକ ସଂଖ୍ୟା ୩୫କୁ ବୃଦ୍ଧି ପାଇଛି । ଭାରତ ଏପର୍ଯ୍ୟନ୍ତ ୯ଟି ସ୍ବର୍ଣ୍ଣ, ୧୩ ଟି ରୌପ୍ୟ ଓ ୧୩ଟି ବ୍ରୋଞ୍ଜ ଜିତିଛି। ମେଡାଲ ତାଲିକାରେ ଭାରତ ୪ […]

ହାଙ୍ଗଝୁ: ଏସିଆନ୍ସ ଗେମ୍ସରେ ଭାରତ ପୁଣି ଏକ ସ୍ବର୍ଣ୍ଣ ପଦକ ଜିତିଛି । ଟେନିସ ମିକ୍ସଡ୍ ଡବଲ୍ସରେ ଭାରତକୁ ମିଳିଛି ସ୍ବର୍ଣ୍ଣ ପଦକ । ମିକ୍ସଡ ଡବଲ୍ସ ଟେନିସରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ଭେଟେରାନ ରୋହନ ବୋପନ୍ନା ଓ ଋତୁଜା ଭୋସଲେଙ୍କ ଯୋଡ଼ି । ଏହାସହ ମୋଟ ପଦକ ସଂଖ୍ୟା ୩୫କୁ ବୃଦ୍ଧି ପାଇଛି । ଭାରତ ଏପର୍ଯ୍ୟନ୍ତ ୯ଟି ସ୍ବର୍ଣ୍ଣ, ୧୩ ଟି ରୌପ୍ୟ ଓ ୧୩ଟି ବ୍ରୋଞ୍ଜ ଜିତିଛି। ମେଡାଲ ତାଲିକାରେ ଭାରତ ୪ ନମ୍ବର ସ୍ଥାନରେ ରହିଛି ।

ଆହୁରି ପଢ଼ନ୍ତୁ: ଭାରତ ଏବଂ ଚୀନ୍‌କୁ 'ନର୍କ' କହିଲେ ଟ୍ରମ୍ପ! ଜନ୍ମଗତ ନାଗରିକତ୍ୱକୁ ନେଇ କଲେ ବିବାଦୀୟ ପୋଷ୍ଟ

ଆଜି ସୁଟିଂରୁ ମଧ୍ୟ ଭାରତକୁ ପଦକ ମିଳିଛି। ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଟିମ୍ ଇଭେଣ୍ଟରେ ଦ୍ବିତୀୟ ସ୍ଥାନ ଅଧିକାର କରି ଭାରତର ସରବଜିତ ସିଂହ ଓ ଟିଏସ ଦିବ୍ୟା ରୌପ୍ୟ ପଦକ ହାସଲ କରିଛନ୍ତି।

ଆହୁରି ପଢ଼ନ୍ତୁ: "ଖେଳାଳିଙ୍କୁ ମାରିଦିଅନି", ବିସିସିଆଇର ବ୍ୟସ୍ତବହୁଳ କାର୍ଯ୍ୟସୂଚୀକୁ ନେଇ ବର୍ଷିଲେ ଲଳିତ ମୋଦୀ

30 Sep 2023 By The Sakala

ଏସିଆନ୍ସ ଗେମ୍ସରେ ଭାରତକୁ ନବମ ସ୍ବର୍ଣ୍ଣ, ଟେନିସ ମିକ୍ସଡ ଡବଲ୍ସରେ ସ୍ବର୍ଣ୍ଣ ପଦକ ଜିତିଲା ଭାରତ

ହାଙ୍ଗଝୁ: ଏସିଆନ୍ସ ଗେମ୍ସରେ ଭାରତ ପୁଣି ଏକ ସ୍ବର୍ଣ୍ଣ ପଦକ ଜିତିଛି । ଟେନିସ ମିକ୍ସଡ୍ ଡବଲ୍ସରେ ଭାରତକୁ ମିଳିଛି ସ୍ବର୍ଣ୍ଣ ପଦକ । ମିକ୍ସଡ ଡବଲ୍ସ ଟେନିସରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ଭେଟେରାନ ରୋହନ ବୋପନ୍ନା ଓ ଋତୁଜା ଭୋସଲେଙ୍କ ଯୋଡ଼ି । ଏହାସହ ମୋଟ ପଦକ ସଂଖ୍ୟା ୩୫କୁ ବୃଦ୍ଧି ପାଇଛି । ଭାରତ ଏପର୍ଯ୍ୟନ୍ତ ୯ଟି ସ୍ବର୍ଣ୍ଣ, ୧୩ ଟି ରୌପ୍ୟ ଓ ୧୩ଟି ବ୍ରୋଞ୍ଜ ଜିତିଛି। ମେଡାଲ ତାଲିକାରେ ଭାରତ ୪ ନମ୍ବର ସ୍ଥାନରେ ରହିଛି ।

ଆଜି ସୁଟିଂରୁ ମଧ୍ୟ ଭାରତକୁ ପଦକ ମିଳିଛି। ୧୦ ମିଟର ଏୟାର ପିସ୍ତଲ ମିକ୍ସଡ ଟିମ୍ ଇଭେଣ୍ଟରେ ଦ୍ବିତୀୟ ସ୍ଥାନ ଅଧିକାର କରି ଭାରତର ସରବଜିତ ସିଂହ ଓ ଟିଏସ ଦିବ୍ୟା ରୌପ୍ୟ ପଦକ ହାସଲ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର